ଖୋର୍ଦ୍ଧାରେ ଭୟଙ୍କର ବିସ୍ଫୋରଣ: ୨ ଶିଶୁ ଗୁରୁତର

ଖୋର୍ଦ୍ଧା,୨୭।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଶିଳ୍ପାଞ୍ଚଳ କୁମାରବସ୍ତ ଗ୍ରାମରେ ଭୟଙ୍କର ବିସ୍ଫୋରଣ। ଜାଗର ପାଇଁ ଠାକୁର ଘରେ ଥିବା ବାଣ ବିସ୍ପୋରଣ ୨ ଶିଶୁ ଗୁରୁତର ଜଣେ ସାମାନ୍ଯ ଆହତ ହୋଇଛନ୍ତି। ଏଥିରେ ୧୦ବର୍ଷ ଓ ୧୨ବର୍ଷ ର ନାବାଳକ ଓ ନାବାଳିକା ଅଛନ୍ତି। ଗୁରୁତର ମାନଙ୍କୁ ଖୋର୍ଦ୍ଧା ମେଡିକାଲ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି।

ତେବେ ବାଣ କି ବୋମା ବିସ୍ଫୋରଣ ତାହା ସ୍ପଷ୍ଟ ହୋଇନଥିଲେ ମଧ୍ୟ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସଦର ଏସଡିପିଓ ନିହାର ରଞ୍ଜନ ପ୍ରଧାନ, ଥାନାଧିକାରୀ ଗାୟତ୍ରୀ ମିଶ୍ର ପ୍ରମୁଖ ପହଞ୍ଚି ତଦନ୍ତ ଚଳାଇଛନ୍ତି। ଗୁରୁବାର ମଧ୍ଯାହ୍ନରେ ଏହି ଘଟଣା ଘଟିଛି।

ତାପସ ମଙ୍ଗରାଜଙ୍କ ଭଣଜା ଭାଣାଜି ମାମୁ ଘରକୁ ବୁଲି ଆସିଥିଲେ। ଜାଗରରେ ଫୁଟାଇବା ପାଇଁ ବାଣ ଠାକୁର ଘରେ ରଖିଥିଲେ। ପିଲାମାନେ ଠାକୁର ଘରେ ବାରଣ୍ଡାରେ ଖେଳୁଥିବା ବେଳେ ହଠାତ ବାଣ ବିସ୍ଫୋରଣ ହୋଇ ପ୍ରଚଣ୍ଡ ଶବ୍ଦ ହୋଇଥିଲା। ଏଥିରେ ୩ ଜଣ ଆହତ ହୋଇଥିବା ବେଳେ, ୨ ଜଣ ଗୁରୁତର ଆହତ ହୋଇଥିଲେ। ପରିବାର ଲୋକେ ସେମାନଙ୍କୁ ଖୋର୍ଦ୍ଧା ମେଡିକାଲକୁ ନେଇଥିଲେ, ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୋଲିସ ସାହିତ୍ୟ ସାଇଣ୍ଟିଫିକ ଟିମ ପହଞି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟାପାଙ୍ଗା ଗ୍ରାମ ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣ: ୨ ମୃତ

ରାଇକିଆ/ଜି.ଉଦୟଗିରି,୧୩/୦୩(ପ୍ରଦୀପ ବେହେରା/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପାଙ୍ଗା ଗ୍ରାମ ଡ. ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣରେ ଦୁଇ ଜଣ ଗ୍ରାମବାସୀ…

ଗୁରୁତର ପୁଅ ଆମ୍ବୁଲାନ୍ସରେ, ବାପା ଥାନାରେ: ଭଞ୍ଜନଗର ମେଡିକାଲରେ ଡାକ୍ତରଙ୍କ ‘ଗୁଣ୍ଡାରାଜ’, ଦିବ୍ୟାଙ୍ଗ ମହିଳାଙ୍କୁ ବି…

ଭଞ୍ଜନଗର, ୧୩।୩ (ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରୋଗୀଙ୍କୁ ସେବା ଯୋଗାଇବା ପରିବର୍ତ୍ତେ ଜଣେ…

ବାପାମା’ ନ ଥିବା ବେଳେ କରୁଥିଲେ ବଳାତ୍କାର, ନାବାଳିକା ଗର୍ଭବତୀ ହେବା ପରେ ଫେରାର;  ୪୬ ବର୍ଷୀୟ ତାରିଣୀଙ୍କୁ…

ମୋହନା, ୧୩।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ୧୩ ବର୍ଷୀୟ ନାବାଳିକାକୁ ବଳାତ୍କାର କରାଯାଇଥିବା ଭଳି ଏକ ଅତ୍ୟନ୍ତ ଘୃଣ୍ୟ ଘଟଣା…

ହାଟକୁ ବାଇଗଣ ବିକିବାକୁ ଯାଉଥିଲେ, ବାଟରେ ଛକିଥିଲା ଯମ, ଭୟଙ୍କର ଦୁର୍ଘଟଣାରେ ଚାଲିଗଲା…

ବଲାଙ୍ଗୀର, ୧୩।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୁଷୁରାଗୁଡ଼ଭେଲା ମୁଖ୍ୟ ରାସ୍ତାର ଡୁଙ୍ଗୁରିପାଲି ନିକଟରେ…

IPL ୨୦୨୬ରୁ ବାଦ୍‌ ପଡ଼ିଲେ ହର୍ଷିତ ରାଣା, ତଥାପି ମିଳିବ ୪ କୋଟି; କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (KKR)କୁ ଶକ୍ତ ଧକ୍କା ଲାଗିଛି। ଦଳର ତାରକା ଦ୍ରୁତ ବୋଲର ହର୍ଷିତ ରାଣା ଆହତ…

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆରଆଇଙ୍କୁ ମାଡ ଘଟଣାରେ: ଜଣେ ଗିରଫ

ନନ୍ଦପୁର,୧୩।୨(ତୁଷାର କାନ୍ତ ମହାନ୍ତି): ଜାତିଗତ ପ୍ରମାଣପତ୍ର ପାଇଁ ନନ୍ଦପୁର ତହସିଲରେ କାର୍ଯ୍ୟରତ ରାଜସ୍ବ ନିରୀକ୍ଷକ ମଧୁସୁଦନ ଖେମୁଣ୍ଡୁଙ୍କୁ ଅଶାଳୀନ ବ୍ୟବହାର ଓ ମାଡ ମାରିବା ଘଟଣାରେ ଜଣେ…

ଲାଞ୍ଚନେଇ ବନ୍ଧାହେଲେ ବଡ଼ଗାଁ ଥାନା ଏଏସ୍‌ଆଇ

ସୁନ୍ଦରଗଡ,୧୩।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ବଡ଼ଗାଁ ଥାନା ପୋଲିସ, ଏଏସ୍‌ଆଇ ଅରୂପା ନନ୍ଦ ଦାସ ଗୁରୁବାର ସନ୍ଧ୍ୟାରେ ଜଣେ ଢାବା ମାଲିକଙ୍କଠାରୁ ୨୫,୦୦୦ଟଙ୍କା ଲାଞ୍ଚ ନେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri