ବିଜେଡି ଛାଡିଲେ ବ୍ଲକ ଅଧ୍ୟକ୍ଷା ଅନିମା

ଖଜୁରିପଡା,୧୧ା୫ (ବିଦୂର ବେହେରା ): ଖଜୁରିପଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ତଥା କନ୍ଧମାଳ ଜିଲା ବିଜୁ ମହିଳା ଜନତା ଦଳର ଜିଲା ସଭାନେତ୍ରୀ ଅନିମା କହଁର ବିଜେଡିର ସମସ୍ତ ପଦପଦବୀ ଏବଂ ପ୍ରାଥମିକ ସଦସ୍ୟା ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଇସ୍ତଫା ପତ୍ର ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟ ମହିଳା ସଭାନେତ୍ରୀ ଓ ଜିଲା ପର୍ଯ୍ୟବେକ୍ଷକଙ୍କୁ ପଠାଇଥିବା ସେ ସୂଚନା ଦେଇଛନ୍ତି। ଅନିମା ୨୦୧୫ରୁ ବିଜେଡିର ଜଣେ ଶୃଙ୍ଖଳିତ ପ୍ରତିଷ୍ଠିତ ନେତ୍ରୀ ଏବଂ ଖଜୁରିପଡା ବ୍ଲକର ଦୁଇଥର ଅଧ୍ୟକ୍ଷା ମଧ୍ୟ ହୋଇଥିଲେ। ପୂର୍ବରୁ ବିଜୁ ମହିଳା ଜନତା ଦଳର କଳାହାଣ୍ଡି ପର୍ଯ୍ୟବେକ୍ଷକ ମଧ୍ୟ ରହିଥିଲେ l ବର୍ତ୍ତମାନ କନ୍ଧମାଳ ଜିଲା ମହିଳା ସଭାନେତ୍ରୀ ଭାବେ କାର୍ଯ୍ୟ କରୁଥିବା ବେଳେ ତାଙ୍କୁ ଦଳ ତରଫରୁ ଅଣଦେଖା ହେଉଥିବା ଅନୁଭବ କରି ସେ ଦଳ ଛାଡିଥିବା ଜଣାପଡିଛି l ଏ ନେଇ ବ୍ଲକ ଅଧ୍ୟକ୍ଷା ଅନିମା କହଁରଙ୍କ ପରବର୍ତ୍ତୀ ପଦକ୍ଷେପ ବିଷୟରେ ପଚାରିବାରୁ ଶୀଘ୍ର ପରବର୍ତ୍ତୀ ନିଷ୍ପତ୍ତି ନେବି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା

ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା…

ଯୁଦ୍ଧ ଶେଷ କରିବାକୁ ରାଜି ହେଲେ ଇରାନର ସର୍ବୋଚ୍ଚ ନେତା! କହିଦେଲେ ଏମିତି…ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୪।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ୨୫ତମ ଦିନ। ଉଭୟ ପକ୍ଷ ଦ୍ରୁତ ଆକ୍ରମଣ ଜାରି ରଖିଥିବାବେଳେ ଯୁଦ୍ଧ ଶେଷ କରିବା…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

୧୪.୨ କିଲୋଗ୍ରାମ ବଦଳରେ ମିଳିବ ୧୦ କିଲୋଗ୍ରାମ ଗ୍ୟାସ! ସରକାର ଦେଲେ ବଡ଼ ଅପଡେଟ୍‌

  ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ସିଧାସଳଖ ପ୍ରଭାବ ଏବେ ଭାରତର ଶକ୍ତି ସୁରକ୍ଷା ଉପରେ ପଡୁଛି। ଅଶୋଧିତ ତୈଳ ଏବଂ ଏଲପିଜିର ନିରବଚ୍ଛିନ୍ନ ଯୋଗାଣ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri