ଇସଲାମାବାଦରେ ପୁଣି ବିସ୍ଫୋରଣ: ଜଣେ ପୋଲିସ କର୍ମୀ ନିହତ

ଇସଲାମାବାଦ,୨୩ା୧୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆତ୍ମଘାତୀ ବିସ୍ଫୋରଣ ଘଟିଛି। ବୋମା ବିସ୍ଫୋରଣରେ ଜଣେ ପୋଲିସ କର୍ମୀ ନିହତ ହୋଇଥିବା ବେଳେ ଅନେକ ଲୋକଙ୍କର ମୃତ୍ୟୁ ହେବାର ଆଶଙ୍କା ରହିଛି। ବୋମା ବିସ୍ଫୋରଣ ପରେ ସୁରକ୍ଷା ବାହିନୀ ସମଗ୍ର ଅଞ୍ଚଳକୁ ଘେରି ରହିଛନ୍ତି। ଏଥି ସହିତ ଏହି ଆକ୍ରମଣ ପରେ ଚାରିଆଡ଼େ ଆଲୋଡ଼ନ ସୃଷ୍ଟି ହୋଇଛି।

ଏକ ରିପୋର୍ଟ ଅନୁଯାୟୀ, ଶୁକ୍ରବାର ଇସଲାମାବାଦର ଆଇ.୧୦/୪ ସେକ୍ଟରରେ ଏକ ଗାଡ଼ିରେ ଆତ୍ମଘାତୀ ବିସ୍ଫୋରଣ ଘଟିଛି। ବୋମା ବିସ୍ଫୋରଣରେ ଜଣେ ପୋଲିସଙ୍କ ମୃତ୍ୟୁ ଘଟିଛି। ଇସଲାମାବାଦ ପୋଲିସ ଟୁଇଟ୍‌ କରି କହିଛି, ପୋଲିସ ଯାଞ୍ଚ ସମୟରେ ଏକ ଗାଡ଼ି ଅଟକି ଯିବାକୁ ସଙ୍କେତ ଦିଆଯାଇଥିଲା। ତା’ପରେ କାର୍‌ରେ ଆତ୍ମଘାତୀ ବିସ୍ଫୋରଣକାରୀ ନିଜକୁ ବିସ୍ଫୋରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri