ଆଜି ଶେଷ ହେବ ଆଶୀର୍ବାଦଙ୍କ ରିମାଣ୍ଡ ଅବଧି, କୂଅରୁ ଉଦ୍ଧାର ହେଲା ଫୋନ୍‌

ଖୋର୍ଦ୍ଧା ଅଫିସ, ୨୮।୧: ଖୋର୍ଦ୍ଧା ଜିଲା ବାଣପୁରରେ ଘଟିଥିବା ଲୋମ ଟାଙ୍କୁରା ହତ୍ୟାକାଣ୍ଡରେ ଅଭିଯୁକ୍ତ ଆଶୀର୍ବାଦ ପ୍ରଧାନଙ୍କ ରିମାଣ୍ଡ ଅବଧି ଶନିବାର ଶେଷ ହେବ। ଘଟଣାର ତଦନ୍ତ ପାଇଁ ଆଶୀର୍ବାଦଙ୍କୁ ବାଣପୁର ପୋଲିସ ୨ ଦିନ ରିମାଣ୍ଡରେ ନେଇଥିଲା । ଶନିବାର ଅପରାହ୍ନ ୫ଟାରେ ତାଙ୍କ ରିମାଣ୍ଡ ଅବଧି ଶେଷ ହେଉଛି । ରିମାଣ୍ଡର ପ୍ରଥମ ଦିନରେ ମୃତକଙ୍କ ମୋବଇଲଟିକୁ ଅଭିଯୁକ୍ତ ରହୁଥିବା ଭଡାଘର ପାଖରେ ଥିବା କୂଅରୁ ପୁଲିସ ଉଦ୍ଧାର କରିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ନବରାତ୍ରୀରେ ବିରଳ ସଂଯୋଗ: ସିଂହ, ତୁଳା ସମେତ ୫ ରାଶି ଉପରେ ଧନବର୍ଷା! ମିଳିବ ବଡ଼ ଚାକିରିର ଅଫର୍‌

ଶାରଦୀୟ ନବରାତ୍ରୀର ପ୍ରତିପଦା ତିଥିରେ ସୂର୍ଯ୍ୟୋଦୟ ସମୟରେ ହସ୍ତା ନକ୍ଷତ୍ର ଏବଂ ଶୁକ୍ଳ ଯୋଗ ରହିବ। ବୃହସ୍ପତି ଓ ଚନ୍ଦ୍ରଙ୍କ ମଧ୍ୟରେ ଗଜକେଶରୀ ଯୋଗ ପ୍ରଭାବଶାଳୀ ରହିବ।…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

ମଦଭାଟି ବିରୋଧରେ ମହିଳାଙ୍କ ମହାବିଦ୍ରୋହ: ଭାଙ୍ଗିଲେ ଭାଟି

ଅମରପାଲି, ୧୦।୧୦ (ପୀତାମ୍ବର ସାହୁ): ମଦମୁକ୍ତ ଗାଁ ଗଠନ ଦାବିରେ ତେଜିଲା ଜନଆକ୍ରୋଶ। ମଦର କୁପ୍ରଭାବରେ ଗ୍ରାମର ସାମାଜିକ ପରିବେଶ ନଷ୍ଟ ହେଉଥିବା ଅଭିଯୋଗ କରି ଶେଷରେ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?