ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ ଓଡ଼ିଶାକୁ ଏହା ତାଙ୍କର ପ୍ରଥମ ଗସ୍ତ ହେବ। ଅନ୍ୟପକ୍ଷରେ, ନୀତିନ ନବୀନଙ୍କ ଗସ୍ତକୁ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ରଖିଛନ୍ତି।

ସେ କହିଛନ୍ତି ଯେ, ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ ନୀତିନ ନବୀନଙ୍କ ଓଡ଼ିଶା ଗସ୍ତ ଗୁରୁତ୍ୱ ବହନ କରୁଛି। ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ଏହି ଗସ୍ତ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ମନରେ ନୂଆ ଉତ୍ସାହ ସୃଷ୍ଟି କରିବ। ତାଙ୍କ ପ୍ରଶିକ୍ଷଣ ଓ ମାର୍ଗଦର୍ଶନ ଆଗାମୀ ନିର୍ବାଚନ ପାଇଁ ଦଳକୁ ଅଧିକ ସୁଦୃଢ଼ କରିବ ବୋଲି ମନମୋହନ ସାମଲ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri