Posted inଜାତୀୟ

ଭାଇ ବବିଙ୍କ ସହ ଯାଇ ପ୍ରାର୍ଥିପତ୍ର ଦାଖଲ କଲେ ସନ୍ନି

ଅମୃତସର,୨୯।୪: ପଞ୍ଜାବର ଗୁରୁଦାସପୁର ନିର୍ବାଚନ ମଣ୍ଡଳୀ ଲାଗି ସୋମବାର ଅଭିନେତାରୁ ନେତା ହେଇଥିବା ସନ୍ନି ଦେଓଲ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ୬୨ ବର୍ଷୀୟ ସନ୍ନି ପ୍ରାର୍ଥିପତ୍ର ଦାଖଲ କରିବା ପୂର୍ବରୁ ପ୍ରଥମେ ଅମୃତସରର ସ୍ବର୍ଣ୍ଣ ମନ୍ଦିର ଦର୍ଶନ କରି ଈଶ୍ୱରଙ୍କ କୃପା ଭିକ୍ଷା କରିଥିଲେ। ତେବେ ପ୍ରାର୍ଥିପତ୍ର ଦାଖଲ ସମୟରେ ତାଙ୍କ ସହ ଥିଲେ ସାନ ଭାଇ ବବି ଦେଓଲ, ପଞ୍ଜାବର ଭାଜପା ମୁଖ୍ୟ ତଥା ରାଜ୍ୟ ସଭା ଏମ୍‌ପି ସ୍ବେତ ମଲିକ, ହରିୟାଣାର ଅର୍ଥମନ୍ତ୍ରୀ ଓ ଅନ୍ୟମାନେ। ଏହାପରେ ସନ୍ନିଙ୍କ ପିତା ତଥା ବଲିଉଡ୍‌ ହିମ୍ୟାନ୍‌ ଧର୍ମେନ୍ଦ୍ର ସନ୍ନିଙ୍କୁ ସହଯୋଗ କରିବା ସହ ତାଙ୍କର ଶୁଭ ମନାସି ଥିଲେ। ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ମହିଳା ଆୟୋଗର ଅଧ୍ୟକ୍ଷାଙ୍କ ସହ ଅସଦାଚରଣ

ନୂଆଦିଲ୍ଲୀ,୧୯।୧: ଦିଲ୍ଲୀ ମହିଳା ଆୟୋଗର ଅଧ୍ୟକ୍ଷ ସ୍ବାତୀ ମାଲିୱାଲଙ୍କ ସହ ଏକ ଅଭାବନୀୟ ଘଟଣା ଘଟିଛି। ଅଭିଯୋଗ ହୋଇଛି ଯେ, ଦିଲ୍ଲୀର ଏମ୍ସର ଗେଟ ନମ୍ବର...

ପରଦାକୁ ଆସିବ ବିଜେନ୍ଦ୍ର-ଲୀଲାଙ୍କ ଦାମ୍ପତ୍ୟ ପ୍ରେମ

ଜୟପୁର, ୩।୧: ୨୦୧୩ କେଦାରନାଥ ବର୍ଷା ବିତ୍ପାତରେ ନିଖୋଜ ହୋଇଯାଇଥିଲେ ସ୍ତ୍ରୀ। ଖୋଜାଖୋଜି ସତ୍ତ୍ୱେ ମିଳି ନ ଥିଲା ତାଙ୍କର କୌଣସି ସନ୍ଧାନ। ଏପରି କି...

କଂଗ୍ରେସ ଯାହା ୭୦ ବର୍ଷରେ କରି ନ ଥିଲା ତାହା ୭୫ ଦିନରେ କରି ଦେଖାଇଲେ ମୋଦି: ଶାହ

ଜିନ୍ଦ,୧୬।୮: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଶୁକ୍ରବାର ହରିୟାଣାର ଜିନ୍ଦ ଜିଲା ଗସ୍ତ କରିଛନ୍ତି। ଏହି ସମୟରେ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ କଶ୍ମୀର ପ୍ରସଙ୍ଗକୁ...

ପରାଧୀନ ଭାରତରେ ବନ୍ଦେ ମାତରମ୍‌ କହିବାକୁ ଭୟ କରୁଥିବା ଲୋକେ ଆଜି ଦେଶର କରୁଛନ୍ତି ବିଭାଜନ: ଜାଭେଦ୍‌ ଅଖତର

ପାଟନା,୨୮।୪: ପରାଧୀନ ଭାରତରେ ବନ୍ଦେ ମାତରମ୍‌ କହିବାକୁ ଭୟ କରୁଥିବା ଲୋକେ ଆଜି ଭାଜପାରେ ରହି ଦେଶରେ ସାମ୍ପ୍ରଦାୟିକ ବିଦ୍ୱେଷ ସୃଷ୍ଟି କରିବା ସହିତ ବିଭାଜନ...

ବିବାଦରେ ବିହାର ପୋଲିସ ଅଧିକାରୀ

ପାଟନା,୧୪।୭: ବିହାରର ଜଣେ ବରିଷ୍ଠ ପୋଲିସ ଅଧିକାରୀ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ ଏକ ଆତଙ୍କବାଦୀ ସଙ୍ଗଠନ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ସହ...

ମୁଣ୍ଡ ଟେକିଲା ମହାମାରୀ

ନୂଆଦିଲ୍ଲୀ,୮ା୪: ଉତ୍ତର ପ୍ରଦେଶର ଗଙ୍ଗାନଦୀ ବାଲିରେ କୁଢ଼ କୁଢ଼ ମୃତଦେହ, ଦିଲ୍ଲୀ ଶ୍ମଶାନରେ ଲିଭୁ ନ ଥିବା ଚିତା, ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ସମେତ ଡାକ୍ତରୀ ଉପକରଣର...

ବିଗିଡିଲା ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୨।୫: ମନି ଲଣ୍ଡରିଂ ମାମଲାରେ ପ୍ରାୟ ଏକ ବର୍ଷ ଧରି ତିହାର ଜେଲରେ ଥିବା ଆମ ଆଦମୀ ପାର୍ଟି ନେତା ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବା...

ଥାନାରେ ପଡ଼ି ରହିଛି କୋହଲିଙ୍କ ପ୍ରଥମ ଅଡି କାର

ନୂଆଦିଲ୍ଲୀ, ୧୨।୧୨- ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନିକଟରେ ବହୁ ବିଳାଶପୂର୍ଣ୍ଣ କାର ରହିଛି। ସେ ଅଡି ଇଣ୍ଡିଆର ଜଣେ ବ୍ରାଣ୍ଡ ଆମ୍ବାସାଡର ମଧ୍ୟ। ପ୍ରତ୍ୟେକ...

Advertisement
Archives

Model This Week