ବିବାହ ପରେ ରକ୍ତଦାନ

ବଲାଙ୍ଗୀର ଅଫିସ,୧୯ା୧: ବିବାହକୁ ସ୍ମରଣୀୟ ଓ ନିଆରା କରି ଅନ୍ୟଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ବଲାଙ୍ଗୀର ସହର ଚିମିନିଭାଟିର ସୁବ୍ରତ ଖଣ୍ଡୁଆଲ। ସୋମବାର ଥିଲା ସୁବ୍ରତଙ୍କ ବିବାହ ଦିନ। ବିବାହ ପରେ ବରବେଶରେ ସେ ନବବଧୂ ଶ୍ୱେତପୂର୍ଣ୍ଣାଙ୍କୁ ଧରି ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିିଟାଲ କ୍ୟାମ୍ପସରେ ଥିବା ରକ୍ତଭଣ୍ଡାରକୁ ଆସି ଥିଲେ। ପରେ ସୁବ୍ରତ ରକ୍ତଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri