Posted inଜାତୀୟ

ଭାରତୀୟ ରାଜନୀତିରେ ଭାଜପାର ପ୍ରଭାବ ୨୦ରୁ ୩୦ ବର୍ଷ ରହିବା ସମ୍ଭାବନା…

ନୂଆଦିଲ୍ଲୀ, ୧୨।୫ : ଆସନ୍ତା ୨୦ରୁ ୩୦ ବର୍ଷ ପର୍ଯ୍ୟନ୍ତ ଭାରତୀୟ ରାଜନୀତିରେ ଭାଜପାର ପ୍ରଭାବ ରହିବ। ଭାରତୀୟ ରାଜନୀତିର ରଣନୀତିଜ୍ଞ ଭାବରେ ଜଣାଶୁଣା ପ୍ରଶାନ୍ତ କିଶୋର (ପିକେ) ଏଭଳି କହିଛନ୍ତି। ଏହି ସମୟ ମଧ୍ୟରେ ଭାଜପା ରାଜନୀତିର କେନ୍ଦ୍ରରେ ରହିବ। ଏହା ଏକ ସତ୍ୟ ଯେ ଆଗାମୀ ଦଶନ୍ଧି ଧରି ଭାଜପା ଏକ ବିଜୟୀ ନିର୍ବାଚନ ଦଳ ଭାବେ ରହିବ।

ଥରେ ଭାରତୀୟ ସ୍ତରରେ ୩୦ ପ୍ରତିଶତରୁ ଅଧିକ ଭୋଟ ପାଇଲେ, କେହି ଏହାକୁ ସହଜରେ ଛଡ଼ାଇ ନେଇ ପାରିବେ ନାହିଁ । ଭୋଟ ପ୍ରତିଶତ ଧିରେ ଧିରେ କମିବ କିନ୍ତୁ ହଠାତ୍‌ ନୁହେଁ ବୋଲି ସେ କହିଛନ୍ତି। ଏହାର ଅର୍ଥ ନୁହେଁ ଯେ ଭଜାପା ପ୍ରତ୍ୟେକ ନିର୍ବାଚନରେ ଜିତିବା ଜାରି ରଖିବ।

ଏହାର ଅର୍ଥ ହେଉଛି ଯେ, ପ୍ରଥମ ୪୦ରୁ ୫୦ବର୍ଷ ଧରି, ଭାରତରେ ରାଜନୀତି କଂଗ୍ରେସ ଚାରିପଟେ ଘୂରି ବୁଲୁଥିଲା। ଧିରେ ଧିରେ କଂଗ୍ରେସର ଭୋଟ ପ୍ରତିଶତ ବିଭିନ୍ନ କାରଣରୁ ହ୍ରାସ ପାଇବାରେ ଲାଗିଥିଲା। ସେହିପରି ଧାରାର ଭାଜପା ପାଇଁ ମଧ୍ୟ ଲାଗୁ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PM ମୋଦି କେବେ କେବେ UPIରେ କରିଛନ୍ତି ପେମେଣ୍ଟ? ଜାଣନ୍ତୁ କେତେ ଟଙ୍କା କରିଥିଲେ ଖର୍ଚ୍ଚ

ନୂଆଦିଲ୍ଲୀ, ୧୭/୯:ଆଜି ସେପ୍ଟେମ୍ବର ୧୭। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ତାଙ୍କ ଜନ୍ମଦିନକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଦେଶରେ ଡିଜିଟାଲ ପେମେଣ୍ଟ ଏବଂ UPIକୁ…

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ‘ନରେନ୍ଦ୍ର’ଙ୍କ ନେତୃତ୍ବରେ ହେଉଛି ନବଭାରତର ନିର୍ମାଣ

ଭୁବନେଶ୍ୱର,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶତ ଶତ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସୋସିଆଲ ମିଡିଆ…

ପ୍ରେମିକା ଘର ବାରଣ୍ଡାରେ ପ୍ରେମିକଙ୍କୁ ପିଟି ପିଟି ହତ୍ୟା, ପ୍ରମାଣ ନଷ୍ଟ ପାଇଁ ଜାଳିଦେଲେ ମୃତଦେହ

ଦେବଗଡ଼, ୧୭ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ…

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ…

PM ମୋଦିଙ୍କ ୭୭ତମ ଜନ୍ମଦିନ, ଗୁଜରାଟରେ ଜଳିବ ୮୮ ଲକ୍ଷ ଦୀପ

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୭ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଶେଷ କରି ଗୁଜରାଟରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?