ବ୍ଲାକ ଟି’ ବଢାଏ ଆୟୁଷ

ପାଣି ପରେ ସବୁଠାରୁ ଅଧିକ ପିଆଯାଉଥିବା ପାନୀୟ ହେଉଛି ଚା’। ପୃଥିବୀରେ ୩୦୦୦ ପ୍ରକାରର ଚା’ ଉପଲବ୍ଧ ଅଛି। ତେବେ କୁହାଯାଏ ଚା’ର ଆବିଷ୍କାର ଚାଇନାର ରାଜା ଶେନ ନଙ୍ଗ ଖୀ.ପୂ. ୨୩୭ରେ କରିଥିଲେ। ଥରେ ହଠାତ ଚା’ର କିଛି ପତ୍ର ରାଜାଙ୍କ ଗରମ ପାଣିରେ ପଡିଯାଇଥିଲା। ସେ ଯେତେବେଳେ ସେହି ଚା’ପତ୍ର ମିଶ୍ରିତ ଜଳ ପିଇଲେ ତାଙ୍କୁ ବହୁତ ଭଲ ଲାଗିଥିଲା। ସମ୍ଭବତଃ ଏହା ଥିଲା ପ୍ରଥମ ଚା’ ପିଆ। ପରେ ଧୀରେ ଧୀରେ ଏହାର ଲୋକପ୍ରିୟତା ବଢିଲା। ଆଉ ସାରା ପୃଥିବୀରେ ଏକ ପ୍ରିୟ ପାନୀୟଭାବେ ପରିଚିତ ହେଲା। ଏବେ ପ୍ରାୟ ସମସ୍ତେ ଚା’ ପିଉଛନ୍ତି। ତେଣୁ ଏହା ସ୍ବାସ୍ଥ୍ୟପକ୍ଷେ ଏହା କେତେ ଭଲ କେତେ ଖରାପ ତାକୁ ନେଇ ଅନେକ ଗବେଷଣା ବି ହୋଇଛି। ଆମେରିକୀୟ ନ୍ୟାଶନାଲ କ୍ୟାନ୍ସର ଇଷ୍ଟିଚ୍ୟୁଟ୍‌ର ବୈଜ୍ଞାନିକମାନେ ୧୪ ବର୍ଷ ଧରି ୫ ଲକ୍ଷ ଲୋକଙ୍କ ଉପରେ କରିଥିବା ଏକ ଗବେଷଣା କହେ ଚା’ ପିଉ ନ ଥିବା ଲୋକଙ୍କଠାରୁ ଯେଉଁମାନେ ଚା’ ପିଅନ୍ତି ତାଙ୍କର ବଞ୍ଚତ୍ବା ସମ୍ଭାବନା ଟିକେ ଅଧିକ। ହେଲେ ଭାରତୀୟଙ୍କ ପ୍ରିୟ କ୍ଷୀର ଚା’ରେ ଆୟୁଷ ବଢି ନଥାଏ ବରଂ ଆୟୁଷ ବଢିଥାଏ ବ୍ଲାକ୍‌ ଟି’ ପିଇଲେ। ଚାଇନା, ଜାପାନ ଯେଉଁଠି ଗ୍ରୀନ ଟି’ ଅଧିକ ପିଆଯାଏ, ସେଠାରେ ବି ଚା’କୁ ନେଇ ପୂର୍ବରୁ ଗବେଷଣା ହୋଇଛି। ସେ ଗବେଷଣା କହେ ବି ଚା’ରେ ସ୍ବାସ୍ଥ୍ୟବର୍ଦ୍ଧକ ଗୁଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେତୁଙ୍କ ସ୍ୱନକ୍ଷତ୍ରରେ ଗୋଚର: ୫ରାଶି ରୁହନ୍ତୁ ସତର୍କ! ଖରାପ ସମୟ ଆରମ୍ଭ; ପାଖରୁ ଚାଲିଯିବ ଟଙ୍କା…

ଜ୍ୟୋତିଷଙ୍କ ଅନୁସାରେ, କେତୁ ଗ୍ରହ ୩ ଅକ୍ଟୋବର ୨୦୨୬ରେ ମଘା ନକ୍ଷତ୍ରର ପ୍ରଥମ ପାଦକୁ ଚଳନ କରିବେ। କେତୁଙ୍କ ଏହି ପାଦ ନକ୍ଷତ୍ର ଚଳନ ଯୋଗୁଁ ଅନେକ…

କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ: ୩ ରାଶିଙ୍କୁ ଅଚାନକ ମିଳିବ ଟଙ୍କା! ଚାକିରିରେ ବଡ଼ ଅଫର୍‌

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ୯ଟି ଗ୍ରହ ମଧ୍ୟରୁ କିଛି ଶୁଭ ତ ଆଉ କିଛି ଅଶୁଭ ଗ୍ରହ ରହିଥାନ୍ତି। ଏଭଳି ସ୍ଥିତିରେ କେତୁଙ୍କ ଗଣନା ପାପୀ,…

ସୂର୍ଯ୍ୟଙ୍କ ସବୁଠୁ ବଡ଼ ଗୋଚର: ତୁଳା ସମେତ ଏହି ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ବଡ଼ ଅଫର୍‌

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବଳ, ପ୍ରତିଷ୍ଠା, ଅଧିକାର, ନେତୃତ୍ୱ ଏବଂ କ୍ୟାରିୟର ସମ୍ୱନ୍ଧିତ ଗ୍ରହ ଭାବେ ବିବେଚନା କରାଯାଏ। ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାଶି ପରିବର୍ତ୍ତନ…

ନବଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ନଜରରେ ୫ ରାଶି: ରବିବାରଠୁ ଭାଗ୍ୟରେ ଲାଗିବ ଲଟେରୀ, ଆୟ ସହିତ ବଢିବ…

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ନବଗ୍ରହଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ପ୍ରତିଷ୍ଠା, ନେତୃତ୍ୱ କ୍ଷମତା ଓ କର୍ମକ୍ଷେତ୍ରରେ ସଫଳତା ସହ ସୂର୍ଯ୍ୟଙ୍କୁ ଯୋଡ଼ି ଦେଖାଯାଏ। ତେଣୁ…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?