ମସ୍‌ଜିଦରେ ବଡ଼ ଧରଣର ବିସ୍ଫୋରଣ, ୫୦ ଆହତ

ଇସଲାମାବାଦ,୩୦ା୧: ପାକିସ୍ତାନର ପେଶଓ୍ବାରରେ ଥିବା ପୋଲିସ ଲାଇନ୍‌ ମସ୍‌ଜିଦରେ ସୋମବାର ଅପରାହ୍ନରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଯେଉଁଥିରେ ଅତି କମ୍‌ରେ ୫୦ ଜଣ ଆହତ ହୋଇଥିବା ସୂଚନା ମିଳିଛି।

ସୁରକ୍ଷା ଅଧିକାରୀମାନେ କହିଛନ୍ତି, ଆତ୍ମହତ୍ୟା କରିଥିବା ବ୍ୟକ୍ତି ପ୍ରାର୍ଥନା ସମୟରେ ଆଗ ଧାଡ଼ିରେ ଠିଆ ହୋଇଥିଲେ। ସେତେବେଳେ ସେ ନିଜକୁ ବିସ୍ଫୋରଣ କରିଥିଲେ। ଫଳରେ ପ୍ରାର୍ଥନା କରୁଥିବା ଅନ୍ୟ ଲୋକମାନେ ମଧ୍ୟ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri