ଭିଜିଲାନ୍ସ ଦ୍ବାରା ଗିରଫ ହେଲେ ବ୍ଲକ ଆକାଉଣ୍ଟ ଅଫିସର

ଦେବଗଡ,୨୭।୬(ଶଶାଙ୍କ ଶେଖର ଝାଙ୍କର): ବିଲ୍‌ କରାଇଦେବାକୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଦ୍ବାରା ଗିରଫ ହେଲେ ବ୍ଲକ ଆକାଉଣ୍ଟ ଅଫିସର। ଦେବଗଡ ଜିଲା ରିଆମାଳ ବ୍ଳକ ଆକାଉଣ୍ଟ ଅଫିସର ରାଜେନ୍ଦ୍ର ଦାଶଙ୍କୁ ଗିରଫ କଲା ଭିଜିଲାନ୍ସ। ୨ ଲକ୍ଷ ବିଲ୍‌ କରାଇବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ ରାଜେନ୍ଦ୍ର। ଟିଙ୍କବୀର ଗାଁ ଖଳିପଷି ସାହିରେ ନିର୍ମାଣ ଅଙ୍ଗନୱାଡି କେନ୍ଦ୍ରର ବିଲ୍‌ ପାଇଁ ଲାଞ୍ଚ ନେଉଥିବା ଜଣାପଡିଛି। ଟିଙ୍କବୀର ଗାଁର ବିଜୟ ନାୟକ ଅଙ୍ଗନୱାଡି କେନ୍ଦ୍ର ପାଇଁ ୨ ଲକ୍ଷ ଟଙ୍କା ସାମଗ୍ରୀ ଦେଇଥିଲେ। ଉକ୍ତ ବିଲ୍‌ ପାଇଁ ୩% ଡିମାଣ୍ଡ କରିଥିଲେ ଆକାଉଣ୍ଟାଣ୍ଟ। ଆଜି ୧୨ ଟି ୫୦୦ ଟଙ୍କିଆ ନୋଟ ଦେଉଥିବା ବେଳେ ଭିଜିଲାନ୍ସ ଚଢାଉ କରି ରାଜେନ୍ଦ୍ରଙ୍କୁ ଗିରଫ କରିଛି। ଏହି ଚଢାଉରେ ଦେବଗଡ ଓ ଝାରସୁଗୁଡ଼ା ଭିଜିଲାନ୍ସ ଟିମ୍‌ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହିଳା RI, ୫୫୦୦ ଲାଞ୍ଚ ନେବାବେଳେ….

ଡେରାବିଶ,୨୪ା୭(ଅଜୟ ବେବର୍ତ୍ତା): ଭିଜିଲାନ୍ସ ଜାଲରେ ମହିଳା ରାଜସ୍ୱ ନିରିକ୍ଷିକା ସାଇ ଦର୍ଶିନୀ ଲେଙ୍କା । ଜମି ମ୍ୟୁଟେସନ୍ ପାଇଁ ଲାଞ୍ଚ ନେଉଥିବାବେଳେ ମାଡିବସିଲା ଭିଜିଲାନ୍ସ । ସୂଚନା…

ଜଣେ ବରକୁ, ୩ କନ୍ୟା: କ୍ୟାମେରାମ୍ୟାନ୍‌ଙ୍କୁ ବିବାହ କଲେ ୩ YouTuber ଭଉଣୀ

ଆମରୋହା,୨୪।୭: ଉତ୍ତର ପ୍ରଦେଶର ଆମରୋହା ଜିଲାର ହସନପୁର ପୋଲିସ ଷ୍ଟେଶନ ଅଞ୍ଚଳରେ ତିନି ଭଉଣୀ ଜଣେ ଯୁବକଙ୍କୁ ବିବାହ କରିଛନ୍ତି। ଏହି ତିନି ଭଉଣୀ ହେଉଛନ୍ତି YouTuber…

ରାଇକିଆରେ ବାହୁଡ଼ା ଯାତ୍ରା, ଛେରା ପହଁରା ପାଇଁ ବିଡିଓ…

ରାଇକିଆ,୨୪ା୭(ପ୍ରଦୀପ ବେହେରା): ଆଜି ବାହୁଡ଼ା ଯାତ୍ରା। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିର ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…

ଆଉ ଧର୍ମେନ୍ଦ୍ରଙ୍କ ଇସ୍ତଫା ମାଗିବନି CJP? ଅଭିଜିତ କଲେ ଚମକାଇଲା ଭଳି ଖୁଲାସା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍‌କୁ ନେଇ ଚାଲିଥିବା ବିବାଦ ମଧ୍ୟରେ CJP (କକରୋଚ ଜନତା ପାର୍ଟି) ନିଜର ଧାରଣା-ପ୍ରଦର୍ଶନ ଶେଷ କରିବ କି ନାହିଁ, ସେ ନେଇ…

ରାଜ୍ୟ ସଭାରେ ‘ବନ୍ଦେ ମାତରମ’ ବିଲ୍ ଆଗତ କଲେ ସରକାର, ଜାତୀୟ ସଙ୍ଗୀତକୁ ଅପମାନ କଲେ…

ନୂଆଦିଲ୍ଲୀ,୨୪ା୭: ଗୃହରେ ହଟ୍ଟଗୋଳ ପରେ, ରାଜ୍ୟ ସଭାର କାର୍ଯ୍ୟ ଅପରାହ୍ନ ୨ଟାରେ ପୁଣି ଆରମ୍ଭ ହୋଇଥିଲା। ଏହାପରେ ‘ବନ୍ଦେ ମାତରମ୍’ର ସମ୍ମାନ ସମ୍ପର୍କରେ ସଂସଦର ଉଚ୍ଚ ସଦନ…

NEET ଛାତ୍ରୀଙ୍କୁ ଟେକିନେଇ ଗଣବଳାତ୍କାର, ପୁରୁଷବନ୍ଧୁଙ୍କୁ ବନ୍ଧୁଙ୍କୁ ମାଡ଼ ମାରି ବୁଦାରେ ଫିଙ୍ଗିଦେଲେ

ନୂଆଦିଲ୍ଲୀ,୨୪ା୭: ମଧ୍ୟପ୍ରଦେଶ ଏବଂ ଉତ୍ତର ପ୍ରଦେଶ ସୀମାନ୍ତରେ ଅବସ୍ଥିତ ଏକ ପବିତ୍ର ସହର ଚିତ୍ରକୂଟର ଦେବାଙ୍ଗନା ଉପତ୍ୟକା ଅଞ୍ଚଳରେ ଏକ ଲୋମହର୍ଷଣକାରୀ ଘଟଣା ଘଟିଛି। ମଧ୍ୟପ୍ରଦେଶର ସତନାର…

ଦୁର୍ଦ୍ଦାନ୍ତ ଅପରାଧୀଙ୍କ ଉପରେ ଜାରି ରହିବ କଡ଼ା ଆଭିମୁଖ୍ୟ: ଏସ୍‌ପି

ଛତ୍ରପୁର,୨୪ା୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଚୋରି, ଡକାୟତି, ଦାଦାବଟି ଭଳି ୧୨ଟି ଆପରାଧିକ ମାମଲାରେ ସଂଶ୍ଳିଷ୍ଟ ଥିବା ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର ଘନଶ୍ୟାମ ବେହେରା ଓରଫ କାଳିଆକୁ ପୁରୁଷୋତ୍ତମପୁର ଥାନା…

ଚାଷଜମିକୁ ଯାଇଥିଲେ ଚାଷୀ, ଚୋଟ ମାରିଲା ସାପ, ଘରକୁ ଫେରିବା ପରେ…

ବଞ୍ଚୋ,୨୪ା୭(ପ୍ରଦୋଷ ବିଶ୍ୱାଳ): ଜଣେ ଚାଷୀ ଚାଷଜମିକୁ ଯାଇଥିବାବେଳେ ଏକ ବିଷାକ୍ତ ସାପ କାମୁଡ଼ିଥିବା ନେଇ ପରିବାର ଲୋକେ ସନ୍ଦେହ କରିଛନ୍ତି। ଆନନ୍ଦପୁର ଥାନା ବଞ୍ଚୋ ଗାଁର ଅନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri