Posted inଜାତୀୟ

ଭାଜପାର ନୂଆ ଗେମ୍‌ ପ୍ଲାନ୍‌: ମମତାଙ୍କୁ କରାଯିବନି ଆକ୍ଷେପ

କୋଲକାତା,୧୬।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ଶାସକ ତୃଣମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ ଛକାପଞ୍ଝା ସ୍ଥିତିି ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଗୋଡ଼ ଭାଙ୍ଗିବା ଦ୍ୱାରା ଭୋଟର ତାଙ୍କ ଆଡ଼କୁ ମୁହାଁଇବା ସ୍ବାଭାବିକ ବୋଲି ଭାଜପା ଚିନ୍ତା କରୁଛି। ତେଣୁ ଭାଜପା ପକ୍ଷରୁ ନୂଆ ରଣନୀତି ଆରମ୍ଭ ହୋଇଛି। ନୂଆ ଗେମ୍‌ ପ୍ଲାନ ଅନୁସାରେ ନିର୍ବାଚନୀ ସଭାରେ ସିଧାସଳଖ ମମତାଙ୍କୁ ଆକ୍ଷେପ ନ କରି ରାଜ୍ୟ ସରକାରଙ୍କ ୧୦ ବର୍ଷର ବିଫଳତାକୁ ଟାଗେର୍ଟ କରିବାକୁ ଭାଜପା ପକ୍ଷରୁ ଏହାର ବରିଷ୍ଠ ନେତାଙ୍କୁ ପରାମର୍ଶ ଦିଆଯାଇଛି। ମମତାଙ୍କୁ ଟାର୍ଗେଟ କଲେ ସେ ସହଜରେ ଭୋଟରଙ୍କ ସହାନୁଭୁତି ଲାଭ କରିବେ ବୋଲି ଭାଜପା ପକ୍ଷରୁ ପରାମର୍ଶ ଦିଆଯାଇଛି। ତେଣୁ ମମତାଙ୍କ ବିରୋଧରେ ବ୍ୟକ୍ତିଗତ ଭାବେ କୌଣସି ଅଭିଯୋଗ ଆଣିବାକୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଭୟା ଦୋଷୀଙ୍କ ଫାଶୀ ଦଣ୍ଡାଦେଶ ମାମଲା: ରାୟ ସଂରକ୍ଷିତ ରଖିଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୨।୨ : ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଅଭିଯୁକ୍ତଙ୍କ ଫାଶୀ ଦଣ୍ଡାଦେଶ ଉପରେ ସ୍ଥଗିତାଦେଶକୁ ଚ୍ୟାଲେଞ୍ଜ କରି କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଲ୍ଲୀ...

ଇଡିରେ ହାଜର ହେଲେ ରାବ୍ରି ଦେବୀ

ପାଟନା,୧୮।୫: ଜମି ବଦଳରେ ଚାକିରି ଦେବା ମାମଲାରେ ଗୁରୁବାର ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ ରେଳ ମନ୍ତ୍ରୀ ଲାଲୁ ଯାଦବଙ୍କ ସ୍ତ୍ରୀ ରାବ୍ରି ଦେବୀ...

କେରଳରେ ୫ମ ମଙ୍କିପକ୍ସ ମାମଲା ଚିହ୍ନଟ

ଥିରୁଭାନ୍ତପୁରମ,୨।୮: କରୋନା ଭାଇରସ୍‌ ପ୍ରକୋପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଶେଷ ହୋଇ ନ ଥିବା ବେଳେ ବର୍ତ୍ତମାନ ମଙ୍କିପକ୍ସ ସଂକ୍ରମଣ ଲୋକଙ୍କ ଚିନ୍ତା ବଢ଼ାଇଛି। ଇତିମଧ୍ୟରେ ମଙ୍ଗଳବାର...

କାର୍‌ ମାଡ଼ିଯିବାରୁ ୫ ମହିଳା ମୃତ

ପୁଣେ,୧୫।୨: ମହାରାଷ୍ଟ୍ର ପୁଣେ ଜିଲାରେ ୧୭ ଜଣ ମହିଳାଙ୍କ ଏକ ଗ୍ରୁପ୍‌ ନାଶିକ-ପୁଣେ ଜାତୀୟ ରାଜପଥ ପାର୍‌ ହେଉଥିବାବେଳେ ଦ୍ରୁତବେଗରେ ଆସୁଥିବା ଏସ୍‌ୟୁଭି ସେମାନଙ୍କୁ ଧକ୍କା...

ସରକାରୀ ସ୍କୁଲରେ ୫୦ରୁ କମ୍‌ ବୟସର ପୁରୁଷ ଶିକ୍ଷକ ଛାତ୍ରୀଙ୍କୁ ପଢାଇ ପାରିବେନି

ଜଇପୁର,୧୯।୧୦: ରାଜସ୍ଥାନର ସରକାରୀ ବାଳିକା ବିଦ୍ୟାଳୟରେ ଏଣିକି ୫୦ ବର୍ଷରୁ କମ୍‌ ବୟସର ପୁରୁଷ ଶିକ୍ଷକ ଛାତ୍ରୀମାନଙ୍କୁ ପାଠ ପଢାଇ ପାରିବେ ନାହିଁ। ଶୁକ୍ରବାର ଶିକ୍ଷାମନ୍ତ୍ରୀ...

ଚନିଙ୍କ ଦୀପାବଳି ଭେଟି: କମିଲା ବିଜୁଳି ଦର

ଚଣ୍ଡିଗଡ଼,୧ ।୧୧: ପଞ୍ଜାବ ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି ଚନି ସରକାର ସୋମବାର ଏକ ବଡ ଘୋଷଣା କରିଛନ୍ତି । କ୍ୟାବିନେଟ ବୈଠକ ପରେ...

ସକ୍ରିୟ ମାମଲା ୩ ହଜାର ତଳେ…

ନୂଆଦିଲ୍ଲୀ, ୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ...

ନିଆଁ ଜଳାଇ ଆତ୍ମଦାହ କରୁଥିଲେ ମହିଳା, ଲୋକେ ମାତିଥିଲେ ଭିଡିଓ ଶୁଟିଂରେ

ରାଞ୍ଚି, ୧୯।୭: ଝାଡଖଣ୍ଡର ହଜାରିବାଗ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ଭାଇଙ୍କ ମୃତ୍ୟୁ ପରେ ଗାଁ ମଝିରେ ନିଆଁ ଜଳାଇ ଆତ୍ମଦାହ କରିବାକୁ...

Advertisement
Archives

Model This Week