ରକ୍ତ ପୃଥକୀକରଣ ୟୁନିଟ କାର୍ଯ୍ୟକ୍ଷମ ଦାବି, ଜିଲାପାଳ ଅଫିସ ଆଗରେ ଧାରଣା

ବରଗଡ଼ ଅଫିସ,୧୫।୩: ବରଗଡ଼ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରର ରକ୍ତ ଭଣ୍ଡାର ପରିସରରେ ରହିଥିବା ରକ୍ତ ପୃଥକୀକରଣ ୟୁନିଟ କାର୍ଯ୍ୟକ୍ଷମ ଦାବିରେ ସୋମବାର ବରଗଡ଼ ଜିଲାପାଳ ଅଫିସ ଆଗରେ ଧାରଣା ଦିଆଯାଇଛି। ସାମାଜିକ ଅନୁଷ୍ଠାନ ନିଷ୍ଠା ପରିବାରର ସମସ୍ତ କର୍ମକର୍ତ୍ତା ଏବଂ ସଭ୍ୟବୃନ୍ଦ ଏଥିରେ ସାମିଲ ଅଛନ୍ତି। ରକ୍ତ ପୃଥକୀକରଣ ୟୁନିଟ କାର୍ଯ୍ୟକ୍ଷମ କରାଯାଉ ନ ଥିବାରୁ ସ୍ଥାନୀୟ ରୋଗୀମାନେ ଅଧିକ ଖର୍ଚ୍ଚାନ୍ତ ହେଉଥିବା ବେଳେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ରକ୍ତ ସଂଗ୍ରହ ଆଳରେ କିଛି ନ୍ୟସ୍ତସ୍ବାର୍ଥ ଲୋକେ ରକ୍ତ ବେପାର ଚଲାଉଥିବା ଅଭିଯୋଗ ହୋଇଛି। ଫଳରେ ବରଗଡ ଡାକ୍ତରଖାନା ପରିସରରେ ରହିଥିବା ରକ୍ତ ପୃଥକୀକରଣ ୟୁନିଟକୁ କାର୍ଯ୍ୟକ୍ଷମ କରିବା ସହିତ ରକ୍ତ ସଂଗ୍ରହ ଆଳରେ ଚାଲିଥିବା ବ୍ୟବସାୟ ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରି ଏହି ଧାରଣା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ଜମିରୁ ୩୬ ଘନଫୁଟ ଶାଗୁଆନ କାଠ ଜବତ: ଆନୁମାନିକ ମୂଲ୍ୟ ହେବ…

ଭଞ୍ଜନଗର, ୨୦।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କେନ୍ଦ୍ରୀୟ ବନାଞ୍ଚଳର ପାଲାସପଲ୍ଲୀ ଗାଁ ନିକଟସ୍ଥ ଏକ ଜମିରୁ ପ୍ରାୟ ୩୬ ଘନଫୁଟ ଶାଗୁଆନ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

ହଠାତ୍‌ ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧। ୮: ଦିଲ୍ଲୀରେ ଛାତ୍ରମାନଙ୍କ ପ୍ରଦର୍ଶନ ସମୟରେ ପେଲେଟ ଗନ ବ୍ୟବହାରକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ ଥାନାରେ ପହଞ୍ଚିଛନ୍ତି।…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

କିଏ ସେହି ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା!

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତାଙ୍କ ପତ୍ନୀ ସୁନୀତା ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ପାଇଁ…

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri