ବ୍ଲାକ୍‌ ଫଙ୍ଗସ୍‌: ସରକାରଙ୍କୁ ଔଷଧ ଚିନ୍ତା

ନୂଆଦିଲ୍ଲୀ, ୧୩।୫: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଏବେ ବିଭିନ୍ନ ରାଜ୍ୟରେ ବିରଳ ମ୍ୟୁକୋରମାଇକୋସିସ୍‌ ବା ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଚିନ୍ତା ବଢ଼ାଇ ଦେଇଛି। ଏହି ଫଙ୍ଗସ୍‌ ଆଖି, ସାଇନସସ୍‌, ମସ୍ତିଷ୍କ, ଫୁସ୍‌ଫୁସ୍‌କୁ ସଂକ୍ରମଣ କରି ନଷ୍ଟ କରିଦେବା ସହ ଜୀବନ ପ୍ରତି ବିପଦ ସୃଷ୍ଟି କରିଛି। ମ୍ୟୁକୋର୍‌ମାଇକୋସିସ୍‌ ଚିକିତ୍ସା ନିମନ୍ତେ ଆଣ୍ଟିଫୁଙ୍ଗାଲ୍‌ ଔଷଧ ଉତ୍ପାଦନ ବଢ଼ାଇବା ଲାଗି ସରକାର ବିଭିନ୍ନ ଡ୍ରଗ୍‌ ପ୍ରସ୍ତୁତକାରୀ କମ୍ପାନୀ ସହ ଆଲୋଚନା ଚଳାଇଥିବା ରସାୟନ ଓ ସାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବିଶେଷକରି କରୋନାରୁ ଆରୋଗ୍ୟ ହୋଇଥିବା ଲୋକଙ୍କଠାରେ ଏଭଳି ବିରଳ ସଂକ୍ରମଣ ଦେଖାଯାଉଛି। ଏହାର ଚିକିତ୍ସା ପାଇଁ ଡାକ୍ତରମାନେ ଆମ୍ଫୋଟେରିସିନ୍‌ ବି ନାମକ ଔଷଧ ଲେଖିଥିବାରୁ ଏହାର ଚାହିଦା ବଢ଼ିଯାଇଛି। ଚାହିଦା ପୂରଣ ପାଇଁ ଘରୋଇ ଉତ୍ପାଦନ ବଢ଼ା ନ ଗଲେ ବିଦେଶରୁ ଆମଦାନି କରିବାକୁ ପଡ଼ିବ। କମ୍ପାନୀଗୁଡ଼ିକ ପାଖରେ ଥିବା ଗଚ୍ଛିତ ଔଷଧର ସମୀକ୍ଷା କରିବା ପରେ ଫାର୍ମା ବିଭାଗ ମଙ୍ଗଳବାର ଏହାକୁ ବିଭିନ୍ନ ରାଜ୍ୟକୁ ଆବଶ୍ୟକତା ଅନୁଯାୟୀ ଆବଣ୍ଟନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଆପ୍‌ ମାଧ୍ୟମରେ ଅଧିକାଂଶ ଲୋକେ ଖୋଜୁଛନ୍ତି ବେଡ୍‌

ନୂଆଦିଲ୍ଲୀ,୪।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ହେଲେ ଚିକିତ୍ସା ପାଇଁ ହସ୍ପିଟାଲରେ ବେଡ୍‌ର ଅଭାବ ଥିବା ଅଭିଯୋଗ ଆସିବା...

ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ଏଜାଜ ଖାଁ କରୋନା ପଜିଟିଭ୍‌

ମୁମ୍ବାଇ,୫।୪: ସାରା ଦେଶରେ ପୁଣି ଥରେ କରୋନା କାୟା ବିସ୍ତାର କରିଚାଲିଛି। କରୋନାର ଦ୍ୱିତୀୟ ଲହର ଭୟାବହ ରୂପ ଧାରଣ କରିବାରେ ଲାଗିଛି। ଏହି ନୂଆ...

ଚରଣ ସ୍ପର୍ଶ କରିବାକୁ ଆସୁଥିବା ମହିଳାଙ୍କ ସମ୍ମାନରେ ନିଜେ ନଇଁ ପଡ଼ିଲେ ମୋଦି

ବେଙ୍ଗାଲୁରୁ,୩।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଗସ୍ତରେ କର୍ନାଟକ ଯାଇଛନ୍ତି। ଏହି ଅବସରରେ ସ୍ଥାନୀୟ ତୁମାକୁର୍‌ରେ ସାଧାରଣ ସଭାରେ ମଞ୍ଚ ଉପରେ ଜଣେ ମହିଳା...

ସ୍ତ୍ରୀଙ୍କୁ କରୋନା ହୋଇଥିବା ଶୁଣି ଜୀବନ ହାରିଲେ ସ୍ବାମୀ

ମୁଜାଫରପୁର, ୧୧।୮: ସ୍ତ୍ରୀ କରୋନା ଆକ୍ରାନ୍ତ ହୋଇଥିବା ଶୁଣିବା ପରେ ହାର୍ଟଆଟାର୍କରେ ପ୍ରାଣ ହରାଇଛନ୍ତି ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବିହାରର ଆନନ୍ଦପୁର...

ଏଠି ଦ୍ୱିତୀୟ ବିବାହ ଗ୍ରହଣଯୋଗ୍ୟ

ଭାରତରେ ଦ୍ୱିତୀୟ ବିବାହ ଆଇନ ସମ୍ମତ ନୁହେଁ। ପ୍ରଥମ ସ୍ତ୍ରୀ ଥିବା ପର୍ଯ୍ୟନ୍ତ ଜଣେ ଦ୍ୱିତୀୟ ବିବାହ କରିପାରିବେ ନାହିଁ। ହେଲେ ରାଜସ୍ଥାନ ବାଡମେର ଜିଲା...

ସବୁ ଗରିବଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଉ: ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି କହିଛନ୍ତି ଯେ, ସବୁ ଗରିବଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଉ। ଦିନକ...

ଫେରିଲେ ମୋଦି

ନୂଆଦିଲ୍ଲୀ,୨୬ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୪ ଦିନିଆ ଆମେରିକା ଗସ୍ତ ସାରି ନୂଆଦିଲ୍ଲୀ ଫେରି ଆସିଛନ୍ତି । ରବିବାର ସକାରେ ମୋଦିଙ୍କ ଏୟାର ଇଣ୍ଡିଆ...

ବିଗ୍‌ ବସ୍‌ ଫେମ୍‌ ସ୍ବାମୀ ଓମ୍‌ ଜୀଙ୍କ ମୁଣ୍ଡ କାଟ ପାଇଁ ୫୦ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କଲେ ଭିଏଚ୍‌ପି ନେତା

ଶାହାଜହାନପୁର,୧୭।୯: ଉତ୍ତର ପ୍ରଦେଶ ଶାହାଜହାନପୁର ଜିଲାର ବିଶ୍ୱ ହିନ୍ଦୁ ପରିଷଦ(ଭିଏଚ୍‌ପି) ସଚିବ ଏକ ବିବାଦୀୟ ବୟାନ ଦେଇଛନ୍ତି। ବିଗ୍‌ ବସ୍‌ ଫେମ୍‌ ତଥା ଆତ୍ମଘୋଷିତ ସ୍ବାମୀ...

Advertisement


Archives

Model This Week