ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ: ଜୀବନ ବଞ୍ଚାଇବା ଲାଗି କଢ଼ାଗଲା ଆଖି…

ଯୋଧପୁୁର,୧୬।୫: କରୋନାରେ ମହାମାରୀ ସଂକ୍ରମଣ ସହିତ ଦେଶରେ ବ୍ଲାକ୍‌ ଫଙ୍ଗସ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଧୀରେଧୀରେ ବ୍ଲାକ୍‌ ଫଙ୍ଗସ୍‌ କାୟା ବିସ୍ତାର କରିବାରେ ଲାଗିଛି। ଜଣେ ମହିଳାଙ୍କ ଜୀବନ ବଞ୍ଚାଇବା ଲାଗି ବ୍ଲାକ୍‌ ଫଙ୍ଗସ୍‌ରେ ସଂକ୍ରମିତ ହୋଇଥିବା ଆଖିକୁ ଅପରେଶନ କରି କାଢ଼ି ନିଆଯାଇଛି। ରାଜସ୍ଥାନରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଯୋଧପୁରର ଏମ୍‌ଡିଏମ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣେ ମହିଳାଙ୍କ ଆଖିରେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ହେବାରୁ ବାଧ୍ୟ ହୋଇ ଏଭଳି କରାଯାଇଛି। ଏପରି କରାଯାଇ ନ ଥିଲେ ମହିଳାଙ୍କ ମୃତ୍ୟୁ ଘଟିଥାନ୍ତା ବୋଲି ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ମହିଳାଙ୍କ ଜୀବନର ବଞ୍ଚିଗଲା, ମାତ୍ର ସେ ସବୁଦିନ ପାଇଁ ଦୃଷ୍ଟି ଶକ୍ତି ହରାଇ ବସିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ପୀଡ଼ିତା ସ୍ତ୍ରୀ ଭାବେ ଅଭିଯୁକ୍ତଙ୍କ ସହିତ ବାସ କରି ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି, ପୋକ୍ସୋ ମାମଲାକୁ ଖାରଜ କଲେ କୋର୍ଟ …

ଶିଲଂ, ୨୭।୩ : ନିକଟରେ ମେଘାଳୟ ହାଇକୋର୍ଟ ଜଣେ ବ୍ୟକ୍ତିଙ୍କ ବିରୋଧରେ ପଞ୍ଜିକୃତ ହୋଇଥିବା ଯୌନ ନିର୍ଯାତନା ଆଇନ ୨୦୧୨ ଶିଶୁଙ୍କ ସୁରକ୍ଷା ଏବଂ ଅପରାଧିକ...

୫ ବର୍ଷରେ ବଦଳିଛି ୟୁପିର ପରିଚୟ : ମୋଦି

ଲକ୍ଷ୍ନୌ,୧୦।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଉତ୍ତରପ୍ରଦେଶରେ ଗ୍ଲୋବାଲ ଶିଖର ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ଶିଖର...

ଦେଶରେ ବିଫଳ ହେଲା ଲକ୍‌ଡାଉନ: ରାହୁଲ

ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ଭାଇରସ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ଏହାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି।...

କ୍ଷମା ମାଗିଲେ ନଓ୍ବାବ

ମୁମ୍ବାଇ, ୧୦ା୧୨: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଆଞ୍ଚଳିକ ନିର୍ଦ୍ଦେଶକ ସମୀର ଓ୍ବାଙ୍ଖଡେଙ୍କ ବିରୋଧରେ ମନ୍ତବ୍ୟ ଦେଇଥିବାରୁ ଏନ୍‌ସିବି ନେତା ତଥା ମହାରାଷ୍ଟ୍ର ମନ୍ତ୍ରୀ ନଓ୍ବାବ...

ଲମ୍ବା ନାକ ରେକର୍ଡଧାରୀଙ୍କ ମୃତ୍ୟୁ

ଅଙ୍କାରା: ଲମ୍ବା ନାକ ପାଇଁ ଗିନିଜ୍‌ ବୁକ୍‌ ଅଫ୍‌ ୱାଲର୍‌ଡ ରେକର୍ଡ କରିଥିବା ମେହମେତ୍‌ ଓଜୁରେକ୍‌ (୭୫)ଙ୍କ ନିକଟରେ ମୃତ୍ୟୁ ହୋଇଛି। ସେ ଏଥିପାଇଁ ୨୦୦୧,...

ଫେକ୍‌ ଟିଆର୍‌ପି ସ୍କାମ୍‌ର ପର୍ଦ୍ଦାଫାଶ: ୪ ଗିରଫ, ସ୍କାନରରେ ରିପବ୍ଲିକ୍‌ ଟିଭି

ମୁମ୍ବାଇ, ୮ା୧୦-ମୁମ୍ବାଇ ପୋଲିସ ଗୁରୁବାର ଏକ ବଡ଼ଧରଣର ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ଉକ୍ତ ର଼୍ୟାକେଟ ଜାଲିଆତି କରି ରିପବ୍ଲିକ୍‌ ଟିଭି ସମେତ ଆଉ କେତେକ ଟିଭି...

୨୭ ରାଜ୍ୟରେ ଓମିକ୍ରନ୍‌…

ନୂଆଦିଲ୍ଲୀ, ୮।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ...

ମାତ୍ର ୧୮୧ ଖଣ୍ଡ ଭୋଟରେ ହାରିଗଲେ ପ୍ରାର୍ଥୀ

ଲକ୍ଷ୍ମୌ, ୨୪।୫: ରାଜନୀତିରେ ବିଜୟ-ପରାଜୟ ତ ଲାଗିରହିଛି, କିନ୍ତୁ ଯଦି ଅଳ୍ପ ବ୍ୟବଧାନରେ ପରାଜୟ ଭୋଗିବାକୁ ପଡେ ତେବେ ମନ କଷ୍ଟ ହେବ ନିଶ୍ଚୟ। ସେମିତି...

Advertisement
Archives

Model This Week