Posted inଜାତୀୟ

ମୋଦିଙ୍କ ଗସ୍ତ ପୂର୍ବରୁ ଜମ୍ମୁର ଏକ ଗାଁରେ ବିସ୍ଫୋରଣ

ଜମ୍ମୁ,୨୪ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜମ୍ମୁ-କଶ୍ମୀର ଗସ୍ତର କିଛି ଘଣ୍ଟା ପୂର୍ବରୁ ଏକ ସନ୍ଦିଗ୍ଧ ବିସ୍ଫୋରଣ ହୋଇଛି । ରବିବାର ସକାଳେ ହୋଇଥିବା ଏହି ବିସ୍ଫୋରଣ ସୁରକ୍ଷା ଏଜେନ୍ସିର ଚିନ୍ତା ବଢାଇ ଦେଇଛି । ରିପୋର୍ଟ ଅନୁଯାୟୀ, ଏହି ବିସ୍ଫୋରଣ ଜମ୍ମୁ ବିଶ୍ନାହ ଗାଁ ଲଲିୟାନାରେ ହୋଇଛି । ଏହା ମୋଦିଙ୍କ ରାଲି ନିକଟରୁ ୭-୮ କିଲୋମିଟର ଦୂର ଏହି ବିସ୍ଫୋରଣ ଫଳରେ ମାଟିରେ ଦେଢ ଫୂଟର ଗର୍ତ୍ତ ସୃଷ୍ଟି ହୋଇଛି । ଏହି ବିସ୍ଫୋରଣ ସମ୍ପର୍କରେ ଖବର ମିଳିବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି । ତେବେ ପ୍ରାଥମିକ ତଦନ୍ତରୁ ଏହା ବିଜୁଳି ମାରିବାରୁ ଅବା ଉଲକାପିଣ୍ଡ ଯୋଗୁ ହୋଇଥିବା ଅନୁମାନ କରାଯାଉଛି । ଯାଞ୍ଚ ଜାରି ରହିଛି । ସୂଚନାଯୋଗ୍ୟ, ମୋଦିଙ୍କ ଗସ୍ତ ପୁର୍ବରୁ ଆତଙ୍କବାଦୀମାନେ ଏକ ଆତ୍ମଘାତି ବିସ୍ଫୋରଣ ଯୋଜନା କରିଥିଲେ । ହେଲେ ସିଆଇଏସଏଫ୍ ଦ୍ୱାରା ଏହା ପଣ୍ଡ ହୋଇ ଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି।…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri