Posted inଜାତୀୟ

ଭାଜପାର ବଢିଲା ଟେନ୍‌ସନ୍‌: ମେଣ୍ଟରେ ଫାଟ!

ପୁଣେ,୨୧।୮: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ନେଇ ଏନଡିଏ ନେତୃତ୍ୱାଧୀନ ମହାୟୁଟି ମିଳିତ ମେଣ୍ଟରେ କିଛି ଠିକ ମନେ ହେଉନାହିଁ। ଆସନ ବଣ୍ଟନ ସଂପର୍କରେ ଲଢେଇ ଆରମ୍ଭ ହୋଇଛି। ଏହି ସମୟରେ ଶିବସେନାର ୫୮ତମ ଫାଉଣ୍ଡେସନ ଦିବସ ପାଳନ ଅବସରରେ ରାମଦାସ କଦମ ଲୋକ ସଭା ନିର୍ବାଚନରେ ଆସନ ବଣ୍ଟନ ବିଳମ୍ବ ହେତୁ ଭାଜପା ଏବଂ ଅଜିତ ପାୱାରଙ୍କୁ ଟାର୍ଗେଟ କରିଛନ୍ତି।
ଭାଜପା ଏବଂ ଅଜିତ ପାୱାରଙ୍କୁ ଟାର୍ଗେଟ୍‌ କରି ସେ କହିଛନ୍ତି, ଯଦି ଭାଜପା ଭଳି ଶିବସେନା (ଶିନ୍ଦେ ଦଳ) ଲୋକ ସଭା ପ୍ରାର୍ଥୀଙ୍କୁ ଭାଜପା ଭଳି ଦୁଇ ମାସ ପୂର୍ବରୁ ଘୋଷଣା କରାଯାଇଥାନ୍ତା ତେବେ ଆମେ ମଧ୍ୟ ୧୫ଟି ଆସନ ଜିତିଥାନ୍ତେ। ଯେତେବେଳେ ଆମେ ଆମର ପ୍ରାର୍ଥୀ ଘୋଷଣା କଲୁ, ସେତେବେଳେ ଭାଜପା ମଝିରେ ଆସିଯାଇଥିଲା। ସେମାନେ ଏହି ଆସନଗୁଡ଼ିକ ଉପରେ ନିଜର ଦାବି ରଖିଥିଲେ।
ବିଧାନସଭା ନିର୍ବାଚନରେ ରାମଦାସ କଦମ ୧୦୦ଟି ଆସନରେ ଦଳର ପ୍ରାର୍ଥୀ ଦାବି କରିଛନ୍ତି। ସେ କହିଛନ୍ତି, ଯଦି ଆମେ ୧୦୦ଟି ଆସନରେ ନିର୍ବାଚନ ଲଢିବା, ତେବେ ଆମେ ନିଶ୍ଚିତ ଭାବେ ଅତିକମରେ ୯୦ଟି ଆସନ ଜିତିବା। ସେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଦଳ ପାଇଁ ୧୦୦ଟି ସିଟ ଦାବି କରିବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ପୌର ନିଗମରେ ଭାଜପା ବିଜୟୀ

ଜୟପୁର,୧୬ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

ପାକିସ୍ତାନରେ ହାହାକାର: ହେବ ଲକଡାଉନ୍‌! ଜାଣନ୍ତୁ କାହିଁକି…

ଇସଲାମାବାଦ,୧୬।୯: ପାକିସ୍ତାନୀ ମିଡିଆ ରିପୋର୍ଟ ଅନୁସାରେ, ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଇନ୍ଧନ ବ୍ୟବହାର ଓ ଯାତାୟାତ କମାଇବା ନେଇ ଅନେକ ବିକଳ୍ପ ଉପରେ…

ସାବଧାନ! ଗୋରା ହେବା ଚକ୍କରରେ ନଷ୍ଟ ହୋଇପାରେ ସୌନ୍ଦର୍ଯ୍ୟ, ପାକିସ୍ତାନର ଏହି କ୍ରିମ୍‌କୁ ବ୍ୟାନ୍‌ କଲା ଭାରତ

ନୂଆଦିଲ୍ଲୀ,୧୬ା୯: କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (CDSCO) ସମ୍ପ୍ରତି ପାକିସ୍ତାନରୁ ଉତ୍ପନ୍ନ ଅନଧିକୃତ କସ୍‌ମେଟିକ ଉତ୍ପାଦ ବିକ୍ରୟ ସମ୍ପର୍କରେ ଏକ ସତର୍କତା ଜାରି କରିଛି। ନୋଟିସ୍‌ରେ…

ବିଶ୍ୱକର୍ମା ପୂଜାଠୁ ଏହି ୩ ରାଶି ରୁହନ୍ତୁ ସତର୍କ: ସୂର୍ଯ୍ୟଙ୍କ ଗୋଚର କରିଦେବ କାଙ୍ଗାଳ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଆସନ୍ତା ୧୭ ସେପ୍ଟେମ୍ବରରେ ସୂର୍ଯ୍ୟଦେବ କନ୍ୟା ରାଶିରେ ପ୍ରବେଶ କରିବେ। ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ଅଧିକାର, କ୍ୟାରିୟର, ମାନ-ସମ୍ମାନ ଏବଂ ବରିଷ୍ଠ ବ୍ୟକ୍ତିଙ୍କ…

ଆରବ ସାଗରରେ ଭାରତ-ପାକିସ୍ତାନ ମଧ୍ୟରେ ମହାଭାରତ! ପାକିସ୍ତାନୀ କୂଟନୀତିଜ୍ଞଙ୍କୁ ଜବାବ ମାଗିଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୬।୯: ପାକିସ୍ତାନୀ ନୌସେନା ଜାହାଜ ଏବଂ ଭାରତୀୟ ନୌସେନା ୟୁନିଟ ମଧ୍ୟରେ ହୋଇଥିବା ଧକ୍କାକୁ ନେଇ ଭାରତ ପାକିସ୍ତାନ ନିକଟରେ ଦୃଢ଼ ପ୍ରତିବାଦ ଜଣାଇଛି। ନୂଆଦିଲ୍ଲୀରେ, ବୈଦେଶିକ…

UPI Charges: ଦୋକାନୀମାନଙ୍କୁ ସେମାନଙ୍କର UPI ସ୍କାନର୍‌ ଏବଂ ସାଉଣ୍ଡବକ୍ସ ବଦଳାଇବାକୁ ପଡ଼ିବ? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୧୬।୯: ନ୍ୟାସନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ (NPCI) ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର କାରବାର ଉପରେ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR)ଯାହା ମୁଖ୍ୟତଃ ଏକ UPI…

UPI ନା Cash, କେଉଁଥରେ ଟଙ୍କା ଅଧିକ ସଞ୍ଚୟ ହୁଏ? ସତ ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୧୬।୯: ଭାରତୀୟ ଡିଜିଟାଲ ଅର୍ଥନୀତିରେ ଆଜିକାଲି UPIକୁ ନେଇ ଏକ ନୂଆ ବିତର୍କ ଓ ବିବାଦ ଦେଖାଦେଇଛି। କେନ୍ଦ୍ର ସରକାର ଏବଂ NPCI ଦ୍ୱାରା ୨୦୦୦ ଟଙ୍କାରୁ…

ଅଭିନୟରୁ ସନ୍ୟାସ ନେବେ ଅମିତାଭ ବଚ୍ଚନ! ମୁହଁ ଖୋଲିଲେ ୮୩ ବର୍ଷିୟ ଅଭିନେତା

ମୁମ୍ବାଇ,୧୬।୯: ଅମିତାଭ ବଚ୍ଚନ ହିନ୍ଦୀ ସିନେମାର ‘ମେଗାଷ୍ଟାର’ ଭାବରେ ପରିଚିତ। ପ୍ରାୟ ଛଅ ଦଶନ୍ଧି ଧରି ଚଳଚ୍ଚିତ୍ର ଜଗତରେ ରାଜ କରିଆସୁଥିବା ‘ବିଗ ବି’ (Big B)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?