ସାଙ୍ଗ ହୋଇ ବୁଲୁଛନ୍ତି ମହାବଳ, କଳା ବାଘ, ଶିମିଳିପାଳ ଅଭୟାରଣ୍ୟରୁ ଆସିଲା ଏଭଳି ଦୃଶ୍ୟ

ଭୁବନେଶ୍ୱର,୨୪।୫: ସାଙ୍ଗ ହୋଇ ବୁଲୁଛନ୍ତି ମହାବଳ ଓ କଳା ବାଘ। ଶିମିଳିପାଳ ଅଭୟାରଣ୍ୟରେ ଏମିତି ଦୃଶ୍ୟ ସାମ୍ନାକୁ ଆସିଛି। ବନ ବିଭାଗ କ୍ୟାମେରାରେ ଟ୍ରାପ ହୋଇଛି ବିରଳ ଦୃଶ୍ୟ। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏନେଇ ସୂଚନା ଦେଇଛନ୍ତି ପିସିସିଏଫ୍‌ ସୁଶାନ୍ତ ନନ୍ଦ।

ଭିଡିଓରେ ଦୁଇ ପ୍ରଜାତିର ବାଘ କାନ୍ଧକୁ କାନ୍ଧ ମିଶାଇ ଚାଲିବାର ଦୃଶ୍ୟ ଦେଖିବାକୁ ମିଳୁଛି। ବାଘ ବଂଶ ବୃଦ୍ଧି ପାଇଁ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ଯୋଜନା କରୁଥିବା ବେଳେ ଏଭଳି ଦୁଇଟି ଖବରକୁ ନେଇ ବନ୍ୟଜନ୍ତୁ ପ୍ରେମୀମାନେ ଖୁସିବ୍ୟକ୍ତ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ହାପି ଲିଭିଂ ଫାଉଣ୍ଡେସନ ପକ୍ଷରୁ ସମ୍ବର୍ଦ୍ଧନା

ଭୁବନେଶ୍ୱର,୧୬।୬(ଶର୍ମିଷ୍ଠା ପାଣିଗ୍ରାହୀ): ଆଧ୍ୟାତ୍ମିକ ସ୍ତମ୍ଭକାର, ପ୍ରବକ୍ତା ତଥା ଅଗ୍ରଣୀ ଆଧ୍ୟାତ୍ମିକ ପତ୍ରିକା ‘ଦିବ୍ୟାଲୋକ ସନ୍ଧାନେ’ର ସମ୍ପାଦକ ଶ୍ରୀସନ୍ନ୍ୟାସୀ ଜୀଙ୍କୁ ସାମାଜିକ ସେବା ସଂଗଠନ ହାପି ଲିଭିଂ...

୫ ଦିନରେ ଲକ୍ଷେ ଲୋକଙ୍କୁ ଭେଟିସାରିଲେଣି ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬।୬: ଗତ ଜୁନ ୧୨ ତାରିଖରେ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲଗାତର ଭାବେ ସାଧାରଣ ଲୋକଙ୍କ ସହ ମିଶୁଛନ୍ତି।...

ଗୋଡ଼ ନ ଥିବା ଶିକ୍ଷକଙ୍କୁ ପାଣି ପିଆଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ପରେ ପ୍ରତିକ୍ରିୟା ମିଳିଲା ମିଳିଲା ଏମିତି

ଭୁବନେଶ୍ୱର, ୧୬।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ପ୍ରତ୍ୟେକ ଦିନ ଅନେକ ବ୍ୟକ୍ତି, ସଙ୍ଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ...

ଛୁଟିଦିନରେ ବି କାମ କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୧୬।୬(ସୁନିତ୍‌ ମିଶ୍ର): ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ସ୍ବାର୍ଥ ରକ୍ଷାକୁ ସର୍ବଦା ଗୁରୁତ୍ୱ ଦିଆଯିବ। ବାତ୍ୟା, ବର୍ଷା, ବନ୍ୟା ଏବଂ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା...

ଶ୍ରୀମନ୍ଦିର ଭିଡ଼କୁ ନେଇ ମୁହଁ ଖୋଲିଲେ ଆଇନ୍‌ ମନ୍ତ୍ରୀ: ସଫେଇ ଦେଇ କହିଲେ…

ଭୁବନେଶ୍ୱର, ୧୬।୬:ରାଜ୍ୟରେ ଭାଜପା ସରକାରକୁ ଆସିବା ପୂର୍ବରୁ ଅନେକ ପ୍ରତିଶ୍ରୁତି ଲୋକଙ୍କ ଆଗରେ ରଖିଥିଲା। ଯେପରିକି ଦଳ ରାଜ୍ୟରେ ସରକାର ଗଠନ କରିବାର କିଛି ସମୟ...

ଧୋକା ଦେଲା ମୌସୁମୀ: ଏହି ଦିନ ପର୍ଯ୍ୟନ୍ତ ଜାରି ରହିବ ଖରା

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଓଡ଼ିଶାକୁ ସାଧାରଣତଃ ୧୨ ରୁ ୧୪ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥାଏ।...

ଭଡାଘରୁ ମିଳିଲା ବରିଷ୍ଠ କିରାଣୀଙ୍କ ମୃତଦେହ

ରେଢାଖୋଲ,୧୬ା୬(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ନାକଟୀଦେଉଳ ତହସିଲ ଅଫିସର ବରିଷ୍ଠ କିରାଣୀ କ୍ଷିରୋଦ କୁମାର ବଳ(୫୦)ଙ୍କ ମୃତଦେହ ରେଢାଖୋଲ ଏନଏସି ୱାର୍ଡ ନଂ ୮ ଗଣେଷନଗରସ୍ଥିତ...

ସର୍ବାଧିକ ଆୟ କରୁଥିବା ପ୍ରଥମ ୫ ଷ୍ଟେଶନ ମଧ୍ୟରେ ଓଡ଼ିଶାର ୪ ଷ୍ଟେଶନ

ଭୁବନେଶ୍ୱର,୧୬।୬: ପୂର୍ବତଟ ରେଳପଥର ସର୍ବାଧିକ ଆୟ କରୁଥିବା ୨୦ଟି ଷ୍ଟେଶନ ତାଲିକାରେ ପ୍ରଥମ ୫ଟି ଷ୍ଟେଶନ ମଧ୍ୟରୁ ଓଡ଼ିଶାର ୪ଟି ଷ୍ଟେଶନ ସ୍ଥାନ ପାଇଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri