ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ଓ ରାଜ୍ୟ କମିଟିର ଅନେକ ସଦସ୍ୟ ଯୋଗ ଦେଇଥିଲେ। ସାମୂହିକ ବନ୍ଦେ ମାତରମ ଗାନ ପରେ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଥିଲା। ଏଥିରେ ରାଜ୍ୟ ସାଧାରଣ ସମ୍ପାଦକ ସାରଦା ପ୍ରସାଦ ଶତପଥୀ, ଜିଲା ସଭାପତି ଯୁଗଳ ପୋଢ଼, ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର, ଧର୍ମଗଡ ବିଧାୟକ ସୁଧୀର ପାଟ୍ଟଯୋଶୀ, ରାଜ୍ୟ ଉପସଭାପତି ଭବେନ୍ଦ୍ର ପଣ୍ଡା, ବରିଷ୍ଠ ଭାଜପା ନେତା ଆର୍ତ୍ତତ୍ରାଣ ମହାପାତ୍ର, ପୂର୍ବତନ ବିଧାୟକ ଅନାମ ନାଏକ, କେସିଙ୍ଗା ନଗର ସମ୍ପାଦକ ପ୍ରିତେଶ ପଟେଲ ପ୍ରମୁଖ ଉପସ୍ଥିତ ଥିଲେ। ଏହି ପରିପେକ୍ଷିରେ କେସିଙ୍ଗା ନଗର ଭାଜପା ପକ୍ଷରୁ ଦଳର ସମସ୍ତ ପୂର୍ବତନ ସଭାପତିଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ପୂର୍ବତନ ଭାଜପା ଜିଲା ସମ୍ପାଦକ ସନ୍ତୋଷ ଦାସ ମଞ୍ଚ ପରିଚାଳନା କରିଥିବା ବେଳେ ପୂର୍ବତନ ଟାଉନ ସଭାପତି ମଗନ ସିନ୍ଦୂର ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ବିଜ୍ଞାନ ଶିକ୍ଷକଙ୍କ ‘ପ୍ରେମ ପାଠ’: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ଥାନାରେ ମାମଲା ରୁଜୁ

ଦେବଗଡ,୧୨।୨(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟାଳୟରେ ଶିକ୍ଷକଙ୍କ ଅଭଦ୍ରାମି। ବିଜ୍ଞାନ ପାଠ ବଦଳରେ ଛାତ୍ରୀଙ୍କୁ ପଚାରୁଛନ୍ତି ‘ହଗ୍‌-ଡେ’ ଓ ‘ପ୍ରପୋଜ୍‌-ଡେ’। ଦେବଗଡ଼ ଜିଲା ରିଆମାଳ ବ୍ଲକରୁ ଆସିଛି ଏଭଳି…

ଦିଗପହଣ୍ଡିରେ ଭାରତ ବନ୍ଦ ପ୍ରଭାବ: ବନ୍ଦ ରହିଲା ଦୋକାନ ବଜାର, ଗାଡ଼ି ଚଳାଚଳ; ରାଜ୍ୟ ରାଜପଥକୁ…

ଦିଗପହଣ୍ଡି,୧୨|୨(ଅଶେଷ ନାଥ ମିଶ୍ର) ବିଭିନ୍ନ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ  ଗୁରୁବାର ସର୍ବଭାରତୀୟ ସ୍ତରରେ ଡ଼ାକରା ଦିଆଯାଇଥିବା ଭାରତ ବନ୍ଦ ଦିଗପହଣ୍ଡିରେ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯାଇଛି।…

ମୁନିଗୁଡ଼ା ଅଞ୍ଚଳରେ ବାଘ ଆତଙ୍କ: ବାଛୁରୀକୁ ମାରି ଖାଇଲା, ପାଦଚିହ୍ନ ଦେଖି ଲୋକେ ଛାନିଆ…

ମୁନିଗୁଡା,୧୨।୨ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ରେଞ୍ଜ ଅନ୍ତର୍ଗତ ଜଗଦଳପୁର ନିକଟସ୍ଥ ଡ଼ିମିରିଗୁଡାର ପଞ୍ଜାବାଲି ଛକ ନିକଟରେ ବାଘ ଆତଙ୍କ ଦେଖାଯାଇଛି। ବୁଧବାର ରାତିରେ…

ବାଂଲାଦେଶ ନିର୍ବାଚନ ପରେ ହାସିନାଙ୍କ କଡ଼ା ଆକ୍ରମଣ, କହିଲେ ଫଳାଫଳ ‘ହାସ୍ୟାସ୍ପଦ’

ଢାକା,୧୨।୨: ବୁଧବାର, ଫେବୃଆରୀ ୧୨ ରେ ବାଂଲାଦେଶରେ ୨୯୯ ସଂସଦୀୟ ଆସନ ପାଇଁ ସାଧାରଣ ନିର୍ବାଚନ ଶେଷ ହୋଇଛି। ଏହି ନିର୍ବାଚନକୁ ବିଶେଷ ଭାବରେ ବିବେଚନା କରାଯାଇଥିଲା…

ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ: କଠିନ ପରିଶ୍ରମ କରି…

ଦିଗପହଣ୍ଡି,୧୨ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଛି। ଶିକ୍ଷକ ଜଗଦୀଶ ସାହୁ ବେଦମନ୍ତ୍ର ପାଠ କରିବା ପରେ…

ନୂଆ ରୂପ ନେଉଛି ବରଗଡ଼, ବିସ୍ଥାପିତଙ୍କ ପାଇଁ ନୂତନ ସୁପର ମାର୍କେଟ୍‌ କମ୍ପ୍ଲେକ୍ସ, ବିଧାୟକ କଲେ …

ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ)- ନୂଆ ସରକାର ଆସିବା ପରେ ବରଗଡ଼ ସହରର ନବକଳେବର ହେଉଛି। ଧନୁଯାତ୍ରା ମହୋତ୍ସବରେ ନୂତନତ୍ତ୍ୱ ଆସିଥିବାବେଳେ ସହରର ପ୍ରମୁଖ ସମସ୍ୟା ଯାତାୟାତ, ନର୍ଦ୍ଦମା ଜଳ…

ପୁଣି ଥରେ ଅଜିତ ହେଲେ କଳାହାଣ୍ଡି ଜିଲା ଛାତ୍ର ବିଜେଡି ସଭାପତି, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା, ୧୨ା୨(ପ୍ରଦୀପ କୁମାର ସାହୁ): ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ବିଭିନ୍ନ ଜିଲାର ଯୁବ ସଭାପତିଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

୩ ଜଣଙ୍କୁ ବଞ୍ଚାଇ ଜୀବନ ଯୁଦ୍ଧରେ ହାରିଗଲେ ଆଶିଷ, ପୁରୀ ସ୍ବର୍ଗଦ୍ୱାରରେ ଦିଆଗଲା ଗାର୍ଡ ଅଫ୍‌ ଅନର୍‌

ଭଞ୍ଜନଗର,୧୨ା୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡ଼କୋଦଣ୍ଡାର ଆଶିଷ ସାହୁ ଭୁବନେଶ୍ୱରରେ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଡିଏମ୍‌ଏଲ୍‌ଟି ପଢ଼ୁଥିଲେ । ବାପା ତ୍ରିପତି ସାହୁ ଶ୍ରମିକ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri