ତେରେସିଙ୍ଗାଠାରେ ବ୍ଲକସ୍ତରୀୟ ଶକ୍ତି ସଂରକ୍ଷଣ ପ୍ରଦର୍ଶନୀ: ସସ୍ଥାୟୀ ଜୀବନଶୈଳୀ ଓ ଅକ୍ଷୟ ଶକ୍ତି ଉପରେ…

କର୍ଲାମୁଣ୍ଡା,୨୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସରକାରୀ ଉଚ୍ଚ ବିଦ୍ୟାଳୟ ତେରେସିଙ୍ଗାଠାରେ ବ୍ଲକସ୍ତରୀୟ ଶକ୍ତି ସଂରକ୍ଷଣ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୫ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ଅଂଶଗ୍ରହଣ କରି ବିଭିନ୍ନ ଶକ୍ତିର ଉତ୍ସ ପ୍ରଦର୍ଶନ କରିଥିଲେ। ତେରେସିଙ୍ଗା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗରୁଡ଼ଧ୍ୱଜ ଗହୀରଙ୍କ ଅଧ୍ୟକ୍ଷତାରେ ବ୍ଲକ ଶିକ୍ଷା ଅଧିକାରୀ ବାଞ୍ଛାନିଧି ପଣ୍ଡା ମୁଖ୍ୟ ଅତିଥି, ଅବସରପ୍ରାପ୍ତ ବ୍ଲକ ଶିକ୍ଷା ଅଧିକାରୀ ହୃଷୀକେଶ ଗହୀର, ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ରାଜୀବ ଲୋଚନ ଗହୀର, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରୋହିତ କୁମାର ରଣା, ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପୂର୍ଣ୍ଣ ଚନ୍ଦ୍ର ରାଉତ, କର୍ଲାମୁଣ୍ଡା ବ୍ଲକ ବିଜ୍ଞାନ ସାଧନ କେନ୍ଦ୍ର ସଭାପତି ଲଳିତ ମୋହନ ସାହୁ, ସମ୍ପାଦକ ସଞ୍ଜୀବ କୁମାର ନାଗ, ସିଆରସିସି ହେମନ୍ତ କୁମାର ନାଏକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସସ୍ଥାୟୀ ଜୀବନଶୈଳୀ ଓ ଅକ୍ଷୟ ଶକ୍ତି ଉପରେ ଆଲୋଚନା କରିବା ସହ କୃତୀ ଛାତ୍ରୀଛାତ୍ରଙ୍କୁ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। ବିଚାରକ ଭାବେ କେସିଙ୍ଗା ବ୍ଲକ ବେଲଖଣ୍ଡି ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ତପନ କୁମାର ଭୋଇ, ମ. ରାମପୁର ବ୍ଲକ ଗୋଛାଡେଙ୍ଗନ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ହରେକୃଷ୍ଣ ସାହୁ ଯୋଗ ଦେଇଥିଲେ। ଶିକ୍ଷକ ସୂର୍ଯ୍ୟମଣୀ ଭୋଇ ସଭା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri