Posted inଜାତୀୟ

୨୦୨୪ ପୂର୍ବରୁ ଭାଜପାର ମାଷ୍ଟର ପ୍ଲାନ: ବହୁ ସଂଖ୍ୟାରେ ଅନ୍ୟ ଦଳ ନେତା ହେବେ ସାମିଲ…

ନୂଆଦିଲ୍ଲୀ,୨୩।୭ : ଦେଶରେ ହେବାକୁ ଥିବା ଆଗାମୀ ସାଧାରଣ ନିର୍ବାଚନରେ ଅଧିକ ସମୟ ବାକି ନାହିଁ। ଯାହାକୁ ଦୃଷ୍ଟିରେ ରଖି ସମସ୍ତ ମୁଖ୍ୟ ଦଳ ସେମାନଙ୍କ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ବିରୋଧୀ ଦଳ ଏକ ବୃହତ ମିଳିତ ମେଣ୍ଟ ଗଠନ କରିଥିବାବେଳେ ଭାଜପା ନେତୃତ୍ୱାଧୀନ ଏନଡିଏର ପରିବାର ମଧ୍ୟ ବୃଦ୍ଧି ପାଉଛି। ଭାଜପାର ମାଷ୍ଟରପ୍ଲାନ ହେଉଛି ଅନ୍ୟ ଦଳର ନେତାମାନଙ୍କୁ ପ୍ରତି ମାସରେ ଦଳରେ ଯୋଗ କରିବା।  ଭାଜପାର ମାଷ୍ଟର ପ୍ଲାନ ନେଇ ରାଜନୈତିକ ସମୀକ୍ଷକ ଭାଜପାର କାର୍ଯ୍ୟକୁ ଦୃଷ୍ଟିରେ ରଖି ମତପୋଷଣ କରିଛନ୍ତି।

ଏସପି ବିଧାୟକ ଦାରା ସିଂ ଚୌହାନ ଭାଜପାରେ ଯୋଗ ଦେଇଛନ୍ତି। ସୁଭାସପା ଅଧ୍ୟକ୍ଷ ଓପି ରାଜଭାର ଏବଂ ଏଲଜେପିର ଚିରାଗ ପାସୱାନ ମଧ୍ୟ ବର୍ତ୍ତମାନ ଭାଜପା ସହିତ ଅଛନ୍ତି। ଏହା ବ୍ୟତୀତ ଜୁଲାଇ ୨୪ ରେ ଏସପି ଏବଂ ଆରଏଲଡିର ଅନେକ ନେତା ଦଳରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଛି।

ସୂତ୍ରରୁ ପ୍ରକାଶ ଯେ ଆରଏଲଡି ନେତା ତଥା ପୂର୍ବତନ ଏମପି ରାଜପାଲ ସାଇନି ଭାଜପାରେ ଯୋଗ ଦେଇପାରନ୍ତି। ଏମାନଙ୍କ ବ୍ୟତୀତ ପୂର୍ବତନ ମନ୍ତ୍ରୀ ସାହେବ ସିଂ ସାଇନି ମଧ୍ୟ ଯୋଗ ଦେବେ ବୋଲି କୁହାଯାଉଛି। ଏସପି ନେତା ଜଗଦୀଶ ସୋନକର, ଏସପି ନେତା ସୁଷମା ପଟେଲ, ଗୁଲାବ ସରୋଜ ଏବଂ ପୂର୍ବତନ ବିଧାୟକ ଅନସୁଲ ବର୍ମା ମଧ୍ୟ ଭାଜପାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri