Posted inଜାତୀୟ

ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗ ଦେବେ ବରିଷ୍ଠ ଭାଜପା ନେତା ଏଲ.କେ ଆଡ଼ଭାନୀ

ନୂଆଦିଲ୍ଲୀ, ୧୦।୧: ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗ ଦେବେ ଭାଜପା ବରିଷ୍ଠ ନେତା ଏଲକେ ଆଡ଼ଭାନୀ। ଏନେଇ ବିଶ୍ୱ ହିନ୍ଦୁ ପରିଷଦର ଆନ୍ତର୍ଜାତୀୟ କାର୍ଯ୍ୟକାରିଣୀ ସଭାପତି ଆଲୋକ କୁମାର ବୁଧବାର ସୂଚନା ଦେଇଛନ୍ତି।

ରାଷ୍ଟ୍ରିୟ ସ୍ୱୟଂସେବକ ସଂଗଠନ (ଆରଏସଏସ) ନେତା କୃଷ୍ଣ ଗୋପାଳ ଏବଂ ଆଲୋକ କୁମାରଙ୍କ ସହ ରାମ ଲାଲ ଏଲ.କେ ଆଡଭାନୀଙ୍କୁ ଭେଟି ବୁଧବାର ଦିନ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ସମାରୋହକୁ ନିମନ୍ତ୍ରଣ କରିଛନ୍ତି।

ଅଯୋଧ୍ୟାରେ ପ୍ରାଣ ପ୍ରତୀକ୍ଷା ସମାରୋହରେ ଏଲ.କେ ଆଡଭାନୀଙ୍କୁ ସମସ୍ତ ଆବଶ୍ୟକୀୟ ଚିକିତ୍ସା ସୁବିଧା ଏବଂ ଅନ୍ୟାନ୍ୟ ବ୍ୟବସ୍ଥା ଯୋଗାଇ ଦିଆଯିବ ବୋଲି ଆଲୋକ କୁମାର କହିଛନ୍ତି। ଜାନୁଆରୀ ୨୨ ରେ ହେବାକୁ ଥିବା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ଲାଲାଙ୍କ ପ୍ରତିମା ସ୍ଥାପନ କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ଦୁବାଇରେ ଧରାପଡ଼ିଲେ ଭାରତର ମୋଷ୍ଟ ୱାଣ୍ଟେଡ ଡ୍ରଗ୍ସ ମାଫିଆ! ଖୁବଶୀଘ୍ର ଆସିବେ ଭାରତ

ନୂଆଦିଲ୍ଲୀ,୨୪।୩: ଭାରତର ଡ୍ରଗ ମାଫିଆଙ୍କ ଜଣେ ପ୍ରମୁଖ ବ୍ୟକ୍ତି ଜସବିନ୍ଦର ଓରଫ ‘ଜାଜ’କୁ ଦୁବାଇରେ ଗିରଫ କରାଯାଇଛି। ଭାରତୀୟ ଏଜେନ୍ସିଗୁଡ଼ିକର ନିର୍ଦ୍ଦେଶରେ ଇଣ୍ଟରପୋଲ ସହାୟତାରେ ଏହି ଅପରେଶନ…

ଆମେରିକା ଅପଦସ୍ଥ

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜକୁ ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଖୋଲା ନ କଲେ ଇରାନକୁ ଭୟାବହ ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଇସ୍ରାଏଲ ଉପରେ ମିଶାଇଲ୍ ଆଟାକ୍ କଲା ଇରାନ, ତେହରାନ୍‌ ଆମେରିକା ସହ ଆଲୋଚନା ପାଇଁ ମନାକରିବାରୁ ପୁଣି ବଢ଼ିଲା ତେଲ ଦର

ତେହରାନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଆଲୋଚନା ଆରମ୍ଭ କରିବା ପାଇଁ ପ୍ରୟାସ ତୀବ୍ର ହୋଇଛି । ତଥାପି, ପରିସ୍ଥିତି ସ୍ୱାଭାବିକ…

ଇରାନ-ଆମେରିକା ଯୁଦ୍ଧରେ ପାକିସ୍ତାନର ମଧ୍ୟସ୍ଥତାକୁ ନେଇ ଖପ୍ପା ହେଲାଣି କଂଗ୍ରେସ

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଏଡାଇବା ପାଇଁ ଇରାନ ଏବଂ ଆମେରିକା ଆଲୋଚନାରେ ସାମିଲ ହେବାକୁ ରାଜି ହୋଇଛନ୍ତି। ଆମେରିକାର ରାଷ୍ଟ୍ରପତି ଦାବି କରିଛନ୍ତି ଯେ ତିନୋଟି ଦେଶ ଏହି…

‘ହଁ ଆମେ ଯୁଦ୍ଧ ଶେଷ କରିବୁ…’, ଆମେରିକାକୁ ଇରାନର ସିଧା ଜବାବ, ସାମ୍ନାରେ ରଖିଲା ୨ ବଡ଼ ସର୍ତ୍ତ

ତେହରାନ୍‌,୨୪।୩: ଆମେରିକା ଏବେ ଇରାନ ସହିତ ସଂଘର୍ଷ ସମାପ୍ତ କରିବାକୁ ପ୍ରସ୍ତୁତ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ଆଉ ଯୁଦ୍ଧ କରିବାକୁ…

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri