ଜୀବନ ହାରିଲା କଳାଭାଲୁ ମୋତି

ବାରଙ୍ଗ,୨୩।୧୦(ଡି.ଏନ୍‌.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷକ ହିମାଳୟ ଅଣ୍ଡିରା କଳାଭାଲୁ ମୋତିର ଶନିବାର ମୃତ୍ୟୁ ଘଟିଛି। ୧୬ବି ଏନକ୍ଲୋଜରରେ ରହୁଥିବା ମୋତି ୨୦ବର୍ଷର ହୋଇଥିଲା। ୧୩ ସେପ୍ଟେମ୍ବର ୨୦୧୩ରେ ରାଞ୍ଚି ପ୍ରାଣୀ ଉଦ୍ୟାନରୁ ମୋତିକୁ ନନ୍ଦନକାନନ ଅଣାଯାଇଥିଲା। ଚଳିତବର୍ଷ ସେପ୍ଟେମ୍ବର ୫ ପରେ ସେ ଅସୁସ୍ଥ ହେବା ଜଣାପଡ଼ିଥିଲା। କ୍ରମଶଃ ଆଖିକୁ ଦେଖା ନ ଯିବା ସହ ବାର୍ଦ୍ଧକ୍ୟ ଗ୍ରାସ କରିଥିଲା। ଚିକିତ୍ସା ସତ୍ତ୍ୱେ ସ୍ବାସ୍ଥ୍ୟରେ ସୁଧାର ନ ଆସିବାରୁ ଅକ୍ଟୋବର ୫ରେ ସ୍ବାସ୍ଥ୍ୟ କମିଟିର ସଦସ୍ୟମାନେ ଆସି ମୋତିର ପରୀକ୍ଷା ନିରୀକ୍ଷା କରି ଫେରିଥିଲେ। ପରେ ଶନିବାର ସକାଳେ ମୋତି ମରିପଡ଼ିଥିବାର କର୍ମଚାରୀମାନେ ଦେଖିବାକୁ ପାଇଥିଲେ। ମୋତିର ମୃତ୍ୟୁ ପରେ କଳାଭାଲୁଙ୍କ ସଂଖ୍ୟା ହ୍ରାସ ପାଇ ୫ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାମନଗର ଉପନିର୍ବାଚନ: ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଭଦ୍ରକ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଜାରି ହୋଇଥିବା...

ପ୍ରାଥମିକ ବିଦ୍ୟାଳୟ ପରିସରରେ ରହିବ ଅଙ୍ଗନଓ୍ବାଡି କେନ୍ଦ୍ର

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ରାଜ୍ୟର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକ ପ୍ରତିଷ୍ଠା ହେବ। ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା...

ତୀବ୍ର ଅବପାତର ପ୍ରଭାବ: ଦକ୍ଷିଣ, ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷୁଛି

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ମଙ୍ଗଳବାର ସକାଳେ କାକିନାଡ଼ା ନିକଟରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିଛି । ଏହାର...

ପ୍ରାକୃତିକ ବାଲୁକା ସ୍ତୂପ ଉପରେ ମାଫିଆଙ୍କ ଦୃଷ୍ଟି

କୁଜଙ୍ଗ, ୧୬ା୫(ଡି.ଏନ୍‌.ଏ.): ଏରସମା ତହସିଲ ଅନ୍ତର୍ଗତ ଅଭୟଚାନ୍ଦପୁର ମୌଜା ଭୋଷ୍କାଲିସ ପଏଣ୍ଟ ସମୁଦ୍ରକୂଳ ପ୍ରାକୃତିକ ବାଲୁକା ସ୍ତୂପ ଉପରେ ବାଲି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି।...

ବିଜେଡି: ୩୦ରୁ ୩୦

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ଭାଜନ ହୋଇ ଦୀର୍ଘ ୨୨ବର୍ଷ ଧରି ଶାସନ କରି ଆସୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ପଞ୍ଚାୟତ ନିର୍ବାଚନରେ...

ଖଣ୍ଡଗିରି ଯାତ୍ରାରେ ପୁଣି ଅଶ୍ଳୀଳ ନୃତ୍ୟ

ଭୁବନେଶ୍ୱର, ୮ା୨(ବ୍ୟୁରୋ): କଟକଣା ସତ୍ତ୍ୱେ ଚଳିତବର୍ଷ ଖଣ୍ଡଗିରି କୁମ୍ଭମେଳା ଯାତ୍ରା ମଞ୍ଚରେ ପୁଣି ପରିବେଷଣ ହୋଇଛି ଅଶ୍ଳୀଳ ନୃତ୍ୟ। ଏଭଳି ନୃତ୍ୟ ପ୍ରଦର୍ଶନକୁ ନେଇ ବିବାଦ...

ଓଡ଼ିଆ ରଙ୍ଗମଞ୍ଚକୁ ମହିଳାଙ୍କ ପ୍ରବେଶ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ସମୟର ପରିବର୍ତ୍ତନ ସତ୍ତ୍ୱେ ଆମ ସଂସ୍କୃତିର ମୌଳିକତାକୁ ଅକ୍ଷୁଣ୍ଣ ରଖିବା ଏକ ବଡ଼ ଆହ୍ବାନ। ସଂସ୍କୃତିର ସୁରକ୍ଷା, ବିକାଶ ଏବଂ ସାମଗ୍ରିକ ଅଭିବୃଦ୍ଧି ପାଇଁ...

ପ୍ରାର୍ଥୀଙ୍କ ଖର୍ଚ୍ଚ ସୀମା ଧାର୍ଯ୍ୟ

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ପୌର ନିର୍ବାଚନ ଲାଗି ତାରିଖ ଘୋଷଣା କରାଯିବା ପରେ ଏହାକୁ ନେଇ ଆନୁଷଙ୍ଗିକ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନରେ ମାତ୍ରାଧିକ ଖର୍ଚ୍ଚ ଏଡ଼ାଇବାକୁ...

Advertisement
Archives

Model This Week