ବ୍ଲକ୍‌ସ୍ତରୀୟ ପ୍ରତିଯୋଗିତାରେ ଚଞ୍ଚକତା ଅଭିଯୋଗ: ବିଡ଼ିଓଙ୍କ ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୩ା୮ (ଅରୁଣ ସାହୁ): ଦାରିଙ୍ଗବାଡ଼ି ସ୍ବାଧୀନତା ଦିବସ ପାଳନ ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି। ଏଥିପାଇଁ ସାମୂହିକ ପ୍ୟାରେଡ ସମେତ ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେଉଛି। ତେବେ ଏହି ପ୍ରତିଯୋଗିତାରେ ଯେଉଁମାନେ ପରିଚାଳନା ଦାୟିତ୍ୱରେ ରହିଛନ୍ତି ସେମାନଙ୍କ ତ୍ରୁଟି ପୂର୍ଣ୍ଣ ନିଷ୍ପତ୍ତି ହେଉ କିମ୍ବା ଚଞ୍ଚକତା ଏଥିରେ କୃତି ଛାତ୍ରୀଛାତ୍ର ମାନେ ନିରାଶ ହେଉଛନ୍ତି। ଚୟନରେ ଚଞ୍ଚକତା କରାଯାଇ କୃତି ଛାତ୍ରୀଛାତ୍ରଙ୍କୁ ଚୟନ ବଦଳରେ ଅନ୍ୟଙ୍କୁ କୃତିତ୍ୱ ଘୋଷଣା କରିବା ପାଇଁ ବିଭିନ୍ନ ଚଞ୍ଚକତା ଉପାୟ କରାଯାଉଥିବା ଦାରିଙ୍ଗବାଡିର ଓଡ଼ିଶା ଷ୍ଟେଟ ବ୍ରିଗେଡ ସ୍କୁଲ ପକ୍ଷରୁ ଜାତୀୟ ଦିବସ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ପ୍ରଥମେ କ୍ଲଷ୍ଟରସ୍ତରରେ ଛାତ୍ରୀଛାତ୍ରଙ୍କୁ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବାକୁ ପଡୁଛି। ସେଠି କୃତିତ୍ୱ ଅର୍ଜନ ପରେ ବ୍ଲକ୍‌ସ୍ତରରେ ପୁଣି ପ୍ରତିଯୋଗିତା ଜାତୀୟ ଦିବସ ପାଳନ କମିଟି ପକ୍ଷରୁ ପରିଚାଳନା କରାଯାଉଛି। କିନ୍ତୁ ଯେଉଁମାନେ କ୍ଲଷ୍ଟରସ୍ତରରେ ଅଂଶ ଗ୍ରହଣ କରିନାହାନ୍ତି। ସେଭଳି କିଛି ଛାତ୍ରୀଛାତ୍ରଙ୍କୁ ଜାତୀୟ ଦିବସ ପାଳନ କମିଟିର ପରିଚାଳନା କମିଟି ସିଧା ବ୍ଲକ୍‌ସ୍ତରୀୟ ପ୍ରତିଯୋଗିତାରେ ସୁଯୋଗ ଦେଇଥିବା ଅଭିଯୋଗ ହୋଇଛି। ଏଭଳି ଏକାଧିକ ଅଭିଯୋଗ ବିଗତ ବର୍ଷ ଗୁଡିକରେ ମଧ୍ୟ ଚଞ୍ଚକତା କରାଯାଇଥିବା ଅଭିଯୋଗ ହୋଇଥିଲେ ମଧ୍ୟ ପ୍ରକୃତ କୃତି ଛାତ୍ରୀଛାତ୍ରଙ୍କୁ ବ୍ଲକ୍‌ସ୍ତରୀୟ ପ୍ରତିଯୋଗିତାରେ ଚଞ୍ଚକତା ଓ ପରିଚୟ ଚିହ୍ନାମୁହଁକୁ ଏଥିରେ କୃତିତ୍ୱ କରାଯାଇ ସ୍ବାଧୀନତା ଦିବସରେ ପୁରସ୍କାର ଓ ମାନପତ୍ର ଦିଆଯିବା ବ୍ୟବସ୍ଥାକୁ ବ୍ରିଗେଡ ସ୍କୁଲ ପକ୍ଷରୁ ଅଭିଯୋଗ ହୋଇଛି। ଏହି ଅଭିଯୋଗ ପାଇବା ପରେ ପ୍ରଶାସନ ତଦନ୍ତ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

ଆମେରିକାରେ ପୁଣି ହେଲା ଶଟ୍‌ଡାଉନ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍‌ ଶଟ୍‌ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍‌ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି।…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri