ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

 ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା  ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ ସୋମବାର ବ୍ଲକ ବିଜେଡି ପକ୍ଷରୁ ପଞ୍ଚୟତ ସମିତି ସମ୍ମୁଖରେ ଧାରଣା ଦିଆଯାିଛି। ବ୍ଲକ ବିଜେଡି ସଭାପତି ଜୋତି ପ୍ରକାଶ ସ୍ବାଇଁଙ୍କ ନେତୃତ୍ୱରେ ଏହି ଧାରଣା ହୋଇଛି। ଧାରଣାରେ ଜିଲାପରିଷଦ ସଦସ୍ୟ ବିପ୍ଳବ କାପ, ଜସ୍ମିତା ସେଠି, ସରପଞ୍ଚ ଜୟଦେବ ରାଉତ, ବିନୋଦ ସାମଲ ପ୍ରମୁଖ ଯୋଗ ଦେଇ ସ୍ଥାନୀୟ ସ୍ବାଧୀନ ବିଧାୟକ ସାରଦା ପ୍ରଧାନ, ବ୍ଲକ ବଡିଓ, ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ଦାୟୀକରି କଟୁ ସମାଲୋଚନା କରିଥିଲେ।
ସରକାରଙ୍କ ପ୍ରଗତିର ବାଧକ ସାଜିଛନ୍ତି ବ୍ଲକ ବାବୁ। ଆମ ଓଡ଼ିିଶା ନବୀନ ଓଡ଼ିଶା ଯୋଜନାରେ ଆସିଥିବା ଆଠ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଫେରେଇଦେବା ଓ଼ ପଞ୍ଚାୟତରେ ପଡିରହିଥିବା ଅର୍ଥ ବିନିଯୋଗରେ ପ୍ରଶାସନ ବାଧକ ସାଜିଥିବା ଅଭିଯୋଗ କରି ଲୋକପ୍ରତିନିଧିମନେ ପ୍ରଶାସନ ବିରୋଧୀ ନାରା ଦେଇଥିଲେ। କାଯ୍ୟକ୍ରମକୁ ବ୍ଲକ ଅଧକ୍ଷା ରୋଜି ସେଠି ସଂଯୋଜନା କରିଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?