୫୨ରେ ପହଞ୍ଚିଲା ଆତ୍ମଘାତୀ ବିସ୍ଫୋରଣ ମୃତ୍ୟୁସଂଖ୍ୟା

ଇସଲାମାବାଦ,୨୯ା୯: ଶୁକ୍ରବାର ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶର ଏକ ମସଜିଦ୍‌ ନିକଟରେ ହୋଇଥିବା ଶକ୍ତିଶାଳୀ ବୋମା ବିସ୍ଫୋରଣରେ ଅତି କମରେ ୫୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଇଦ୍‌ ଅବସରରେ ଏହି ବିସ୍ଫୋରଣ ଘଟିବା ପରେ ବହୁ ସଂଖ୍ୟାରେ ଲୋକ ମସଜିଦ୍‌ ବାହାରେ ଏକ ରାଲି ପାଇଁ ଏକାଠି ହୋଇଥିଲେ। ସ୍ଥାନୀୟ ଗଣମାଧ୍ୟମ ଖବରରୁ ଏହି ସୂଚନା ସାମ୍ନାକୁ ଆସିଛି।

ଏକ ରିପୋର୍ଟ ଅନୁଯାୟୀ ଏହି ବିସ୍ଫୋରଣ ମୁସ୍ତାଙ୍ଗ ଜିଲାରେ ଘଟିଛି। ଜଣେ ଅଧିକାରୀ କହିଛନ୍ତି, ଇଦ୍‌-ମିଲାଦ-ଉନ୍‌-ନବି ଅବସରରେ ଲୋକମାନେ ଏକାଠି ହୋଇଥିବା ବେଳେ ମସ୍‌ଜିଦ୍‌ ନିକଟରେ ଏହି ବିସ୍ଫୋରଣ ଘଟିଥିଲା। ମହମ୍ମଦଙ୍କ ଜନ୍ମଦିନରେ ଇଦ୍‌ ମିଲାଦ ଅନ୍‌ ନବି ପାଳନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri