Posted inଫୁରସତ

ଏହି ସେଓକୁ କୁହାଯାଏ ‘ବ୍ଲାକ୍‌ ଡାଏମଣ୍ଡ’; ଗୋଟିଏର ଦାମ୍‌ ୫୦୦ ଟଙ୍କା…!

ଦୁନିଆରେ ଏପରି ସ୍ଥାନ ରହିଛି ଯେଉଁଠାରେ କଳା ସେଓ ଚାଷ କରାଯାଇଥାଏ। ଏଠାରେ ଗୋଟିଏ ସେଓର ମୂଲ୍ୟ ପ୍ରାୟ ୫୦୦ ଟଙ୍କା ହୋଇଥାଏ। ମହଙ୍ଗା ବୋଲି ଏହି ସେଓକୁ ‘ବ୍ଲାକ୍‌ ଡାଏମଣ୍ଡ’ ବୋଲି କୁହାଯାଏ। ତିବ୍ବତର ପାହାଡ ଉପରେ ଏହି ସେଓର ଚାଷ କରାଯାଏ।

ତିବ୍ବତର ସ୍ଥାନୀୟ ଭାଷାରେ ଏହି ସେଓକୁ ‘ନିୟୁ’ ବୋଲି କୁହାଯାଏ। ପାହାଡ ଉପରେ ଥିବା ଯୋଗୁ ସୂର୍ଯ୍ୟଙ୍କ କିରଣ ଫଳ ଏବଂ ଫସଲ ଉପରେ ପଡ଼ିଥାଏ। ଏଥିଯୋଗୁ ସେଓର ରଙ୍ଗ କଳା ହୋଇଥାଏ। ହେଲେ ଦେଖିବାକୁ ଭିନ୍ନ ଏବଂ ସୁନ୍ଦର ହୋଇଥିବା ଯୋଗୁ ଲୋକମାନଙ୍କ ଦୃଷ୍ଟି ଆକର୍ଷଣ କରିଥାଏ। ଏହି ସେଓର ରଙ୍ଗ ବାଇଗଣୀ ବି ହୋଇଯାଏ।

ବୈଜ୍ଞାନିକଙ୍କ ମୁତାବକ, ଏହି ସେଓର ଗଛରେ ଫଳ ହେବା ପାଇଁ ୮ ବର୍ଷ ସମୟ ଲାଗେ। ସାଧାରଣ ସେଓ ତୁଳନାରେ ଏହାର ଉତ୍ପାଦନ ମଧ୍ୟ କମ୍‌ ହୋଇଥାଏ। ଏପରିକି ଏହି ସେଓର ସମୟସୀମା ମାତ୍ର ୨ ମାସର ରହିଥାଏ। ୨୦୧୫ରେ ତିବ୍ବତରରେ ଏହାର ଚାଷ ଆରମ୍ଭ ହୋଇଥିଲା। କୁହାଯାଏ ଯେ ଏହି ସେଓ ବହୁତ ମିଠା ଏବଂ ସ୍ବାଦିଷ୍ଟ ହୋଇଥାଏ। ହେଲେ ସ୍ବାସ୍ଥ୍ୟ ପାଇଁ ଲାଲ ସେଓ ଭଳି ଲାଭଦାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କାନଝରୀ ଡ୍ୟାମରୁ ଛଡାଗଲା ପ୍ରଥମ ବନ୍ୟାଜଳ

କେନ୍ଦୁଝର,୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ କାନଝରୀ ଡ୍ୟାମ୍‌ର ଜଳସ୍ତର ବୃଦ୍ଧି ପାଇବାରୁ ଶୁକ୍ରବାର ସନ୍ଧ୍ୟା ସାଢେ ୬ଟାରେ ଗୋଟିଏ ଗେଟ୍‌ ଖୋଲାଯାଇ ଚଳିତ…

IND vs ENG T20 : ଟସ୍‌ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍‌, ବୈଭବ କରିବେ ଓପନିଂ

ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍…

ଡାକ୍ତର ଆନ୍ଦୋଳନ: ଚିକିତ୍ସା ଅଭାବରୁ ପ୍ରସୂତିଙ୍କ ମୃତ୍ୟୁ

ଖଡ଼ିଆଳ,୪ା୭ (ସୁଜିତ କୁମାର ପ୍ରଧାନ)- ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ଠିକ୍‌ ସମୟରେ ଚିକିତ୍ସା ନ ପାଇ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ…

କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟିକଲେ ବିଚାରପତି

ଝରିଗାଁ,୪ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ କୋର୍ଟ ପରିସରରେ ଶନିବାର ୭୭ତମ ବନ ମହୋତ୍ସବ ସପ୍ତାହ ଅବସରରେ ଝରିଗାଁ କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି…

ବାହାଘର ଶୋଭାଯାତ୍ରାରେ ପୋଲିସ କନେଷ୍ଟବଳଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏକ ବିବାହ ଶୋଭାଯାତ୍ରା ରେ ଶୁକ୍ରବାର ମଧ୍ୟାହ୍ନରେ ଜଣେ କନଷ୍ଟେବଳ…

ବିଧାୟକଙ୍କ ନାଁରେ ଠକେଇ, ଥାନାରେ ଅଭିଯୋଗ…

ବାସୁଦେବପୁର,୪ା୭(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବିଧାୟକ ତଥା ବିରୋଧି ଦଳର ଉପନେତା ଅଶୋକ କୁମାର ଦାସଙ୍କ ଫୋନ ନମ୍ବରକୁ ସାଇବର ଠକ ହ୍ୟାକ କରି…

ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ଉପରେ କଟକଣା: ଭୋକ ଉପାସରେ ପରିବାର, କ୍ଷୋବ ପ୍ରକାଶ କରି…

ଛତ୍ରପୁର, ୪।୭ (ଦିଲ୍ଲୀପି ସାମଲ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଗାମୀ ଜୁଲାଇ ୫ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଲଘୁଚାପ ଜନିତ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri