ବ୍ଲକ କର୍ମଚାରୀଙ୍କ ଦରମା ବନ୍ଦ

ସାଲେପୁର,୧।୮: କଟକ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏମରଜେନ୍ସିରେ ଅଫିସ ନ ଆସିବା ଏବଂ ବାୟୋମେଟ୍ରିକ ନ ଲଗାଇବାରୁ ଦରମା ବନ୍ଦ ମାହାଙ୍ଗା ବ୍ଲକର ସମସ୍ତ କର୍ମଚାରୀଙ୍କ ଦରମା ବନ୍ଦ କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲା ଉନ୍ନୟନ ଅଧିକାରୀ ବ୍ଲକର ସମସ୍ତ କର୍ମଚାରୀଙ୍କ ଦରମା ବନ୍ଦ କରିଛନ୍ତି। ହେଲେ ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।

 

ଜିଲାପାଳଙ୍କ

Share