Posted inଜାତୀୟ

ଉଧମପୁରରେ ବିସ୍ଫୋରଣ, ଆଠ ଘଣ୍ଟାରେ ଦ୍ୱିତୀୟ ବ୍ଲାଷ୍ଟ

ଜମ୍ମୁ,୨୯ ।୯: ଜମ୍ମୁ-କଶ୍ମୀରର ଉଧମପୁରରେ କିଛି ସମୟ ବ୍ୟବଧାନରେ ଦୁଇଟି ବିସ୍ଫୋରଣ ହେବା ଫଳରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି । ବୁଧବାର ରାତି ପ୍ରାୟ ୧୦ଟା ୪୫ରେ ଏକ ବସ୍‌ରେ ଏହି ବିସ୍ଫୋରଣ ହୋଇଛି । ଏହାର ଠିକ୍ ୮ ଘଣ୍ଟା ପରେ ଅର୍ଥାତ୍ ଗୁରୁବାର ସକାଳ ୬ଟାରେ ନିକଟରେ ଥିବା ଆଉ ଏକ ବସରେ ବିସ୍ଫୋରଣ ହୋଇଛି । ତେବେ ଗୁରୁବାର ହୋଇଥିବା ବିସ୍ଫୋରଣରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି । ଗଣମାଧ୍ୟମର ସୂଚନା ଅନୁଯାୟୀ, ବୁଧବାର ରାତିରେ ଦୋବେଲ ଚୌକରେ ଠିଆ ହୋଇଥିବା ବସରେ ବିସ୍ଫୋରଣ ହୋଇଥିଲା । ଯେଉଁଥିରେ ୨ ଜଣ ଆହତ ହୋଇଥିଲେ । ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏହି ଘଟଣାକୁ ଆତଙ୍କବାଦୀ ଆକ୍ରମଣ କୁହାଯାଉଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ଜଳ ମାଡ଼ି ଆସିବାରୁ ଫସିଗଲେ ୧୩ଚାଷୀ, ଉଦ୍ଧାର ପାଇଁ ଆସିଲା ଓଡ୍ରାଫ ଟିମ୍‌, ମଝି ପାଣିରେ ରହିଯାଇଥିଲେ ୪

ବଲାଙ୍ଗୀର,୩୦।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ଉନ୍ଦେର ନଦୀରେ ବନ୍ୟା ଆସିବାରୁ ଫସିଗଲେ ୧୩ ଚାଷୀ । ବଙ୍ଗୋମୁଣ୍ଡା ଗନ୍ଧର୍ଲା ଗାଁର ୫ ଜଣ…

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ମୋଦିଙ୍କ ଇନ୍‌ଷ୍ଟା ଭିଡିଓକୁ ନେଇ ଅଭିଜିତଙ୍କ କଟାକ୍ଷ, କହିଲେ-ପ୍ରଧାନମନ୍ତ୍ରୀ ପଦ ଛାଡ଼ି ଇନଫ୍ଲୁଏନ୍ସର ହୋଇଯିବା ଉଚିତ୍‌…

ନୂଆଦିଲ୍ଲୀ,୩୦।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ କହିଛନ୍ତି, ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦ ଛାଡ଼ିଦେବା ଉଚିତ୍‌ ଏବଂ ଜଣେ ଇନଫ୍ଲୁଏନ୍ସର (Influencer)…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri