କଂଗ୍ରେସର ବ୍ଲକସ୍ତରୀୟ ସାଙ୍ଗଠନିକ ବୈଠକ

ରିଆମାଳ, ୨୧।୧୨(ଡି.ଏନ୍‌.ଏ.) ଦେବଗଡ ଜିଲା ରିଆମାଳ ସଦର ମହକୁମା କଲ୍ୟାଣ ମଣ୍ଡପଠାରେ ଭାରତୀୟ ଜାତୀୟ କଂଗ୍ରେସର ଦଳକୁ ମଜବୁତ କରିବା ପାଇଁ ବ୍ଲକ ସ୍ତରୀୟ ସାଙ୍ଗଠନିକ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବ୍ଲକର ପୂର୍ବତନ ସଭାପତି ପ୍ରସନ୍ନ କୁମାର ପ୍ରଧାନ ସଭାପତିତ୍ୱ କରିଥିଲେ। ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ଦେବଗଡ ଜିଲା ପର୍ଯ୍ୟବେକ୍ଷକ ସସ୍ମିତା ବେହେରା ଯୋଗ ଦେଇ କର୍ମୀମାନଙ୍କୁ ତୃଣମୂଳ ସ୍ତରରୁ କିପରି ମଜବୁତ କରିହେବ ବୁଝାଇଥିଲେ। ସମ୍ମାନିତ ଅତିଥି ଭାବେ ଜିଲା ସଭାପତି ଉମାଶଙ୍କରସାହୁ, ଜିଲା ଉପସଭାପତି ହେମନ୍ତ ସାହୁ, ମହିଳା ଜିଲାସଭାନେତ୍ରୀ ମଂଜୁଲତା ନାୟକ, ପଛୁଆ ବର୍ଗ ଜିଲା ସଭାପତି ନୟୀନ ଖଁା, ଏସ୍‌.ଟି. ସେଲ ସଭାପତି କ୍ଷେତ୍ରକୁମାର ପାତ୍ର, ଛେଣ୍ଡିପଦା ବ୍ଲକ ମହିଳା ସଭାନେତ୍ରୀ ଶୋଭାଗିନୀ ଗଡନାୟକ ମଞ୍ଚାସୀନ ଥିଲେ ା ବୈଠକରେ ବ୍ଲକର ନୂତନ ସଭାପତି ଭାବେ ଶୁଶିଳ କୁମାର ସାହୁଙ୍କୁ ମନୋନିତ କରାଯାଇଥିଲା ା ଏଥିରେ ବ୍ଲକର ବରିଷ୍ଠ କର୍ମୀ ରସାନନ୍ଦ ବିଶ୍ୱାଳ, ଧରଣିଧର ଗଡନାୟକ, ପ୍ରବୀର ଶତପଥି, ବଟକୃଷ୍ଣ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ା ନୂତନ କର୍ମୀଭାବେ କୃଷ୍ଣଚନ୍ଦ୍ର ନାୟକ, ବଟକୃଷ୍ଣ ଦାଶ, ଅଶୋକ କୁମାର ପ୍ରଧାନ, ପିଣ୍ଟୁ ଭୋଇ ଯୋଗ ଦେଲେ ା ସର୍ବଶେଷରେ ନୂତନ ବ୍ଲକ ସଭାପତି ଧନ୍ୟବାଦ ଅର୍ପଣ କଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ବିଦ୍ୟୁତ୍‌ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍‌ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍‌ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri