ବାରୁଦ କାରଖାନାରେ ବିସ୍ଫୋରଣ: ୪ ମୃତ, ୧୨ ଆହତ…

ମସ୍କୋ,୨୧।୬ : ରୁଷିଆର ବାରୁଦ କାରଖାନାରେ ବିସ୍ଫୋରଣରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଲୋକ ଆହତ ହୋଇଛନ୍ତି। ଅଧିକାରୀମାନେ ଏହି ସୂଚନା ପ୍ରଦାନ କରିଛନ୍ତି। ମସ୍କୋ ଦକ୍ଷିଣ-ପୂର୍ବରେ ଥିବା ତାମ୍ବୋଭ ଅଞ୍ଚଳରେ ଅବସ୍ଥିତ ଏହି ବାରୁଦ କାରଖାନାରେ ବିସ୍ଫୋରଣ ସମ୍ପର୍କରେ ଏକ ବିବୃତ୍ତି ଜାରି କରାଯାଇଛି। ବିସ୍ଫୋରଣ ସମୟରେ କର୍ମଚାରୀମାନେ କାରଖାନାରେ କାମ କରୁଥିଲେ ବୋଲି କହିଥିଲେ।

ରୁଷିଆର ନ୍ୟୁଜ ଏଜେନ୍ସି ଦ୍ୱାରା ପ୍ରକାଶିତ ବିବୃତ୍ତିରେ ଏହା କହିଛି। ମୃତକଙ୍କ ମଧ୍ୟରୁ ଅଧିକାଂଶ କଣ୍ଟ୍ରାକ୍ଟରର କର୍ମଚାରୀ। ଆତଙ୍କବାଦୀ ଆକ୍ରମଣକୁ ତାମ୍ବୋଭ ଗଭର୍ନର ମ୍ୟାକ୍ସିମ ୟେଗୋରୋଭ ଅସ୍ବୀକାର କରିଛନ୍ତି। ପ୍ରମୁଖ ଅପରାଧର ଯାଞ୍ଚ କରୁଥିବା ଅନୁସନ୍ଧାନ କମିଟି କହିଛି ସୁରକ୍ଷା ନିୟମ ଉଲ୍ଲଂଘନ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri