Posted inଫୁରସତ

ବସ୍ତି ମଧ୍ୟରେ ରାତିରେ ବୁଲୁଛି କଳା ଚିତାବାଘ, ସିସିଟିଭିରେ କଏଦ

ଗ୍ବାଲିଅରର ଏକ ଧନୀ ବସ୍ତିରେ ରାତିରେ ଗୋଟିଏ କଳା ଚିତାବାଘ ଚଳପ୍ରଚଳ କରୁଥିବା ସିସିଟିଭିରେ କଏଦ ହୋଇଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ଖବର ପାଇ ବନବିଭାଗ କର୍ମଚାରୀ ପହଞ୍ଚି ବାଘ ଖୋଜିବା ଆରମ୍ଭ କରିଛନ୍ତି। ଭୂମିରେ ପଡ଼ିଥିବା ପାଦ ଚିହ୍ନରୁ ଏହା ଚିତାବାଘର ବୋଲି ଲୋକେ ଚିହ୍ନଟ କରିଥିଲେ। ପରେ ବନବିଭାଗକୁ ଖବର ଦେଇଥିଲେ।

ବନବିଭାଗ କର୍ମଚାରୀମାନେ ପହଞ୍ଚି ବାଘକୁ ଖୋଜିବାରେ ଲାଗିଛନ୍ତି। ତେବେ ଏହି ଚିତାଟି କଳା ରଙ୍ଗର ବୋଲି ସିସିଟିଭି ଫୁଟେଜ୍‌ରୁ ଜଣାପଡ଼ିଛି। ଲୋକଙ୍କର ଯେପରି କୌଣସି କ୍ଷତି ନ ଘଟିବ ସେନେଇ ବନବିଭାଗ ସଜାଗ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପାନ୍ତ ଗ୍ରାମରେ ପହଞ୍ଚିଲେ କଳାହାଣ୍ଡି ଜିଲାପାଳ, କନ୍ଦାଗୁଡା-କେନ୍ଦୁଗୁଡାର ହେବ ବିକାଶ

ଥୁଆମୂଳ ରାମପୁର, ୨୫।୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ଗ୍ରାମପଞ୍ଚାୟତ ଅଧୀନସ୍ଥ ପାହାଡ଼ ପର୍ବତ ଘେରା ଦୁର୍ଗମ ଅଞ୍ଚଳ କନ୍ଦାଗୁଡା,…

ନିର୍ବାଚନ ପୂର୍ବରୁ ଇରାନକୁ ନେଇ ନେତାନ୍ୟାହୁଙ୍କ ଚେତାବନୀ,’ପରମାଣୁ ବିପଦ…’

ନୂଆଦିଲ୍ଲୀ, ୨୫।୧୦: ଇରାନର ପରମାଣୁ ଅସ୍ତ୍ର ହାସଲ ଉଦ୍ୟମକୁ ଇସ୍ରାଏଲର ଅସ୍ତିତ୍ୱ ପ୍ରତି ବଡ଼ ବିପଦ ବୋଲି ଦର୍ଶାଇଛନ୍ତି ଲେଖକ ୟୁଭାଲ ବ୍ଲୁମବର୍ଗ । ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ…

ଧାର ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ: ଜେଲ ଗଲେ ବାପ-ପୁଅ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଏକ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମର ଜି. ଆପ୍ପା ରାଓ ଏବଂ ତାଙ୍କ ପୁଅ…

ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପାଟପୁର ପୋଲିସ, ଜେଲ୍ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଏକ ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି । ଛିନତାଇ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?