‘୯୦ ଦିନରେ ବେଲୁଚିସ୍ତାନ ଛାଡୁ ଚାଇନା, ନଚେତ ଯୁଦ୍ଧ ପାଇଁ ରହୁ ପ୍ରସ୍ତୁତ’, ଡ୍ରାଗନକୁ ଚେତାବନୀ ଦେଲା ବିଏଲଏ

ବେଲୁଚିସ୍ତାନ,୧୪।୮: ପାକିସ୍ତାନର ବେଲୁଚିସ୍ତାନକୁ ଯାଇ ଖଣିଜ ସମ୍ପଦ ଲୁଟୁଥିବା ଚାଇନାକୁ ଅଲଟିମେଟମ ମିଳିଛି। ଚାଇନାକୁ ଚେତାବନୀ ଦିଆଯାଇଛି କି ୯୦ ଦିନ ମଧ୍ୟରେ ଯଦି ସେ ବେଲୁଚିସ୍ତାନରୁ ନ ବାହାରେ ତେବେ ଏହାର ମୁଖ୍ୟ ସ୍ଥାନ ଉପରେ ଆକ୍ରମଣ ପାଇଁ ପ୍ରସ୍ତୁତ ରହୁ। ଚାଇନାକୁ ଧମକ ଦେଉଥିବା ବ୍ୟକ୍ତି ଆଉ କହେି ନୁହେଁ ବରଂ ବାଲୁଚ ଲିବରେସନ ଆର୍ମି (ବିଏଲଏ)। ରବିବାର ବିଏଲଏ ଚାଇନା ନାଗରିକଙ୍କ ଉପରେ ଆକ୍ରମଣ କରିଥିଲା।
ବେଲୁଚିସ୍ତାନର ଗ୍ବାଦାର ବନ୍ଦରକୁ ଯାଉଥିବା ୨୩ଜଣ ଚାଇନା ନାଗରିକଙ୍କ ଏକ କନଭେ ଉପରେ ବିଏଲଏ ଆକ୍ରମଣ କରିଥିଲା। ଚାଇନାର ଇଞ୍ଜିନିୟରମାନଙ୍କ କନଭେରେ ତିନୋଟି ଏସୟୁଭି କାର ଏବଂ ଏକ ଭ୍ୟାନ ଅନ୍ତର୍ଭୁକ୍ତ ଥିଲା। ବିଏଲଏର ମାଜିଦ ବ୍ରିଗେ ର ଦୁଇ ଯୋଦ୍ଧା କନଭେ ଉପରେ ଗୁଳି ଚଳାଇଥିଲେ। ଏହି ଆକ୍ରମଣରେ ଚାରି ଜଣ ଚାଇନା ନାଗରିକଙ୍କ ସମେତ ୧୩ଜଣଙ୍କର ମତ୍ୟୁ ହୋଇଥିବା ବିଏଲଏ ଦାବି କରିଛି। ଚାଇନା ମଧ୍ୟ ଆକ୍ରମଣ ମାମଲାକୁ ଗ୍ରହଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?