କଳା ପଲସର ଆତଙ୍କ: ଆଖିପିଛୁଳାକେ ବାଇକ୍‌ ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ

ପାଟଣା,୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣାରେ କଳା ପଲସରର ଆତଙ୍କ ଦେଖାଦେଇଛି। ପାଟଣାମୁଖ୍ୟାଳୟ ତହସିଲ ସାମ୍ନାରୁ ମଙ୍ଗଳବାର କଳା ପଲସରରେ ୨ ଦୁର୍ବୃତ୍ତ ଆସି ବାଇକ ଡିକି ଭାଙ୍ଗି ୪ ଲକ୍ଷ ଟଙ୍କା ଲୁଟିନେଇଛନ୍ତ। ସୂଚନା ଅନୁଯାୟୀ, ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ପୁଟୁଳିଆ ଗ୍ରାମର ଭକ୍ତବନ୍ଧୁ ମହାନ୍ତ ବ୍ୟାଙ୍କ ଅଫ ଇଣ୍ଡିଆରୁ ୪ ଲକ୍ଷ ଟଙ୍କା ଉଠାଇ ତହସିଲ ସମ୍ମୁଖରେ ଗାଡି ରଖିଥିଲେ। ପରେ ସେ ଜଣେ ଓକିଲଙ୍କ ପାଖରେ ଥିବାବେଳେ ଦୁଇ ଜଣ ଦୁର୍ବୁର୍ତ୍ତ ପୁଟୁଳିଆ ପଟୁ କଳା ରଙ୍ଗର ପଲସରରେ ଆସି ଆଖିପିଛୁଳାକେ ଡିକି ଭାଙ୍ଗି ୪ ଲକ୍ଷ ଟଙ୍କା ଲୁଟିନେଇଛନ୍ତି। ସେମାନଙ୍କୁ ଧରିବା ପାଇଁ ପାଟଣା ପୋଲିସ ବିଭିନ୍ନ ଜାଗାରେ ଛାନଭିନ ଜାରି ରଖିଛି। ଉକ୍ତ ୪ ଲକ୍ଷ ଟଙ୍କା ଜଣେ ଧାନ ମାଲିକଙ୍କର ଓ ସେ ମାଲିକଙ୍କ କର୍ମଚାରୀ ବୋଲି ଭକ୍ତବନ୍ଧୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?