ପରାଜୟ ପାଇଁ ଫିଲ୍ଡିଂକୁ ଦାୟୀ କଲେ

ମୁମ୍ବାଇ,୧।୪: ୨୧୦ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିବା ପରେ ମଧ୍ୟ ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ଲକ୍ଷୌ ସୁପର ଜ୍ୟାଣ୍ଟସଠାରୁ ପରାସ୍ତ ହେବାକୁ ପଡ଼ିଛି। ଆଇପିଏଲ ଇତିହାସରେ ପ୍ରଥମ ଥର ପାଇଁ ପ୍ରାରମ୍ଭିକ ଦୁଇଟି ମ୍ୟାଚ୍‌ରେ ପରାସ୍ତ ହୋଇଛି ସିଏସ୍‌କେ। ତେବେ ପରାଜୟ ପାଇଁ ଦଳୀୟ ଫିଲ୍ଡିଂ ଏବଂ କାକରକୁ ଦାୟୀ କରିଛନ୍ତି ଚେନ୍ନାଇ ଅଧିନାୟକ ରବୀନ୍ଦ୍ର ଜାଡେଜା।

୨୧୧ ରନ୍‌ର ପିଛା କରୁଥିବା ଲକ୍ଷ୍ନୌ ପାଓ୍ବରପ୍ଲେରେ ଧୂଆଁଦାର ବ୍ୟାଟିଂ କରିଥିଲେ। ଅନ୍ୟପକ୍ଷରେ ପ୍ରଥମ ୧୦ ଓଭର ମଧ୍ୟରେ ଚେନ୍ନାଇର ଫିଲ୍ଡରମାନେ ଦୁଇଟି କ୍ୟାଚ୍‌ ହାତଛଡ଼ା କରିଥିଲେ। ମିଡ୍‌ଲ ଓଭରରେ ଡ୍ବେନ ବ୍ରାଭୋ ଏବଂ ଡ୍ବେନ ପ୍ରିଟୋରିଅସଙ୍କ ଭଲ ବୋଲିଂ ଯୋଗୁ ମ୍ୟାଚ୍‌କୁ ପ୍ରତ୍ୟାବର୍ତ୍ତନ କରିଥିଲା ସିଏସ୍‌କେ। କିନ୍ତୁ ଦଳ ପାଇଁ ଡେଥ୍‌ ଓଭରରେ ଅଲରାଉଣ୍ଡର ଶିବମ ଦୁବେ ଏବଂ ମୁକେଶ ଚୌଧୁରିଙ୍କ ବୋଲିଂ ପୂରା ଫେଲ ମାରିଥିଲେ।

ପରାଜୟ ପରେ ଜାଡେଜା ଦଳୀୟ ଫିଲ୍ଡିଂ ଏବଂ ପ୍ରବଳ କାକରକୁ ଦୀୟୀ କରିଛନ୍ତି। ମ୍ୟାଚ୍‌ ଜିତିବା ଲାଗି କ୍ୟାଚ୍‌ ଧରିବାକୁ ପଡ଼ିବ। ଅତ୍ୟଧିକ କାକର ଯୋଗୁ ବଲ ହାତରେ ରହୁ ନାହିଁ। ପରବର୍ତ୍ତୀ ଥର ଆମକୁ ଓଦା ବଲରେ ପ୍ରାକ୍ଟିସ କରିବାକୁ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?