Posted inଜାତୀୟ

ଭାଙ୍ଗିଲା ମେଣ୍ଟ, ଶପଥ ନେଲେ ନୂଆ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୨।୩: ହରିୟାଣାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନାୟବ ସିଂ ସଇନି । ମଙ୍ଗଳବାର ବସିଥିବା ଭାଜପା ବିଧାୟକ ବୈଠକରେ ନାୟବ ସିଂଙ୍କ ନାଁ ଉପରେ ମୋହର ବାଜିଥିଲା। ନାୟବ ସିଂ ଓବିସିର ସଇନି ସମ୍ପ୍ରଦାୟର ଅଟନ୍ତି। ସେ ହରିୟାଣା ଭାଜପାର ସଭାପତି ଅଛନ୍ତି। ଏହା ବ୍ୟତୀତ ସେ କୁରୁକ୍ଷେତ୍ରର ଭାଜପା ଏମପି ମଧ୍ୟ ଅଟନ୍ତି। ନାୟବ ହରିୟାଣା ସରକାରରେ ମନ୍ତ୍ରୀ ରହିଛନ୍ତି। ସେ ୨୦୧୪ ରୁ ୨୦୧୯ପର୍ଯ୍ୟନ୍ତ ବିଧାୟକ ଥିଲେ।

ସୂଚନାଥାଉ କି, ମଙ୍ଗଳବାର ସକାଳେ ପୂରା କ୍ୟାବିନେଟ ସମେତ ମନୋହର ଲାଲ ଖଟ୍ଟର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଯାହା ପରେ ନାୟବ ସିଂ ମୁଖ୍ୟମନ୍ତ୍ରୀ ଦୌଡରେ ସାମିଲ ଥିଲେ। ନାୟବ ସିଂଙ୍କୁ ଖଟ୍ଟରଙ୍କ ଘନିଷ୍ଠ ସହଯୋଗୀମାନଙ୍କ ମଧ୍ୟରେ ଗଣାଯାଏ, ଏହା ବ୍ୟତୀତ ତାଙ୍କର ରାଜନୀତିର ଦୀର୍ଘ ଅଭିଜ୍ଞତା ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିବା ବେଳେ ଉପରେ ପଡ଼ିଲା ତାଳ ଗଛ: ଚାଲିଗଲା ଯୁବକଙ୍କ ଜୀବନ,ଖବର ପାଇ ବିଷ ପିଇଦେଲେ ସ୍ତ୍ରୀ

ଯାଜପୁର,୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବଡଚଣା ବଡ଼ବାଲିକିୁଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି।  ତାଳଗଛ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ମେ’ ୪ରେ ମିଳିବ ‘ସୁଭଦ୍ରା’ ଟଙ୍କା, ଉପକୃତ ହେବେ…

ଭୁବନେଶ୍ୱର,୨।୫: ରାଜ୍ୟର ସୁଭଦ୍ରା ଯୋଜନାରୁ ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ଆସିଛି ଏକ ଖୁସି ଖବର। ଆସନ୍ତା ମେ’ ୪ ତାରିଖରେ ବଞ୍ଚିତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର…

ଓଡ଼ିଶା କଂଗ୍ରେସରେ ବଡ଼ ଅଦଳବଦଳ: ସନ୍ତୋଷ ସିଂ ସାଲୁଜାଙ୍କୁ ମିଳିଲା ପିସିସି ସଂଗଠନ ପ୍ରଭାରୀ ଦାୟିତ୍ୱ

ଭୁବନେଶ୍ୱର,୨।୩: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (PCC) ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ପିସିସି ସଭାପତି ଭକ୍ତ ଚରଣ ଦାସ,…

ପ୍ରସାର ଭାରତୀର ନୂଆ ଅଧ୍ୟକ୍ଷ ହେଲେ ପ୍ରସୂନ ଯୋଶୀ,କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ  ଜଣାଇଲେ ଶୁଭେଚ୍ଛା  

ନୂଆଦିଲ୍ଲୀ,୨।୫: ପ୍ରସିଦ୍ଧ ଗୀତିକାର, ଲେଖକ ତଥା ଯୋଗାଯୋଗ ବିଶେଷଜ୍ଞ ପ୍ରସୂନ ଯୋଶୀ ଭାରତର ସାର୍ବଜନୀନ ପ୍ରସାରଣ ସଂସ୍ଥା (ପ୍ରସାର ଭାରତୀ)ର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି।…

ଇରାନ ମାଟିରେ କେଉଁଠୁ ଆସିଲା ଏତେ ବୋମା? ଯାହାକୁ ଡିଫ୍ୟୁଜ କରୁକରୁ ଗଲା ୧୪ IRGC ବୈଜ୍ଞାନିକଙ୍କ ଜୀବନ

ତେହରାନ,୨।୫: ଇରାନର ଜାଞ୍ଜାନ ପ୍ରଦେଶରେ ଏକ ବଡ଼ ସାମରିକ ଅଭିଯାନ ସମୟରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଇରାନର ସରକାରୀ ସମାଚାର ଏଜେନ୍ସି, IRNA ଅନୁଯାୟୀ, ଏକ…

T20 World Cup: ଟି୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଟିମ୍‌ ଘୋଷଣା, ୨ ବର୍ଷ ପରେ ଦଳକୁ ଫେରିଲେ…

ନୂଆଦିଲ୍ଲୀ,୨।୫: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଇଂଲଣ୍ଡରେ ଆୟୋଜିତ ହେବାକୁ ଯାଉଥିବା ମହିଳା ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଭାରତୀୟ ଦଳର ଘୋଷଣା…

ମାଟ୍ରିକ ପରୀକ୍ଷାରେ ବାଜି ମାରିଲେ ଶୁଭଶ୍ରୀ-ଆଶୁତୋଷ

ଭଞ୍ଜନଗର,୨ା୫(ବାବୁଲା ପ୍ରଧାନ): ମାଟ୍ରିକ ପରୀକ୍ଷା ଫଳ ଶନିବାର ପ୍ରକାଶିତ ହୋଇଛି। ଗଞ୍ଜାମ ଜିଲାରେ ୯୮.୨୫ ପ୍ରତିଶତ ଛାତ୍ରୀଛାତ୍ର ପାସ୍‌ ହୋଇଛନ୍ତି। ଏହିଭଳି ଭଞ୍ଜନଗର ସହରରେ ଥିବା ପ୍ରମୁଖ…

ପ୍ରବଳ ବର୍ଷା ସହ ହେବ ଘଡ଼ଘଡ଼ି: ଏସବୁ ଜିଲାକୁ ସତର୍କ କରାଇଲା ପାଣିପାଗ କେନ୍ଦ୍ର, ୩ ଘଣ୍ଟା ପାଇଁ…

ଭୁବନେଶ୍ୱର,୨ା୫: ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷକରି କଟକ ଓ ଭୁବନେଶ୍ବରକୁ ଓ୍ବାର୍ନିଂ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri