Posted inଜାତୀୟ

ସ୍ବର୍ଣ୍ଣମନ୍ଦିର ନିକଟରେ ବିସ୍ଫୋରଣ, ୫ଗିରଫ

ଅମୃତସର,୧୧।୫: ଅମୃତସରର ସ୍ବର୍ଣ୍ଣମନ୍ଦିର ନିକଟରେ ବୁଧବାର ରାତି ୧୨ଟା ୧୫ରେ ୩ୟ ଥର ବିସ୍ଫୋରଣ ଘଟିଛି। ପଞ୍ଜାବର ପୋଲିସ କମିଶନର ନୈନିହାଲ ସିଂ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ, ଏହି ଘଟଣା ସହିତ ସମ୍ପୃକ୍ତ ଥିବା ୫ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ପଞ୍ଜାବର ବାସିନ୍ଦା। ସେମାନେ ଲୋକାଲ ଟେରର୍‌ ନେଟଓ୍ବର୍କ ସହ ଜଡିତ ଅଛନ୍ତି। ସେମାନଙ୍କର ଉଦ୍ଦେଶ୍ୟ ଶାନ୍ତଶୃଙ୍ଖଳା ନଷ୍ଟ କରିବା। ସେ ଆହୁରି କହିଛନ୍ତି ଯେ, ଅନ୍ୟ ଏକ ସ୍ଥାନରେ ବିସ୍ଫୋରଣ ହୋଇଥିବା ନେଇ ଆଶଙ୍କା କରାଯାଉଛି। ଘଟଣାସ୍ଥଳକୁ ପୋଲିସ୍‌ ସିଲ କରିଛି ଏବଂ ସେଠାକୁ ଫରେନ୍‌ସିକ୍‌ ଟିମ୍‌କୁ ପଠାଯାଇଛି।
ସୂଚନା ଅନୁଯାୟୀ, ବିସ୍ଫୋରଣ ଗୁରୁ ରାମଦାଦ ନିବାସଙ୍କ ଘର ପଛପଟେ ହୋଇଥିଲା। ବିସ୍ଫୋରଣରେ ଏକ୍ସପ୍ଲୋଏଡ୍‌ ବ୍ୟବହାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଙ୍କିପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ନିଶ୍ଚିତ? କୀର୍ତ୍ତି ଆଜାଦଙ୍କ ଭାଇ କଲେ ବଡ଼ ଦାବି

ପାଟନା,୩।୮: ବିହାରର ବାଙ୍କିପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନର ଫଳାଫଳ ଆସୁଛି। ଇତି ମଧ୍ୟରେ, ପୂର୍ବତନ ଭାରତୀୟ ପୋଲିସ ସେବା (IPS) ଅଧିକାରୀ ଯଶୋବର୍ଦ୍ଧନ ଝା ଆଜାଦ…

ପ୍ରଧାନମନ୍ତ୍ରୀଙ୍କ ପାଇଁ ଆପତ୍ତିଜନକ ଶବ୍ଦ ବ୍ୟବହାର କରିଥିବା ନାବାଳିକାଙ୍କ ବିରୁଦ୍ଧରେ ନିଆଯିବ ନାହିଁ କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୩।୮: ଗତ ମାସରେ ଜନ୍ତର ମନ୍ତରରେ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ଆୟୋଜିତ ଛାତ୍ର ପ୍ରତିବାଦ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୁଦ୍ଧରେ ଆପତ୍ତିଜନକ ମନ୍ତବ୍ୟ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

ଅସରପା ଓ ପିମ୍ପୁଡ଼ି

ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ତାଲିକାରେ ୧୮ତମ ସ୍ଥାନରେ ଥିବା ଉଜ୍ଜ୍ୱଳ ଭୂୟାଁ କଲେଜିୟମ୍‌ ବ୍ୟବସ୍ଥାରେ ଉତ୍ତରଦାୟିତ୍ୱ ଅଭାବ ଥିବା ନେଇ ପ୍ରଶ୍ନ ଉଠାଇଛନ୍ତି। ନୂଆଦିଲ୍ଲୀସ୍ଥିତ ଥିଙ୍କ୍‌ ଟ୍ୟାଙ୍କ୍‌…

ଆଜି ଶ୍ରାବଣ ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ଏହି କାରଣରୁ…

ଭୁବନେଶ୍ୱର,୩ା୮: ଆଜି ଶ୍ରାବଣର ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ହୋଇଛି। ପୂଜାପଣ୍ଡା ସେବାୟତ-ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାରୁ ନୀତିକାନ୍ତି ବନ୍ଦ ହୋଇଥିବା…

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍‌ରେ ଯାତ୍ରା କରି…

ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri