Posted inଜାତୀୟ

୨୦୨୨ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଅଣ୍ଟାଭିଡ଼ା: ପରାଜୟରୁ ଶିକ୍ଷା ଲାଭ କରିବାକୁ କହିଲେ ମୋଦି…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ଭାଜପା ପକ୍ଷରୁ ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁଥିବା ବିଧାନସଭା ନିର୍ବାଚନ ପାଇଁ ଅଣ୍ଟାଭିଡ଼ିବା ଆରମ୍ଭ ହୋଇଛି। ୨୦୨୧ରେ ହୋଇଥିବା ୫ ରାଜ୍ୟର ବିଧାନସଭା ନିର୍ବାଚନର ପରାଜୟରୁ ଶିକ୍ଷା ଲାଭ କରିବାକୁ ପଡ଼ିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ମୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ୨୦୨୨ରେ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଗୋଆ, ମଣିପୁର ଏବଂ ପଞ୍ଜାବରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଦେଶରେ ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଭର୍ଚ୍ୟୁଆଲ୍‌ ସଭାର ଆୟୋଜନ କରିବା ଲାଗି ଯୋଜନା କରାଯାଇଛି। ଏସବୁ ସଭାରେ ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ପ୍ରମୁଖ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦-୫୦୦ ଟଙ୍କିଆ ନୋଟ୍‌କୁ ନେଇ RBIର ବଡ଼ ଆଲର୍ଟ; ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪।୭: ବଜାରରୁ କିଣାକିଣି କରିବା ପରେ ମିଳୁଥିବା ଖୁଚୁରା ପଇସାର ଯାଞ୍ଚ ଆମେ ପ୍ରାୟତଃ ତରତରରେ କରିନଥାଉ। କିନ୍ତୁ ଜାଲ ନୋଟର ବଢୁଥିବା ଚଳନ ମଧ୍ୟରେ ଆପଣଙ୍କର…

IND vs ENG: ଶେଷ ହେବାକୁ ଯାଉଛି ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ ପାଇଁ ଅପେକ୍ଷା, ମାଞ୍ଚେଷ୍ଟରରେ ମିଳିବ ସୁଯୋଗ!

ନୂଆଦିଲ୍ଲୀ,୪।୭: ସମଗ୍ର କ୍ରିକେଟ ଜଗତ ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛି। ତାଙ୍କୁ ଆୟରଲ୍ୟାଣ୍ଡ ବିପକ୍ଷରେ କିମ୍ବା ଇଂଲଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ରେ ସୁଯୋଗ…

ଟେଲିଗ୍ରାମକୁ ନେଇ ସରକାର କଠୋର; ଫିଲ୍ମ ସହ OTT ବିଷୟବସ୍ତୁର ପାଇରେସି ରୋକିବା ପାଇଁ ପଠାଇଲେ ନୋଟିସ

ନୂଆଦିଲ୍ଲୀ,୪।୭: କେନ୍ଦ୍ର ସରକାର ଫିଲ୍ମ ଏବଂ OTT ପ୍ଲାଟଫର୍ମରୁ ବଢୁଥିବା ଅନଲାଇନ ପାଇରେସି ସମ୍ପର୍କରେ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରିପୋର୍ଟ…

Ali Khamenei Funeral: ଆୟାତୋଲ୍ଲା ଅଲି ଖାମେନେଇଙ୍କ ସହିତ ତାଙ୍କ ୧୪ ମାସର ନାତୁଣୀଙ୍କୁ ଦିଆଯିବ ଶେଷ ବିଦାୟ; ସର୍ବୋଚ୍ଚ ନେତାଙ୍କ ପାଖରେ ରଖାଯାଇଛି ପରିବାର କଫିନ

ତେହରାନ,୪।୭: ଶୁକ୍ରବାର (ଜୁଲାଇ 3, 2026), ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ହଜାର ହଜାର ଲୋକ ଇରାନର ରାଜଧାନୀ ତେହରାନରେ…

ଭାବପ୍ରବଣ ହୋଇ ପ୍ରଶଂସକଙ୍କୁ ଏମିତି ସରପ୍ରାଇଜ୍‌ ଦେଲେ ରୋନାଲ୍ଡୋ: ଜିତିଲେ ହୃଦୟ

ନୂଆଦିଲ୍ଲୀ,୪।୭: ପର୍ତ୍ତୁଗାଲ ୨୦୨୬ ଫିଫା ବିଶ୍ୱକପରେ ରାଉଣ୍ଡ ଅଫ ୧୬ରେ ପହଞ୍ଚିଛି। ଏଠାରେ ସେମାନେ ସ୍ପେନ ସହିତ ମୁକାବିଲା କରିବାକୁ ଯାଉଛନ୍ତି। କ୍ରିଷ୍ଟିଆନୋ ରୋନାଲ୍ଡୋ ପୂର୍ବରୁ ରାଉଣ୍ଡ…

ଆତଙ୍କବାଦ ଉପରେ ଭାରତର କଡ଼ା ପ୍ରହାର, ଚମକିପଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୪।୭: ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ…

ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି

ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ…

ହଠାତ ବିଗିଡ଼ିଗଲା ଉପମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା, ଥାଣେର ହସ୍ପିଟାଲରେ ଭର୍ତ୍ତି

ଥାଣେ,୪।୭: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ହଠାତ ଅସୁସ୍ଥ ହୋଇପଡ଼ିଲେ ଏବଂ ପରେ ତାଙ୍କୁ ଥାଣେର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଅନୁସାରେ, ଅତ୍ୟଧିକ ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri