ବ୍ଲକ ଶିକ୍ଷକ ସଂଘର ଦାବିପତ୍ର ପ୍ରଦାନ, ବିଦ୍ୟାଳୟରେ ଆବଶ୍ୟକ ଭିତ୍ତିଭୂମି, ୟୁଏଏସ୍‌ ପ୍ରଚଳନ କରିବାକୁ…

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ବୁଧବାର ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସରକାରଙ୍କ ପକ୍ଷରୁ ବିଦ୍ୟାଳୟ ମାନଙ୍କରେ ଶିକ୍ଷକ ନିଯୁକ୍ତି, ଶିକ୍ଷକଙ୍କୁ ମୋବାଇଲ ଫୋନ ପ୍ରଦାନ, ନେଟ ପ୍ୟାକ୍‌, କମ୍ପୁଟର ଶିକ୍ଷକ ପ୍ରଭୂତି ଭିତ୍ତିଭୂମି ପୂରଣ ନ ହେବା ପର୍ଯ୍ୟନ୍ତ ୟୁଏଏସ୍‌(ୟୁନିଫାଏଡ଼ ଅଟୋ ମେସନ ସିଷ୍ଟମ) ଲାଗୁ ନ କରାଯାଉ ବୋଲି ଶିକ୍ଷକ ସଂଘ ଦାବି କରିବା ସହ ବ୍ଳକ ଶିକ୍ଷା ଅଧିକାରୀ ବାଞ୍ଛାନିଧୀ ପଣ୍ଡାଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ର ପ୍ରଦାନ ସମୟରେ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଅନ୍ତର୍ଯ୍ୟାମୀ ମଲ୍ଲିକ, ସାଧାରଣ ସମ୍ପାଦକ ସଞ୍ଜୟ କୁମାର ଦାଶ, ଉପ ସଭାନେତ୍ରୀ ତୁଲାମତି ସାହୁଙ୍କ ସମେତ ସଂଘର ସଦସ୍ୟ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏୟାରଷ୍ଟ୍ରାଇକ ପରେ ତାଲିବାନର ବଡ଼ ଘୋଷଣା, ଆଉ ଆଲୋଚନା ନୁହେଁ-ପାକିସ୍ତାନ ଉପରେ ପ୍ରତିଶୋଧ….

ନୂଆଦିଲ୍ଲୀ,୧୭।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂଘର୍ଷ ଏବେ ଏକ ମାସ ଅତିକ୍ରମ କରିବାକୁ ଯାଉଛି। ତଥାପି,…

ମର୍ଣ୍ଣିଂ ଓ୍ବାକରେ ଯାଇଥିବା ଭାଜପା ନେତାଙ୍କୁ ଛୁରୀ ଭୁଷି ହତ୍ୟା

ଗୋରଖପୁର,୧୭।୩: ମଙ୍ଗଳବାର ସକାଳେ ଉତ୍ତର ପ୍ରଦେଶ ଗୋରଖପୁରର ଚିଲୁଆତାଲ ପୋଲିସ ଷ୍ଟେଶନ ଅଞ୍ଚଳର ସୀମା ମଧ୍ୟରେ ଥିବା ବରଗଡୱାରେ ଜଣେ ଭାଜପା ନେତାଙ୍କ ର୍ନିମମ ହତ୍ୟା ଘଟଣା…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ଲଢୁ ଲଢୁ ବିତିଗଲାଣି ୧୭ ଦିନ, ହେଲେ କିଛି ବି କରିପାରିଲେ ନାହିଁ ଟ୍ରମ୍ପ, ବିଶେଷଜ୍ଞ କହିଲେ ଇରାନ ପାଖରେ ବି ରହିଛି ବାଜି….

ଓ୍ବାଶିଂଟନ,୧୭।୩: ଯୁକ୍ତରାଷ୍ଟ୍ର ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କରିବାର ୧୭ ଦିନ ବିତିଗଲାଣି, ତଥାପି ଏକ ନର୍ଣ୍ଣାୟକ ଫଳାଫଳ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏବେ…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri