ବ୍ଲକ ଜଳଯୋଗାଣ ସହକାରୀ ଯନ୍ତ୍ରୀ କରୋନାରେ ଆକ୍ରାନ୍ତ

ଗଞ୍ଜାମ,୧୧।୭(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଜଳଯୋଗାଣ ସହକାରୀ ଯନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ବିଡ଼ିଓ ପ୍ରଦୀପ କୁମାର ପଣ୍ଡା ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଉକ୍ତ ବ୍ଲକ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭ରେ ପହଞ୍ଚିଛି। ସେଥିମଧ୍ୟରୁ ପ୍ରାୟ ୧୯ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ସହକାରୀ ଯନ୍ତ୍ରୀ ବ୍ଲକରେ ଅତ୍ୟଧିକ କର୍ମଚାରୀଙ୍କ ସଂସ୍ପର୍ଶରେ ଆସିଥିବା ଯୋଗୁ କର୍ମଚାରୀ ମହଲରେ ଭୟର ବାତାବରଣ ସୃଷ୍ଟି ହୋଇଛି l ଶୁକ୍ରବାର ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିବା ବେଳେ ଶନିବାର ତାଙ୍କୁ କୋଭିଡ କେୟାର ସେଣ୍ଟରକୁ ସ୍ଥାନାନ୍ତର କରାଯିବ ବୋଲି ବିଡ଼ିଓ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ପାଡୁଆ ରାଜୀବଗାନ୍ଧୀ ସେବାକେନ୍ଦ୍ର, ୫ ଦୋକାନ ଗୃହ ଭାଙ୍ଗିବା ଘଟଣା ପଡ଼ିରହିଛି ଲକ୍ଷାଧିକ ଟଙ୍କାର ଲୁହା ସାମଗ୍ରୀ

ନନ୍ଦପୁର/ପାଡୁଆ,୧୩ା୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ଓ ୫ ଦୋକାନ ଗୃହ ବେସରକାରୀ ଜମିରେ ସରକାରୀ ଅର୍ଥରେ…

କୋରାପୁଟ ବସ୍‌ଷ୍ଟାଣ୍ଡ ପାଲଟିଛି ଅସାମାଜିକ ଅସାମାଜିକଙ୍କ ଆଡ୍ଡାସ୍ଥଳୀ

କୋରାପୁଟ,୧୩।୫(ଅମିତାଭ ବେହେରା)-କୋରାପୁଟ ସହରର ମୁଖ୍ୟ ବସ୍‌ଷ୍ଟାଣ୍ଡ ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଥିବାରୁ ଯାତ୍ରୀଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠିଛି। ବସ୍‌ଷ୍ଟାଣ୍ଡରେ ଅସାମାଜିକ ତତ୍ତ୍ୱ ଓ ପକେଟ୍‌ମାରଙ୍କ ପ୍ରାର୍ଦୁଭାବ ବଢ଼ିଥିବା…

ଏନ୍‌ଇଇଟି ବାତିଲ

ମେଡିକାଲ, ଇଞ୍ଜିନିୟରିଂ ଭଳି ଅତି ପ୍ରତିଦ୍ୱନ୍ଦ୍ୱିତାମୂଳକ ପ୍ରବେଶିକା ପରୀକ୍ଷାରେ ବାରମ୍ବାର ଅନିୟମିତତା ଦେଖାଦେବା ଦେଶର ଶିକ୍ଷା ବ୍ୟବସ୍ଥା ଓ ପରିଚାଳନା ସହିତ ଶିକ୍ଷା ମନ୍ତ୍ରଣାଳୟର ଅପାରଗତାକୁ ବାରମ୍ବାର…

ସୁନା-ରୁପାକୁ ନେଇ କେନ୍ଦ୍ର ସରକାର କଲେ ବଡ଼ ଘୋଷଣା: ମୋଦିଙ୍କ ଅପିଲ ପରେ…

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ନାଗରିକମାନଙ୍କୁ ଅତି କମରେ ଗୋଟିଏ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ନିବେଦନ କରିଛନ୍ତି। ଏହି ସମୟରେ ଏକ…

ସୌମ୍ୟ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ଖୁଲାସା: ଘଟଣା ଦିନ ନେଇଥିଲେ…

ଭୁବନେଶ୍ୱର,୧୩।୫(ତ୍ରିନାଥ ମହାନ୍ତି):ଯୁବତୀଙ୍କୁ ଅସଦାଚରଣ ଓ ବଳାତ୍କାର ଉଦ୍ୟମ କରିଥିବା ଜିଆର୍‌ପି କନ୍‌ଷ୍ଟେବଲ୍‌ ସୌମ୍ୟରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲାରେ କ୍ରାଇମ୍‌ବ୍ରାଞ୍ଚର ତଦନ୍ତକୁ ୩ଦିନ ପୂରିଲାଣି। ରବିବାର ରାତିରେ ଉପରଠାଉରିଆ…

୫ ପ୍ରକଳ୍ପ ଉଦ୍‌ଘାଟନକଲେ ବିଧାୟକ ରାମଚନ୍ଦ୍ର କାଡାମ

ନନ୍ଦପୁର,୧୩।୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗସ୍ତରେ ଆସି ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମ ୫ ପ୍ରକଳ୍ପର ମଙ୍ଗଳବାର ଉଦ୍‌ଘାଟନ କରିଛନ୍ତି। ୮ ଲକ୍ଷ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା ପ୍ରଶ୍ନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୩ା୫(ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ହେବା ଘଟଣାକୁ ନେଇ ଦେଶବ୍ୟାପୀ ଛାତ୍ରୀଛାତ୍ରମାନେ ଜୋର୍‌ଦାର ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାଦ୍ୱାରା ଦେଶର ୨୨ ଲକ୍ଷରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀଙ୍କ ପରିଶ୍ରମ ଏବଂ…

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅର ଅକାଳ ମୃତ୍ୟୁ: ହଠାତ୍‌ ଘଟିଲା…

ଲକ୍ଷ୍ନୌ,୧୩।୫: ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ତଥା ଅପର୍ଣ୍ଣା ଯାଦବଙ୍କ ସ୍ବାମୀ ପ୍ରତୀକ ଯାଦବଙ୍କ ଦେହାନ୍ତ ହୋଇଛି। ସେ ଲକ୍ଷ୍ନୌର ଏକ ହସ୍ପିଟାଲରେ ଶେଷନିଶ୍ୱାସ ତ୍ୟାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri