ବିଜେଡି ପକ୍ଷରୁ  ରକ୍ତଦାନ ଶିବିର 

ପୁରୁଷୋତ୍ତମପୁର,୨୯/୮(ଡିଏନ୍ଏ): ଗଞ୍ଜାମ ଜିଲ। ପୁରୁଷୋତ୍ତମପୁର ନରସିଂହ ଦାଶ ହାଇସ୍କୁଲ ପରିସରରେ ବିଜୁଜନତାଦଳ ପକ୍ଷରୁ  ରବିବାର ରକ୍ତଦାନ ଶିବିର ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ସଂଯୋଜନାରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବେ ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ଦୈତାରୀ ବେହେରା,  ସୁଭ୍ରାଶୁଂ ଶେଖର ସାବତ, ଦୀପକ ପାତ୍ର,  ଜିଲ। ଜୀବନବିନ୍ଦୁ କାର୍ଯ୍ୟକ୍ରମର ସଂଯୋଜକ ସୁବାସ ମହାରଣା, ଜଗନ୍ନାଥ ସାବତ, ପୁରୁଷୋତ୍ତମପୁର ଏନ୍ଏସି ଅଧକ୍ଷା ପ୍ରିୟଙ୍କା ଗୌଡ, ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ନଗର ବିଜେଡି ସଭାପତି ପ୍ରଭାତ କୁମାର ପଟ୍ଟନାୟକ, ଯୁବ ବିଜେଡି ସଭାପତି ମନୋଜ କୁମାର ଗୌଡ, ମହିଳା ସଭାନେତ୍ରୀ ଅଞ୍ଜଳି ସାହୁ,  ସରକାରୀ ଓକିଲ ପ୍ରକାଶ ଚନ୍ଦ୍ର ତ୍ରିପାଠୀ, କୃଷ୍ଣ ଚନ୍ଦ୍ର ଗୌଡ, ପୂର୍ବତନ ନଗରପାଳ ବାସୁଦେବ ମହାପାତ୍ର, ପ୍ରେମାନନ୍ଦ ସାହୁ, କାଉନସିଲ ଅର୍ଚ୍ଚନା ପଣ୍ଡା,  ଅଶୋକ କୁମାର ମହାଙ୍କୁଡ, ଭାସ୍କର ବେହେରା, ଲିଙ୍ଗରାଜ ବେହେରା, ଅରୁଣ କୁମାର ମହାଙ୍କୁଡ, ପ୍ରମୋଦକୁମାର ଆଚାରି, ଗିରିଜା ବେହେରା ଙ୍କ ସମେତ ବହୁ ମାଣ୍ଯଗଣ ବ୍ଯକ୍ତିମାନେ  ଯୋଗଦେଇଥିଲେ।

ଏହି ଅବସରରେ ବ୍ରହ୍ମପୁର ବ୍ଲଡ ବ୍ୟାଙ୍କର ଡାକ୍ତର ଓ କର୍ମଚାରୀ ମାନେ ୮୦ଜଣ ସ୍ବେଚ୍ଛାସେବୀଙ୍କ ଠାରୁ ରକ୍ତ ସଂଗ୍ରହ କରିଥିଲେ। ଏହାକୁ ବିଜେଡିର କର୍ମୀମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ବଡ଼ ଆଲର୍ଟ ଜାରି କଲା RBI, ଚିନି-ପିଆଜ ପରେ ଆହୁରି ମହଙ୍ଗା ହେବ…

ନୂଆଦିଲ୍ଲୀ, ୨୬।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୫ ଅଗଷ୍ଟ ୨୦୨୬ରେ ଜାରି କରିଥିବା ନିଜର ମାସିକ ବୁଲେଟିନ୍‌ରେ ଅଗଷ୍ଟ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୬ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri