ଆଫଗାନିସ୍ତାନରେ ବିସ୍ଫୋରଣ: ତାଲିବାନ ଗଭର୍ନର ନିହତ

କାବୁଲ,୯ା୩: ଆଫଗାନିସ୍ତାନରେ କିଛିଦିନ ହେବ ବୋମା ବିସ୍ଫୋରଣ ଖବର ସାମ୍ନାକୁ ଆସୁଛି। ଆଜି ଅର୍ଥାତ୍‌ ଗୁରୁବାର ବି ଆଫଗାନିସ୍ତାନରେ ପୁଣି ଥରେ ବୋମା ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ଆକ୍ରମଣରେ ଆଫଗାନିସ୍ତାନ ପ୍ରଦେଶର ତାଲିବାନ ଗଭର୍ନର  ନିହତ ହୋଇଛନ୍ତି। ପୋଲିସର ସୂଚନାନୁସାରେ, ଆକ୍ରମଣ ହେବା ମାତ୍ରେ ଗଭର୍ନରଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

ଚାକିରିରୁ ବିଦା ହେଲେ ମଞ୍ଚେଶ୍ୱର ଥାନା ASI

ଭୁବନେଶ୍ୱର,୧୮ା୬: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦…

ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

G7 ସମ୍ମିଳନୀରେ ମୋଦିଙ୍କୁ ନେଇ ଏମିତି କ’ଣ କହିଲେ ଟ୍ରମ୍ପ? ହସି ହସି ବେଦମ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୬: ଫ୍ରାନ୍ସର ଏଭିଆନଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦ୍ୱିପାକ୍ଷିକ ବୈଠକ ଅବସରରେ ଟ୍ରମ୍ପ…

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…

କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ

କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri