Posted inଜାତୀୟ

କଳା-ହଳଦିଆ ଟ୍ୟାକ୍ସି ମୁମ୍ବାଇ ରୋଡରୁ ହଟିବ, ୬୦ ବର୍ଷର ଇତିହାସ ହେବ ଶେଷ…

ମୁମ୍ବାଇ,୨୮।୧୦ : ଦଶନ୍ଧି ଧରି, ମୁମ୍ବାଇ ସହରର ରାସ୍ତାରେ ‘ପ୍ରିମିୟର ପଦ୍ମିନୀ’ ଟ୍ୟାକ୍ସି ପରିବହନ ସେବାରେ ଗୁରୁତ୍ୱପୂର୍ଣ୍ଣ ସେବା ପ୍ରଦାନ କରିଥିଲା। ଜନସାଧାରଣ ପରିବହନକାରୀ, ଏହି ଟ୍ୟାକ୍ସିକୁ କଳ-ହଳଦିଆ(କାଲି-ପିଲି) କୁହାଯାଇଥାଏ।

ନୂତନ ମଡେଲ ଏବଂ ଆପ ଆଧାରିତ କ୍ୟାବ ସେବା ଆଗରେ ଏହି କଳା-ହଳଦିଆ ଟ୍ୟାକ୍ସିଗୁଡ଼ିକ ବର୍ତ୍ତମାନ ମୁମ୍ବାଇର ରାସ୍ତାରୁ ହଟାଇ ଦିଆଯିବ।
ପରିବହନ ବିଭାଗର ଜଣେ ଅଧିକାରୀ କହିଛନ୍ତି ପ୍ରିମିୟର ପଦ୍ମିନୀ ୨୯ ଅକ୍ଟୋବର ୨୦୦୩ରେ ମୁମ୍ବାଇର ତାରଡେଓ ଆରଟିଓରେ କଳା-ହଳଦିଆ ଟ୍ୟାକ୍ସି ଭାବରେ ପଞ୍ଜୀକୃତ ହୋଇଥିଲା। ସହରରେ କ୍ୟାବଗୁଡ଼ିକର ବୟସ ସୀମା ୨୦ ବର୍ଷ, ମୁମ୍ବାଇରେ ସୋମବାର ଠାରୁ ପ୍ରିମିୟର ପଦ୍ମିନୀ ଟ୍ୟାକ୍ସି ଆଉ ରହିବ ନାହିଁ।

ମୁମ୍ବାଇରେ ବର୍ତ୍ତମାନ ୪୦ ହଜାରରୁ ଅଧିକ କଳା-ହଳଦିଆ କ୍ୟାବ ଅଛି, ଯଦିଓ, ୯୦ ଦଶକର ଶେଷ ଭାଗରେ, ଏହାର ସଂଖ୍ୟା ପ୍ରାୟ ୬୩ ହଜାର ଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri