ମଣ୍ଡିରେ ଅବ୍ୟବସ୍ଥା ନେଇ ଭାଜପାର ଧାରଣା

ବଲାଙ୍ଗୀର ଅଫିସ,୨ା୭: ରବିଋତୁରେ ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥା ନେଇ ବଲାଙ୍ଗୀର ଭାଜପା ପକ୍ଷରୁ ଶୁକ୍ରବାର ଜିଲା ଯୋଗାଣ ଅଫିସ ସମ୍ମୁଖରେ ଧାରଣା ଦିଆଯାଇଛି। ବିଭିନ୍ନ ଦାବି ନେଇ ସେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ମଣ୍ଡିରେ ଧାନ ପଡି ରହିବା, ମିଲ୍‌ ମାଲିକମାନଙ୍କ ରାଜୁତି ମଣ୍ଡିରୁ ସମାପ୍ତ କରିବା, କଟନି ଛଟନି ବନ୍ଦ କରିବା, ବସ୍ତା ସୁତୁଲିି, ପରିବହନ ଓ ଅନ୍ୟାନ୍ୟ ଖର୍ଚ୍ଚ କେନ୍ଦ୍ର ସରକାର ଦେଉଥିବା ବେଳେ ଏହା ଚାଷୀଙ୍କୁ ନଦେଇ ଏହି ଅର୍ଥ ମିଲର୍ସମାନେ ହଡ଼ପ କରୁଥିବା ଅଭିଯୋଗର ତଦନ୍ତ ପାଇଁ ଭାଜପା ପକ୍ଷରୁ ଦାବି ହୋଇଛି। ୫ ଦଫା ଦାବି ନେଇ ସିଏସ୍‌ଓଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ, ଜଲା ପରିଷଦ ଅଧ୍ୟକ୍ଷା ଭାରତୀ ମହାନନ୍ଦ, ପୂର୍ବତନ ମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ଜିଲା ଭାଜପା ସଭାପତି ଶିବାଜୀ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥୀନୀଙ୍କ ରୋଡ୍‌ ଶୋ’ରେ ଟେଲି କଳାକାର

ଧାମନଗର, ୨୨ ।୩ (ଡି.ଏନ.ଏ) ଭଦ୍ରକ ଜିଲା ଧାମନଗର ଏନ୍‌ଏସିରେ ଚଳିତବର୍ଷ ପ୍ରଥମଥର ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ଭୋଟରଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖିବାକୁ...

ଡେପୁଟି କଲେକ୍ଟରଙ୍କ ନାଁରେ ସ୍ତ୍ରୀ ଆଣିଲେ ନିର୍ଯାତନା ଅଭିଯୋଗ

ଲଖନପୁର, ୨୭ା୯(ଡି.ଏନ୍‌.ଏ.)-ବୌଦ୍ଧ ଜିଲାର ଡେପୁଟି କଲେକ୍ଟର ଶରତ କୁମାର ବାଗଙ୍କ ନାମରେ ସ୍ତ୍ରୀ ଡଲିଆ ଦେବନାଥ ଆଣିଛନ୍ତି ନିର୍ଯାତନା ଅଭିଯୋଗ । ଏ ନେଇ ଦେବନାଥ...

ଅମାନିଆଙ୍କଠାରୁ ୧ଲକ୍ଷ ୩୪ହଜାର ଜୋରିମାନା ସଂଗ୍ରହ

ଭଦ୍ରକ ଅଫିସ,୭।୫: ଭଦ୍ରକ ଜିଲାର ସମସ୍ତ ଥାନା ଅଞ୍ଚଳରୁ ଗୋଟିଏ ଦିନରେ ଅମାନିଆଙ୍କଠାରୁ ୧ଲକ୍ଷ ୩୪ ହଜାର ଟଙ୍କା ଜରିମାନା ସଂଗ୍ରହ କରାଯାଇଛି। ସେଥିମଧ୍ୟରେ ୫୧ଜଣଙ୍କଠାରୁ...

କାର୍ଯ୍ୟକାଳ ସରିବା ପୂର୍ବରୁ ବଦଳିଲେ କୁଳସଚିବ

କଟକ ଅଫିସ,୨୧ା୩: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ କୁଳସଚିବ ଭାବେ କାର୍ଯ୍ୟ କରୁଥିବା ଅଶୋକ କୁମାର ଦାଶଙ୍କୁ ରାଜ୍ୟ ସରକାରଙ୍କ ଜେନେରାଲ ଆଡମିନିଷ୍ଟ୍ରେଶନ ଆଣ୍ଡ ପର୍ସନାଲ ଗ୍ରିଭାନ୍ସ ବିଭାଗକୁ...

ଅଭିଭାବକଙ୍କୁ ମିଳିଲା ମଧ୍ୟାହ୍ନଭୋଜନ ଚାଉଳ ଟୋକନ୍‌

ବନ୍ତ,୩୦।୩(ଡି.ଏନ୍‌.ଏ.): କରୋନା ପାଇଁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରିଥିବା ବେଳେ ଛାତ୍ରୀଛାତ୍ରଙ୍କ ପାଇଁ ମଧ୍ୟାହ୍ନଭୋଜନ ଚାଉଳ ପ୍ରଦାନର ବ୍ୟବସ୍ଥା କରିଛନ୍ତି। ସୋମବାର...

ସ୍ବଚ୍ଛ ଭାରତ ଅଭିଯାନ ପକ୍ଷରୁ ଗାନ୍ଧୀ ଜୟନ୍ତୀ : ଧରିତ୍ରୀ ପେପରରେ ବ୍ୟାଗ୍‌ କରି ଲୋକଙ୍କୁ ସଚେତନ

ବାହାନଗା,୨।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ପଞ୍ଚାୟତ ସ୍ବଚ୍ଛ ଭାରତ ଅଭିଯାନ ସଙ୍ଗଠନ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି...

୧୨ ଚକ, ୨୨ ଜଳଯନ୍ତ୍ର ନିର୍ମାଣ ଶେଷ

ପୁରୀ ଅଫିସ,୧୬ା୫: ଜୁନ୍‌ ୨୩ରେ ରଥଯାତ୍ରା। ଏହାକୁ ନଜରରେ ରଖି ଚଳଚଞ୍ଚଳ ହୋଇଛି ରଥଖଳା। ତିନି ମୁଖ୍ୟ ମହାରଣା ସେବକଙ୍କ ନେତୃତ୍ୱରେ ଦ୍ରୁତଗତିରେ ରଥ ନିର୍ମାଣ...

ହୃଦ୍‌ରୋଗରେ ଆକ୍ରାନ୍ତ କୈକେୟୀ, ଚିକିତ୍ସା ପାଇଁ ଅର୍ଥ ବାଧକ

ଖପା୍ରଖୋଲ, ୨୭ା୧୦(ଡି.ଏନ.ଏ) – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମଟିଆଭଟା ପଞ୍ଚାୟତ ଅନ୍ତର୍ଗତ ପୁତୁଲାମହୁଲ ଗାଁର ଦେବରାଜ ବରିହାଙ୍କ ଝିଅ କୈକେୟୀ (୧୫)। ନବମ ଶ୍ରେଣୀର...

Advertisement
Archives

Model This Week