ଜଳନ୍ତା ଜୁଇ ଭାସିଗଲା ବନ୍ୟାଜଳରେ

ଡେରାଡୁନ୍‌, ୧୯।୮: ଉତ୍ତରାଖଣ୍ଡରେ ଲଗାତାର ବର୍ଷା ଲାଗି ରହିଛି। ଏବେ ଏଠାକାର ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ନଈପଠାରେ ଜଣେ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର କରାଯାଉଥିବାବେଳେ ହଠାତ୍‌ ନଦୀରେ ବନ୍ୟାଜଳ ଆସିଥିଲା। ବନ୍ୟା ଜଳରେ ଜଳନ୍ତା ଜୁଇ ଭାସିଯାଉଥିବାର ଦୃଶ୍ୟ ଭିଡ଼ିଓରେ ଦେଖିବାକୁ ମିଳୁଛି। ଏହି ଭିଡ଼ିଓକୁ ସୋସିଆଲ୍‌ ମିଡ଼ିଆରେ ଶେୟାର କରାଯାଇଛି। ଏହି ଭିଡ଼ିଓ ବହୁ ୟୁଜରଙ୍କୁ ଭାବୁକ କରି ଦେଇଛି। ଜଳନ୍ତା ଜୁଇ ଭାସି ଯାଉଥିବାବେଳେ ଅନ୍ତିମ ସଂସ୍କାର ପାଇଁ ଆସିଥିବା ଲୋକେ ଏବଂ ପ୍ରିୟ ପରିଜନ କେବଳ ନୀରବ ଦ୍ରଷ୍ଟା ପାଲଟି ଥିବା ଭିଡ଼ିଓରେ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଦ୍ଧାଧିକ ଶିଶୁ ଆନେମିଆର ଶିକାର

ନୂଆଦିଲ୍ଲୀ, ୨୫ା୧୧: ଦେଶରେ ଅଧିକାଂଶ ପିଲା ଏବଂ ମହିଳାଙ୍କ ଶରୀରରେ ରକ୍ତହୀନତା ସମସ୍ୟା ଚିନ୍ତାଜନକ ରହିଛି। ୧୪ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ତଥା ସର୍ବଭାରତୀୟ...

ନିଶ୍ଚିତ ରୋଜଗାର ଯୋଜନା ଆରମ୍ଭ କରନ୍ତୁ ସରକାର, ଇଏସିର ପରାମର୍ଶ…

ନୂଆଦିଲ୍ଲୀ, ୧୯।୫ : ଦେଶରେ ବେରୋଜଗାରୀ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା କମିଟି (ଇଏସି) ସହରୀ ନିଶ୍ଚତ ରୋଜଗାର ଯୋଜନା ଆରମ୍ଭ କରିବାକୁ...

ଆଉ ଉଡ଼ିବନି ମିଗ୍‌-୨୧: ବାୟୁସେନାର ବଡ଼ ଘୋଷଣା…

ନୂଆଦିଲ୍ଲୀ,୨୦।୫ : ରାଜସ୍ଥାନରେ ଘଟିଥିବା ମିଗ୍‌-୨୧ ବିମାନ ଦୂର୍ଘଟଣା ପରେ ଏବେ ବାୟୁସେନା ଏହି ବିମାନ ନ ଉଡ଼ାଇବାକୁ ବଡ଼ ଘୋଷଣା କରିଛି। ଲଗାତାର ଦୁର୍ଘଟଣା...

ନିଜ ପଦରୁ ଇସ୍ତଫା ଦେଲେ ମଣିପୁରର ୧୨ କଂଗ୍ରେସ ବିଧାୟକ

ଇମ୍ଫାଲ,୩୦।୫: ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସରେ ସଙ୍କଟ ଲାଗି ରହିଛି। ମଣିପୁର ବିଧାନସଭାର ୧୨ ଜଣ ବିଧାୟକ ଗୁରୁବାର ମଣିପୁର ପ୍ରଦେଶ କଂଗ୍ରେସ...

କରୋନା ଭାଇରସ ଭଳି ହେଲମେଟ୍‌ ପିନ୍ଧି ସଚେତନତା ସୃଷ୍ଟି କଲେ ପୋଲିସ

ଚେନ୍ନାଇ,୨୮।୩: କରୋନା ଭାଇରସ ସଂକ୍ରମଣ ସମୟରେ ଘରେ ରହିବା କେତେ ଜରୁରୀ ତାହା ଏପର୍ଯ୍ୟନ୍ତ ଅଧିକାଂଶ ଲୋକେ ବୁଝି ପାରି ନ ଥିବା କୁହାଯାଏ। ସବୁ...

ମାଟି କ୍ୟାରମ୍‌ ବୋର୍ଡରେ ଖେଳୁଥିବା ପିଲାଙ୍କ ଭିଡ଼ିଓକୁ ସୋସିଆଲ୍‌ ମିଡ଼ିଆରେ ଭାଇରାଲ କଲେ ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୧୨।୧୦: ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଟୁଇଟରରେ ଏକ ଫଟୋ ଅପ୍‌ଲୋଡ୍‌ କରିଛନ୍ତି। ଏହା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ ୫ ଜଣ...

୪କୋଟି ଆନ୍ତଃରାଜ୍ୟ ପ୍ରବାସୀ ପ୍ରଭାବିତ

ନୂଆଦିଲ୍ଲୀ,୨୪ା୪(ପି.ଟି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୨୫ରେ ଦେଶବ୍ୟାପୀ ଲକ୍‌ଡାଉନ ଲାଗୁ କରିଛନ୍ତି। ଏହା ମେ’୩ ପର୍ଯ୍ୟନ୍ତ ବଳବତ୍ତର ରହିବ। ତେବେ ଏହି ଲକ୍‌ଡାଉନ ଯୋଗୁ...

ପ୍ରତିରକ୍ଷା-ଶକ୍ତି-ସୁରକ୍ଷା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବେ ଭାରତ-ଆମେରିକା

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ନୂଆଦିଲ୍ଲୀ ସ୍ଥିତ ହାଇଦ୍ରାବାଦ୍‌ ହାଉସ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ପୂର୍ବାହ୍ନରେ ଭେଟିଛନ୍ତି। ଏହି ଅବସରରେ ଆୟୋଜିତ ଏକ...

Advertisement
Archives

Model This Week