ଓଡ଼ିଶାରୁ ବ୍ଲାକ୍‌ ଫଙ୍ଗସ୍‌ ନେଲାଣି ୨୦ ଜୀବନ

ଭୁବନେଶ୍ୱର,୫।୭: ରାଜ୍ୟରେ ୨୦ ଜଣ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ପ୍ରାଣ ହରାଇଛନ୍ତି। ୧୩୦ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ୧୬ ଜଣ ସୁସ୍ଥ ହୋଇ ଘରକୁ ଯାଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୬ଟି ଜିଲାରୁ ଏହି ରୋଗୀ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଓ ଖୋର୍ଦ୍ଧାରୁ ୨୧ଜଣ ଲେଖାଏ ଥିବା ବେଳେ ବାଲେଶ୍ୱରରୁ ୮, ଅନୁଗୋଳ ଓ କଟକରୁ ୭ ଜଣ ଲେଖାଏ ରୋଗୀ ଚିହ୍ନଟ ହୋଇଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୋମବାର ଏହି ସୂଚନା ଦେଇଛନ୍ତି।

ସେ ଆହୁରି କହିଛନ୍ତି, ରାଜ୍ୟରେ କାଁ ଭାଁ ବ୍ଲାକ୍‌ ଫଙ୍ଗସ ସାମଲା ଆସୁଛି। ରାଜ୍ୟରେ ବ୍ଲାକ୍‌ ଫଙ୍ଗସ୍‌ ମାମଲା ଏତେ ଭୟଙ୍କର ଅବସ୍ଥା ସୃଷ୍ଟି କରିନାହିଁ। ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କ ଚିକିତ୍ସା ପାଇଁ ସରକାର ପ୍ରସ୍ତୁତ ଥିବା କହିଛନ୍ତି।

ଅନ୍ୟପକ୍ଷେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୨ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି। ଯାହା ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ସୋମବାର ରାଜ୍ୟରେ ୨୮୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri