ଜୀବନ ହାରିଲା କଳାଭାଲୁ ମୋତି

ବାରଙ୍ଗ,୨୩।୧୦(ଡି.ଏନ୍‌.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷକ ହିମାଳୟ ଅଣ୍ଡିରା କଳାଭାଲୁ ମୋତିର ଶନିବାର ମୃତ୍ୟୁ ଘଟିଛି। ୧୬ବି ଏନକ୍ଲୋଜରରେ ରହୁଥିବା ମୋତି ୨୦ବର୍ଷର ହୋଇଥିଲା। ୧୩ ସେପ୍ଟେମ୍ବର ୨୦୧୩ରେ ରାଞ୍ଚି ପ୍ରାଣୀ ଉଦ୍ୟାନରୁ ମୋତିକୁ ନନ୍ଦନକାନନ ଅଣାଯାଇଥିଲା। ଚଳିତବର୍ଷ ସେପ୍ଟେମ୍ବର ୫ ପରେ ସେ ଅସୁସ୍ଥ ହେବା ଜଣାପଡ଼ିଥିଲା। କ୍ରମଶଃ ଆଖିକୁ ଦେଖା ନ ଯିବା ସହ ବାର୍ଦ୍ଧକ୍ୟ ଗ୍ରାସ କରିଥିଲା। ଚିକିତ୍ସା ସତ୍ତ୍ୱେ ସ୍ବାସ୍ଥ୍ୟରେ ସୁଧାର ନ ଆସିବାରୁ ଅକ୍ଟୋବର ୫ରେ ସ୍ବାସ୍ଥ୍ୟ କମିଟିର ସଦସ୍ୟମାନେ ଆସି ମୋତିର ପରୀକ୍ଷା ନିରୀକ୍ଷା କରି ଫେରିଥିଲେ। ପରେ ଶନିବାର ସକାଳେ ମୋତି ମରିପଡ଼ିଥିବାର କର୍ମଚାରୀମାନେ ଦେଖିବାକୁ ପାଇଥିଲେ। ମୋତିର ମୃତ୍ୟୁ ପରେ କଳାଭାଲୁଙ୍କ ସଂଖ୍ୟା ହ୍ରାସ ପାଇ ୫ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋକ ଲାଗି କାଜୁଗଛର ବଉଳ, ପତ୍ର ନଷ୍ଟ : ଦୁର୍ଦ୍ଦିନରେ ୬୫୦ ଆଦିବାସୀ ପରିବାର, ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କଲେ

ଛତ୍ରପୁର, ୨୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ କାଳିମେଘି, ଚନ୍ଦନପୁର ଓ ଘୋଡ଼ାପଡା ପଞ୍ଚାୟତର ୧୯ ଖଣ୍ଡ ଆଦିବାସୀ ଗାଁର ୬୫୦ ପରିବାର ଏବେ ଦୁର୍ଦ୍ଦିନରେ...

ଉବ୍ଦିଦ ବିଜ୍ଞାନ ସମ୍ମାନରେ ପ୍ରୀତିସୁଧା ଟପ୍ପର

ରୂପ୍‌ସା, ୧୩।୬(ଡି.ଏନ.ଏ.)-ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଉବ୍ଦିଦ ବିଜ୍ଞାନ ସମ୍ମାନରେ ଚଳିତବର୍ଷ ଛାତ୍ରୀ ପ୍ରୀତିସୁଧା ମହାପାତ୍ର ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି ା ବାଲେଶ୍ୱର ଜିଲା...

୧୪ ଜିଲାରେ କାର୍ଯ୍ୟକାରୀ ହେବ ପେସା ରୁଲ୍‌: ୨୦୬୮ ପଞ୍ଚାୟତ ହାତରୁ ଯିବ କ୍ଷମତା, ସବୁ ଆଦିବାସୀ ଗ୍ରାମରେ ଗଠନ ହେବ ପରିଷଦ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ଆଦିବାସୀ ଗ୍ରାମକୁ ମିଳିବ କ୍ଷମତା। ସାମାଜିକ, ସାଂସ୍କୃତିକ, ଅର୍ଥନୈତିକ ବିକାଶ ଗ୍ରାମ ପରିଷଦ(କାଉନ୍‌ସିଲ) ହାତରେ ରହିବ। ସେମାନଙ୍କ ଜୀବନଜୀବିକା, ପରମ୍ପରା ଓ କୌଳିକ ବୃତ୍ତିରେ...

ପାନ, ଗୁଟ୍‌ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା

ପୁରୀ ଅଫିସ, ୩୦।୭: ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ...

‘କୋର୍ଟଙ୍କ ନିଷ୍ପତ୍ତି ଆମେ ମାନିବୁ’

ବ୍ରହ୍ମପୁର ଅଫିସ,୨୬ା୧୧: ନ୍ୟାୟ ଗୁହାରି କରି ବ୍ରହ୍ମାନଗରଠାରେ ଶ୍ୱଶୁର ଘର ଆଗରେ ଧାରଣା ଜାରି ରଖିଛନ୍ତି ବୋହୂ ତପସ୍ବିନୀ ଦାଶ। ତପସ୍ବିନୀ ଭାରପ୍ରାପ୍ତ ସମାଜ ମଙ୍ଗଳ...

କରେଣ୍ଟ ଲାଗି ବସ୍‌ ଦୁର୍ଘଟଣା ପ୍ରସଙ୍ଗ: ୪ ଯନ୍ତ୍ରୀ ନିଲମ୍ବିତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଗଞ୍ଜାମ ଜିଲା ଗୋଳନ୍ଥରା ବସ ଟ୍ରାଜେଡି ଯୋଗୁ ୧୦ ଜଣ ଆଖି ବୁଜି ସାରିଥିବା ବେଳେ ୨୨ ଜଣ ଆହତ ଏବେ ମେଡିକାଲରେ ଚିକିତ୍ସାଧୀନ...

ଜୁନ୍‌ ୩୦ ଯାଏ ବଢ଼ିଲା ଡ୍ରାଇଭିଂ ଲାଇସେନ୍ସ, ଗାଡ଼ି ପଞ୍ଜୀକରଣ ଅବଧି

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ଯାନବାହନଗୁଡ଼ିକର ଲାଇସେନ୍ସ, ଫିଟ୍‌ନେସ, ପଞ୍ଜୀକରଣ ଓ ଅନ୍ୟାନ୍ୟ କାଗଜପତ୍ରର ଅବଧିକୁ ଆସନ୍ତା ଜୁନ୍‌ ୩୦ ତାରିଖ ଯାଏ ବୃଦ୍ଧି କରାଯାଇଛି। ଫେବୃୟାରୀ ଶେଷ...

୭ ଜିଲାରେ ଝଡ଼ବର୍ଷା: ୧୬ରୁ ବଢ଼ିପାରେ ତାତି

ଭୁବନେଶ୍ୱର,୧ ୨।୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମର ପ୍ରଭାବ ନାହିଁ। ଅଧିକାଂଶ ସ୍ଥାନରେ ପାରଦ ୩୫ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଏପରି କି କେତେକ ସ୍ଥାନରେ...

Advertisement
Archives

Model This Week