ଭାଜପା ନୂଆ ରାଜ୍ୟ ସଭାପତି : କାହା ନାଁରେ ବାଜିବ…

ଭୁବନେଶ୍ୱର,୩।୧୦: ଖୁବଶୀଘ୍ର ଘୋଷଣା ହେବ ଭାଜପା ନୂଆ ରାଜ୍ୟ ସଭାପତି ନାଁ। ଏ ନେଇ ଭାଜପା ରାଷ୍ଟ୍ରୀୟ ସାଧାରଣ ସମ୍ପାାଦକ ତରୁଣ ଚୁଗ ସୂଚନା ଦେଇଛନ୍ତି। ତେବେ ଏ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ବସିଥିଲା, ଆଲୋଚନା ମଧ୍ୟ ହୋଇଥିଲା । ତେବେ ଖୁବଶୀଘ୍ର ନାଁ ଘୋଷଣା ହେବ ବୋଲି ସେ କହିଛନ୍ତି।

ଭାଜପା  ରାଜ୍ୟ ସଭାପତି ଚୟନରେ  କାହିଁକି ହେଉଛି ବିଳମ୍ବ।  ପୁଣି ମନମୋହନଙ୍କ ଉପରେ ଆସ୍ଥାପ୍ରକଟ  କରିବ କି ଭାଜପା। ପଦ୍ମ ଘୁଞ୍ଚିଘୁଞ୍ଚି ଗଲାପରି ଭାଜପା ସଭାପତି ନା  ଘୋଷଣାରେ ବିଳମ୍ବ ହେଉଛି। ବିଜେପିର କେନ୍ଦ୍ରୀୟ ନେତୃତ୍ୱ ଆଉ କାହାକୁ ଦାୟିତ୍ୱ ଦେବେ ନା ପୁଣି ସଭାପତି ହେବେ ମନମୋହନ, ଛିଣ୍ଡୁନି ଅଙ୍କ।  ଅନ୍ୟ କାହା ମୁଣ୍ଡରେ ଢ଼ାଳିବେ କି ସୁନା କଳସ। ଏ

ରାଜ୍ୟ ସଭାପତି ଚୟନ ନେଇ କେଉଁ ସମୀକରଣ କାମ କରିବ ତାକୁ ନେଇ ରାଜନେତିକ ସମୀକ୍ଷକ ମଧ୍ୟ ଆକଳନ କରି ପାରୁନାହାନ୍ତି। BJP ରାଷ୍ଟ୍ରୀୟ ସାଧାରଣ ସଂପାଦକ ତରୁଣ ରାଜ୍ୟ ନେତୃବୃନ୍ଦଙ୍କ ସହ ସଭାପତି ଚୟନ ନେଇ ଆଲୋଚନା କରିସାରିଛନ୍ତି।

ସେପଟେ ସଭାପତି ରେସରେ ମନମୋହନଙ୍କ ସହିତ ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର, ସାଧାରଣ ସମ୍ପାଦକ ସାରଦା ଶତପଥୀଙ୍କ ନାଁ ଆଗରେ ରହିଛି। ତେବେ ୧୫ ମାର୍ଚ୍ଚ ପୂର୍ବରୁ ସଭାପତି ର୍ନିବାଚନ ଶେଷ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri