ବ୍ଲକସ୍ତରୀୟ ମିଶନ ଶକ୍ତି ଋଣମେଳା

ପୁରୁଷୋତ୍ତମପୁର,୮/୨(ଡିଏନ୍ଏ ) ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ  ପୁରୁଷୋତ୍ତମପୁର ତାରା ତାରିଣି କଲେଜ ପଡିଆରେ ମିଶନ ଶକ୍ତି ଯୋଜନାରେ ବ୍ଲକ ସ୍ତରୀୟ ଋଣ ପ୍ରଦାନ ମେଳା ବିଡିଓ ବିଜୟ କୁମାର ବେହେରା ଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, କବିସୂର୍ୟ୍ଯନଗର ବିଧାୟିକା ଲତିକା ପ୍ରଧାନ, ପୁରୁଷୋତ୍ତମ ପୁର ଏସଡିପିଓ ରଜନୀକାନ୍ତ ସାମଲ, ଏନ୍ଏସି ନିର୍ବାହୀ ଅଧିକାରୀସୌମ୍ଯ ରଞ୍ଜନ ମିଶ୍ର, ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା, ଏନ୍ଏସି ଅଧକ୍ଷା ପ୍ରିୟଙ୍କା ଗୌଡ, ଜୀବନ ବନ୍ଦୁ  ସଂଯୋଜକ ନିର୍ମଳ ଚନ୍ଦ୍ର ସାହୁ, ଏମପି ପ୍ରତିନିଧି ସୁଦର୍ଶନ ନାୟକ ଓ ମିରାବାଇ ଦୋରା ପ୍ରମୁଖ ଅତିଥି ଭାବେ  ଯୋଗଦେଇ ଋଣ ପ୍ରଦାନର ମହତ୍ତ୍ଵ ଏବଂ ମହିଳା ମାନେ କିଭଳି ସ୍ବଭାଲମ୍ବି ହେବେ ସେଥିନେଈ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ୨୦ ଗୋଟି ବ୍ଯାଙ୍କ ମାଧ୍ୟମରେ ୧,୧୩୩ ଗୋଟି ସ୍ବୟଂ ସହାୟକ ଗୋଷ୍ଠୀକୁ ୨୫ କୋଟି ୯୦ ଲକ୍ଷ ୨୧ହଜାର ଟଙ୍କା ଋଣ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗା ମୂର୍ତ୍ତି ଉଚ୍ଚତା ବିବାଦ: ୯ ପୂଜା କମିଟିକୁ ମିଳିଲା ଅନୁମତି

କଟକ ଅଫିସ, ୧୯।୧୦: ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ଦୁର୍ଗା ମୁର୍ତ୍ତିର ଉଚ୍ଚତାକୁ ନେଇ ଲାଗି ରହିଥିବା ବେଳେ ବିବାଦ ହାଇକୋର୍ଟକୁ ଯାଇଥିଲା। ଶେଷରେ...

୫ଟି ସଚିବଙ୍କ ସୁନ୍ଦରଗଡ଼ ଗସ୍ତ : ଜିଲାପାଳଙ୍କୁ କୈଫିୟତ ତଲବ, ସିଡିଏମ୍‌ଓ ନିଲମ୍ବିତ

ସୁନ୍ଦରଗଡ଼,୧୩।୧୦(ଡି.ଏନ୍‌.ଏ.) : ମୋ’ ସରକାର କାର୍ଯ୍ୟକ୍ରମର ସ୍ଥିତି ପରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ କେ ଭି ପାଣ୍ଡିଆନ ରବିବାର ସୁନ୍ଦରଗଡ଼...

ପାନ ଛେପ ପକାଇବା ପଡ଼ିଲା ମହଙ୍ଗା: ୫୦୦ ଜରିମାନା ଗଣିଲେ ବ୍ୟକ୍ତି

ରାଉରକେଲା ଅଫିସ,୨୮।୨: ରାଉରକେଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଭିତରେ ପାନ, ଗୁଟ୍‌ଖା ଖାଇବାକୁ ଶୁକ୍ରବାରଠାରୁ ବାରଣ କରାଯାଇଛି। କର୍ମଚାରୀଙ୍କ ସହ କାର୍ଯ୍ୟାଳୟକୁ ଆସୁଥିବା ସାଧାରଣ ଲୋକ...

‘ବିଜେଡି ଅହଂକାରୀ ହୋଇଯାଇଛି’

ଅନୁଗୋଳ ଅଫିସ,୧୫।୩ ରାଜ୍ୟରେ ବିଜେଡିର ଗୁଣ୍ଡାଗର୍ଦ୍ଦି ଓ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଲୋକଙ୍କ ଉପରେ ଜାଣିଶୁଣି ଗାଡି ଚଢ଼େଇଦେବା ଘଟଣାର ପ୍ରତିବାଦରେ ଅନୁଗୋଳ ଜିଲା...

ମୋଦି, ନବୀନଙ୍କ କୁଶପୁତ୍ତଳିକା ଦାହ କଲେ ଚାଷୀ

ବରଗଡ଼ ଅଫିସ,୨୫ା୯: କୃଷି ବିଲ୍‌କୁ ବରଗଡ଼ ଜିଲାର ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ତୀବ୍ର ବିରୋଧ କରାଯାଇଛି। ଏହି କ୍ରମରେ ଶୁକ୍ରବାର ଚାଷୀମାନେ ରାସ୍ତାକୁ ଓହ୍ଲାଇ...

ଆଖିବୁଜିଲା ବାଘୁଣୀ ଆନିନୀ

ବାରଙ୍ଗ,୬।୧(ଡି.ଏନ୍‌.ଏ.): ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ନନ୍ଦନକାନନର ବାଘୁଣୀ ଆନିନୀ ମଙ୍ଗଳବାର ଆଖିବୁଜିଛି। ପ୍ରାଣୀଉଦ୍ୟାନର ବାଘ ସଫାରିରେ ରହି ଆନିନୀ ପର୍ଯ୍ୟଟକଙ୍କ ଆର୍କଷଣର...

ନୋଟ୍‌ ଦେଲେ ନେଗେଟିଭ୍‌

ଅନୁଗୋଳ ଅଫିସ, ୨୦।୧ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିନା ପରୀକ୍ଷାରେ ଲୋକଙ୍କୁ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ପ୍ରଦାନ କରାଯାଉଥିବା ନେଇ ସାଂଘାତିକ ଅଭିଯୋଗ...

ତ୍ରୁଟିପୂର୍ଣ୍ଣ ବ୍ୟବସ୍ଥା ମଧ୍ୟରେ ଆବାସ ଯୋଜନା ହିତାଧିକାରୀ

ନବରଙ୍ଗପୁର,୧୨।୫(ବି.ପ୍ର.):  ରାଜ୍ୟ ଓ କେନ୍ଦ୍ର ସରକାର ଲୋକଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା କରିଛନ୍ତି। କେତେକ କ୍ଷେତ୍ରରେ ପରିଚାଳନାଗତ ତ୍ରୁଟି, ତଦାରଖର ଅଭାବ ଓ ମଧ୍ୟସ୍ଥିଙ୍କ ହସ୍ତକ୍ଷେପ...

Advertisement
Archives

Model This Week