Posted inଜାତୀୟ

ଜାନୁଆରୀରେ ହୋଇପାରେ ଭାଜପା ନୂଆ ଅଧ୍ୟକ୍ଷ ନିର୍ବାଚନ: ଜାଣନ୍ତୁ ଚର୍ଚ୍ଚାରେ ଏହି ନେତା

ନୂଆଦିଲ୍ଲୀ,୨୨ା୧୧: ବିହାର ବିଧାନସଭା ନିର୍ବାଚନରେ ଭାଜପାର ବୃହତ୍‌ ବିଜୟ ପରେ ଏବେ ଦଳର ନୂଆ ଅଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ୨୯ ରାଜ୍ୟରେ ସାଂଗଠନିକ ନିର୍ବାଚନ ଶେଷ ହୋଇଥିବା ବେଳେ ଉତ୍ତରପ୍ରଦେଶ ଓ କର୍ନାଟକରେ ଅଟକି ରହିଛି। ଆସନ୍ତାବର୍ଷ ଜାନୁଆରୀ ସୁଦ୍ଧା ନୂଆ ଅଧ୍ୟକ୍ଷ ନିର୍ବାଚିତ ହୋଇଯିବେ ବୋଲି ଆଶା କରାଯାଉଛି।

ବର୍ତ୍ତମାନର ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଉତ୍ତରାଧିକାରୀ କିଏ ହେବ ତାକୁ ନେଇ କଳ୍ପନାଜଳ୍ପନା ଜାରି ରହିଛି। ପରବର୍ତ୍ତୀ ଅଧ୍ୟକ୍ଷ ପଦ ପାଇଁ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୂପିନ୍ଦର ଯାଦବ ଏବଂ ଶିବରାଜ ସିଂ ଚୌହାନଙ୍କ ନାମ ଚର୍ଚ୍ଚାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ରେ ୩ଲକ୍ଷ ଛୁଇଁବ ସୁନା, ବଡ଼ ଭବିଷ୍ୟବାଣୀ କରିଦେଲେ…

ନୂଆଦିଲ୍ଲୀ,୨୯।୧: ଯଦି ଆପଣ ଭାବୁଛନ୍ତି ଯେ ସୁନା ଏବଂ ରୂପା ମୂଲ୍ୟ ବର୍ତ୍ତମାନ ଆକାଶଛୁଆଁ ହେଉଛି, ତେବେ ଏକ କାନାଡିୟ ବ୍ୟାଙ୍କର ଏହି ନୂତନ ରିପୋର୍ଟ ଆପଣଙ୍କୁ…

ରାସ୍ତାରେ ଡ୍ରେନେଜ୍‌ ପାଣି, ବଢୁଛି ଅସନ୍ତୋଷ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ):ନୂତନ ଡ୍ରେନ ନିର୍ମାଣ, ରାସ୍ତା ପ୍ରଶସ୍ତୀକରଣ କରାଯାଇ ବରଗଡ଼ ସହର ବିକଶୀତ ହେଉଛି ବୋଲି କୁହାଯାଉଛି। ମାତ୍ର ସହର ମଧ୍ୟରେ ଏଭଳି ସମସ୍ୟା ରହିଛି, ତାହା…

ମରିବୁ ପଛେ ମାଟି ଛାଡ଼ିବୁ ନାହିଁ: ଖଣି ଖନନକୁ ବିରୋଧ

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ନୂଆଗଁା ପଞ୍ଚାୟତ କାର୍ଯ୍ୟାଳୟ ପାଶର୍‌ବରେ ସେରୁବନ୍ଧ ସୁରକ୍ଷା ସମିତିର ଆହ୍ବାନକ୍ରମେ ସେମିଳିଗୁଡ଼ା ଓ ପଟ୍ଟାଙ୍ଗି ବ୍ଲକ୍‌ର ୬…

୮ମ ବେତନ କମିଶନ: ନୂଆ ଦରମା କେତେ ହେବ, ପରେ କେତେ ବଢିବ; ଜାଣନ୍ତୁ ସବୁକିଛି

ଭୁବନେଶ୍ୱର,୨୮ା୧: ୮ମ କେନ୍ଦ୍ରୀୟ ବେତନ କମିଶନ ଗଠନ ଓ ଏହାର କାର୍ଯ୍ୟକାରିତାକୁ ନେଇ ସାରା ଦେଶରେ ଚର୍ଚ୍ଚା ଜୋର ଧରିଛି। ସାଧାରଣତଃ ଦରମା କେତେ ପ୍ରତିଶତ ବଢ଼ିବ,…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri